ଟୁଟୁଆ ହତ୍ୟାକାରୀ ମିଞ୍ଜାଙ୍କୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର,୧।୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ବାଲିପାଟଣା ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ପ୍ରଶାନ୍ତ ପ୍ରଧାନ ଓରଫ ଟୁଟୁଆ ହତ୍ୟା ଘଟଣାର ରାୟ ଶୁକ୍ରବାର ସ୍ପେଶାଲ ଜଜ୍ ସିବିଆଇ-୧ କୋର୍ଟରେ ପ୍ରକାଶ ପାଇଛି। ବିଚାରପତି ଗୋପାଳଚନ୍ଦ୍ର ବେହେରା ଦୋଷୀ ସାବ୍ୟସ୍ତ ହୋଇଥିବା ରୋହିତ...
ସାହସ ଭରିଲା ଯୁଦ୍ଧାବସାନ ବାଦ୍ୟ
ଭୁବନେଶ୍ୱର,୧।୨(ବ୍ୟୁରୋ): ପତାକା ଅବତରଣ ଉତ୍ସବ ୭ମ ବାଟାଲିୟନ ପଡିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୈନିକମାନଙ୍କୁ ଉତ୍ସାହିତ କରିଥିଲେ। ପୋଲିସ ବିଭାଗରୁ ୩୨୨ଜଣ ମ୍ୟୁଜିସିଆନ ଭାଗ ନେଇ ବିଭିନ୍ନ ପ୍ରକାର ବାଦ୍ୟ...
ତାଲିକା ଧରି କୋଲକାତା ଗଲା ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧।୨(ବ୍ୟୁରୋ): ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ କରି ଦେହ ବ୍ୟବସାୟରେ ଲଗାଇବା ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ହାତରେ ଏବେ ଆଉ ଏକ ବଡ଼ ସୁରାକ ଲାଗିଛି। ଏହି ର଼୍ୟାକେଟର କିଙ୍ଗ୍ପିନ୍ ଅଞ୍ଜଳି ଦିଦି ଓ ତାଙ୍କ ସ୍ବାମୀ ଇବ୍ରାହିମ୍ଙ୍କୁ ଶୁକ୍ରବାର...
୭ରୁ ଧଉଳି-କଳିଙ୍ଗ ମହୋତ୍ସବ
ଭୁବନେଶ୍ୱର,୧।୨(ବ୍ୟୁରୋ): କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇ ଶାନ୍ତିସ୍ତୂପ ଧଉଳି ପାହାଡ଼ର ପାଦ ଦେଶରେ ଅନୁଷ୍ଠିତ ହେବ ୧୬ତମ ଧଉଳି-କଳିଙ୍ଗ ମହୋତ୍ସବ। ଆସନ୍ତା ଫେବୃୟାରୀ ୭ରୁ ୯ ପର୍ଯ୍ୟନ୍ତ ଦୀର୍ଘ ୩ ଦିନବ୍ୟାପୀ ଚାଲିବାକୁ ଥିବା ଏହି ମହୋତ୍ସବରେ ପ୍ରତିବର୍ଷ...
ଆଜିଠାରୁ ଖଣ୍ଡଗିରି କୁମ୍ଭମେଳା
ଭୁବନେଶ୍ୱର,୧।୨(ବ୍ୟୁରୋ): ଶନିବାରଠାରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଖଣ୍ଡଗିରି ମାଘ ସପ୍ତମୀ ମେଳା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଖଣ୍ଡଗିରି ଉଦୟଗିରି ପାଦଦେଶ। ସାରା ଦେଶରୁ ୩ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥଙ୍କ ସମାଗମ ହୋଇଥିବାବେଳେ ପ୍ରତ୍ୟୁଷରୁ ଧୁନି ସ୍ଥାପନ ପରେ ଉଛୁଳି ଉଠିବ ମେଳା...
ରାସ୍ତାକୁ ଗାଈ ଛାଡ଼ିଲେ ଧରିନେବ ସ୍କ୍ବାଡ୍
ଭୁବନେଶ୍ୱର, ୧।୨(ବ୍ୟୁରୋ): ଏଣିକି ରାସ୍ତାକୁ ଗାଈ ଛାଡ଼ିଲେ ମାଲିକ ଗଣିବେ ୫ହଜାର ଜରିମାନା। ନଚେତ୍ ପାଳିତ ଗାଈକୁ ହରାଇବାକୁ ପଡ଼ିବ। ଏଭଳି କଡା ନିଷ୍ପତ୍ତି ଗ୍ରହଣ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ରାଜଧାନୀ ତଥା ଉପକଣ୍ଠ ଅଞ୍ଚଳ ରାସ୍ତାରେ...
ଏଥର ଅନ୍ଲାଇନ୍ରେ ହେବ ଓଜେଇଇ: ଉଭୟ ପିଜି, ୟୁଜି କୋର୍ସ ପାଇଁ ସିବିଟି ପଦ୍ଧତି ଲାଗୁ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚଳିତ ବର୍ଷ ଓଜେଇଇ କମ୍ପ୍ୟୁଟର ବେସ୍ଡ ଟେଷ୍ଟ ବା ସିବିଟି ମାଧ୍ୟମରେ ହେବ। ଉଭୟ ପିଜି ଓ ୟୁଜି କୋର୍ସ ପାଇଁ ଏହି ପଦ୍ଧତି ଲାଗୁ ହୋଇଛି। ଏ ନେଇ ଓଜେଇଇ ଆପେକ୍ସ କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ...
ଏବେ କାର୍ଯ୍ୟକାଳ ସରୁଥିବା ସମବାୟ ସମିତିଗୁଡ଼ିକରେ ନିର୍ବାଚନ ହେବନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୩୧।୧(ବ୍ୟୁରୋ): କାର୍ଯ୍ୟକାଳ ସରୁଥିବା ସମବାୟ ସମିତିଗୁଡ଼ିକରେ ଏବେ ନିର୍ବାଚନ ହେବନାହିଁ। କାର୍ଯ୍ୟକାଳ ସମାପ୍ତ ହେଉଥିବା ସମବାୟ ସମିତି ଦାୟିତ୍ୱରେ ଅଫିସର ରହିବେ ବୋଲି ଶୁକ୍ରବାର ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସୂଚନା ଦେଇଛନ୍ତି। ଏହାଛଡ଼ା ଅନିୟମିତତା ଅଭିଯୋଗ ଆସିଥିବା...
ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ନେଇ ପ୍ରସ୍ତୁତି ଆରମ୍ଭ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ନୀତି ଆୟୋଗ ଢାଞ୍ଚାରେ ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପ୍ରସ୍ତାବ ଯାଇଛି, ନିର୍ଦ୍ଦେଶକୁ ଅପେକ୍ଷା ରହିଛି। ଅନ୍ୟ...
୧ରେ ଓଡ଼ିଶା ଆସିବେ ଆନ୍ଧ୍ର ରାଜ୍ୟପାଳ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସନ୍ତା ୧ତାରିଖରେ ଓଡ଼ିଶା ଗସ୍ତରେ ଯିବାକୁ ଥିବାବେଳେ ୨ରେ କୋଲକାତାରେ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ସେ ୧ତାରିଖ ଦିନ ଅପରାହ୍ନ ୪ଟା ସମୟରେ ଭୁବନେଶ୍ୱର...
୨୨ ଗ୍ରାମ ବ୍ରାଉନସୁଗାର ଜବତ: ବାଲେଶ୍ୱରର ଶେଖ୍ ମୁସ୍ତାକିନ୍ ଗିରଫ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର କାରବାର ବଢିଚାଲିଥିବାବେଳେ ଏହା ଉପରେ ରୋକ ଲଗାଇବା ପାଇଁ କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ (ସ୍ପେଶାଲ ଟାସ୍କ ଫୋର୍ସ) ବିଭିନ୍ନ ସ୍ଥାନରେ ମାରାଥନ ଚଢାଉ ଜାରି ରଖିଛି। ବୁଧବାର ଖଣ୍ଡଗିରି ଥାନା ଅଧୀନ ବରମୁଣ୍ଡା ଅଞ୍ଚଳରେ ଏସ୍ଟିଏଫ ଚଢାଉ...
ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ ମାମଲା: କିଙ୍ଗ୍ପିନ୍ ଅଞ୍ଜଳି, ଇବ୍ରାହିମ୍ଙ୍କୁ ମିଳିଲା ରିମାଣ୍ଡ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ବାଂଲାଦେଶରୁ ଓଡ଼ିିଶାକୁ ଯୁବତୀ ଚାଲାଣ ର଼୍ୟାକେଟର ମୂଳ ଚେରକୁ ଖୋଜୁଛି ଏସ୍ଟିଏଫ୍। ଏହି ର଼୍ୟାକେଟ ପଛରେ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହା ଜାଣିବା ପାଇଁ ଏସ୍ଟିଏଫ୍ କିଙ୍ଗପିନ୍ ଅଞ୍ଜଳି ଦିଦି ଏବଂ ଇବ୍ରାହିମ୍ଙ୍କୁ ୨ଦିନିଆ ରିମାଣ୍ଡରେ ନେବ। ଏସ୍ଟିଏଫ୍...
Archives


