ପାଣିରେ ପଡ଼ିଲା ଓପିଟିସିଏଲ୍ର ୧୫ କୋଟି
ଭୁବନେଶ୍ୱର, ୧୦।୫ (ବ୍ୟୁରୋ): ସାମୁଦ୍ରିକ ଝଡ଼ ’ଫନୀ’କୁ ବର୍ଷେ ପୂରିଗଲା। ବର୍ଷକ ତଳେ ଏହି ଝଡ଼ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ବିଦ୍ୟୁତ୍ ଭିତ୍ତିଭୂମି ଉଜାଡି ଦେଇଥିଲା। ଶକ୍ତି ବିଭାଗ ଆକଳନ ଅନୁଯାୟୀ ୧୪ ଜିଲାରେ ପ୍ରାୟ ୫୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିଲା।…
ନିର୍ଦ୍ଦେଶନାମାର ପ୍ରୟୋଗ କମ୍, ପ୍ରଚାର ଅଧିକ: କାହା ପାଇଁ ତାଲା, କାହା ପାଇଁ ଖୋଲା
ଭୁବନେଶ୍ୱର, ୧୦।୫ (ବ୍ୟୁରୋ): କରୋନାକୁ ରୋକୁଥିବା ମୁଖ୍ୟଅସ୍ତ୍ର ସାମାଜିକ ଦୂରତ୍ୱ ନିୟମ ଅନୁପାଳନ କ୍ଷେତ୍ରରେ ସାଲିସ୍ କରାଯାଉଥିବା ଦେଖିବାକୁ ମିଳିଛି। କ୍ଷୁଦ୍ର ଓ ମଧ୍ୟମ ବ୍ୟବସାୟୀଙ୍କ ପାଇଁ ତାଲାବନ୍ଦ ଥିବାବେଳେ ବଡ଼ ବ୍ୟବସାୟୀଙ୍କ ପାଇଁ ଭୁବନେଶ୍ୱର ବଜାର ଖୋଲା ରହିବା ନାନା…
କରୋନା ଯୋଦ୍ଧାଙ୍କୁ ଅସମ୍ମାନ: ଡାକ୍ତରଙ୍କୁ ଘରେ ପୂରାଇଦେଲେନି ଗ୍ରାମବାସୀ
ଭୁବନେଶ୍ୱର,୧୦।୫ (ବ୍ୟୁରୋ): କରୋନା ଯୋଦ୍ଧାଙ୍କୁ ରାଜଧାନୀ ଉପକଣ୍ଠ ନନ୍ଦନକାନନ ଥାନା ଗଣ୍ଡରପୁର ଅଞ୍ଚଳରେ ଅସମ୍ମାନ କରାଯାଇଛି। ରାଜ୍ୟ ବାହାରୁ ଫେରିଥିବା ଜଣେ ଡାକ୍ତର ଓ ତାଙ୍କ ପୁଅ ଝିଅଙ୍କୁ ଘର ମାଲିକଙ୍କ ସହ ଗ୍ରାମବାସୀ ଘରକୁ ପୂରାଇ ଦେଇନାହାନ୍ତି। ଫଳରେ ସେମାନେ…
ପରଲୋକରେ ବିଜେଡି ନେତା ସୁବାସ ଚୌହାନ
ଭୁବନେଶ୍ୱର/ ବରଗଡ ଅଫିସ, ୧୦।୫:(ବ୍ୟୁରୋ)- ପରଲୋକରେ ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ସୁବାସ ଚୌହାନ। ଶନିବାର ବିଳମ୍ବିତ ରାତି ୩ଟା ୫ ମିନିଟ୍ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।…
CORONAVIRUS UPDATE: ୨୦ ଜିଲାକୁ ଡେଇଁଲା କରୋନା; ଏକାଥରେ ୫୮ ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୩୫୨
ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ଏକାଥରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ଜଣ ଗଞ୍ଜାମ,ବାଲେଶ୍ଵର ୧୫, ମୟୁରଭଞ୍ଜ ୧ ଏବଂ ଅନୁଗୁଳ ଜିଲାରେ ୧୩ ଜଣ ରହିଥିବା ନେଇ ସ୍ୱାସ୍ଥ୍ୟ…
CORONAVIRUS UPDATE: ରାଜ୍ୟରେ ତୃତୀୟ କରୋନା ମୃତ୍ୟୁ
ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା…
ପ୍ରବାସୀଙ୍କୁ ନେଇ ଓଡ଼ିଶା ଆସୁଛି ୫ ଟ୍ରେନ୍
ଭୁବନେଶ୍ୱର,୯।୫(ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ରହିତାଦେଶ ଦେବା ପରେ ପୁଣିଥରେ ଓଡ଼ିଶାକୁ ପ୍ରବାସୀଙ୍କ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଓଡ଼ିଶା ଆସୁଛି ଆଉ ୫ ଟ୍ରେନ୍। ଗୁଜରାଟରୁ ୩ଟି, ମହାରାଷ୍ଟ୍ରରୁ ଏବଂ ତାମିଲନାଡ଼ୁରୁ ଗୋଟିଏ…
CORONAVIRUS UPDATE: ନୟାଗଡ଼ ଜିଲାକୁ ଡେଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୮୯
ଭୁବନେଶ୍ୱର,୯।୫(ବ୍ୟୁରୋ)- ନୟାଗଡ଼ ଜିଲାକୁ ଡେଇଁଛି କରୋନା। ଶନିବାର ଜିଲାର ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ବୟସ ୪୦ବର୍ଷ ହୋଇଥିବାବେଳେ ସେ ସୁରଟ ଫେରନ୍ତା ଏବଂ କ୍ୱାରାଣ୍ଟାଇନରେ ଥିଲେ…
ହନୁମାଙ୍କଡ଼ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟିଣା: ଟ୍ରାଙ୍କୁଲାଇଜ କରି ଧରାଗଲା
ଭୁବନେଶ୍ୱର/ବାରଙ୍ଗ,୯।୫(ବ୍ୟୁରୋ/ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଚନ୍ଦକା ଥାନା ଅର୍ନ୍ତଗତ ଗିରିଙ୍ଗାପୁଟ ଗ୍ରାମରେ ହନୁମାଙ୍କଡ ଆକ୍ରମଣରେ ଶୁକ୍ରବାର ଜଣେ ବିଧବା ମହିଳାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ କଅଁଳ ମାଝୀ। ତେବେ ଆକ୍ରମଣ କରିଥିବା ମାଙ୍କଡ଼କୁ ଶନିବାର ଟ୍ରାଙ୍କୁଲାଇଜ କରି ଧରାଯାଇଛି। ପ୍ରକାଶ ଯେ,…
ମେ’ ୨୦ରୁ ମାଟ୍ରିକ ଖାତାଦେଖା: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, ୯।୫(ବ୍ୟୁରୋ): ଶିକ୍ଷା କ୍ଷେତ୍ରକୁ କରୋନା ବ୍ୟାପକ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇ ନ ଥିବାବେଳେ ମାଟ୍ରିକ ଖାତା ମୂଲ୍ୟାୟନ ମଧ୍ୟ ହୋଇନାହିଁ। ତେବେ ମେ’ ୨୦ ତାରିଖରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ। ଶନିବାର ଏ…
ମଞ୍ଚେଶ୍ୱର ଆକ୍ରାନ୍ତ ବିରିୟାନୀ ଡେଲିଭରି ବୟ; ବୁଲିଥିବା ଚକେଇସିଆଣୀ ମାର୍କେଟ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର, ୯।୫ (ବ୍ୟୁରୋ): ଭୁବନେଶ୍ୱରରୁ ୩ କରୋନା ପଜିଟିଭ ଗତ ଗୁରୁବାର ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ମଞ୍ଚେଶ୍ୱର ଅଞ୍ଚଳରୁ ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଜଣେ ଡେଲିଭରି ବୟ ବୋଲି ଜଣାପଡିଛି। ସେ ରାଜଧାନୀର ବିିଭିନ୍ନ ଅଞ୍ଚଳ ବୁଲି ବିରିୟାନୀ ଡେଲିଭରି…
CORONAVIRUS UPDATE : ନୂଆ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୧୬ ଆକ୍ରାନ୍ତ ସୁରଟ ଫେରନ୍ତା, ରାଉରକେଲା ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନ୍ର
ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ୧୪ ଏବଂ ପରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଉଛନ୍ତି ରାଜ୍ୟ ସରକାର। ଜଣଙ୍କୁ ଛାଡି ୧୬…

