ମେଟ୍ରୋ

କନ୍ଧମାଳରୁ ରାଜଧାନୀକୁ ଗଞ୍ଜେଇ ଚୋରା ଚାଲାଣ

ଭୁବନେଶ୍ୱର,୩୧।୧(ବ୍ୟୁରୋ): କ୍ୟୁଏଟି ଏବଂ ନୟାପଲ୍ଲୀ ଥାନା ପୋଲିସ ମିଳିତ ଭାବେ ଗୁରୁବାର ଜୟଦେବ ବିହାର ଅଞ୍ଚଳରେ ଚଢାଉ କରି ଏକ କାର୍‌ରୁ ୩୩ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଏହି କାରବାରରେ ସମ୍ପୃୃକ୍ତି ଅଭିଯୋଗରେ ଗୋଟିଏ ପରିବାରର ୩ଜଣଙ୍କୁ...

ଶିକ୍ଷା ବିଭାଗର ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ରାଜ୍ୟ ସରକାର ଦେଇଥିବା ପ୍ରେସ୍‌ ଇସ୍ତାହାରକୁ ବିରୋଧ କରାଯାଇଛି। ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, ସରକାର ଶିକ୍ଷକ ‘ମୁତୟନ’ ମାନସିକତାରୁ ଓହରି ଶୂନ୍ୟ ପଡ଼ିଥିବା ପଦବୀରେ...

ବଦଳିବ ବିଜୁ ପଟ୍ଟନାୟକ ପାର୍କର ରୂପରେଖ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଭୁବନେଶ୍ୱରରେ ଥିବା ପାର୍କଗୁଡ଼ିକର ଭିତ୍ତିଭୂମିରେ ସୁଧାର ଅଣାଯିବ। ଏ ନେଇ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ଯୋଜନା ହାତକୁ ନେଇଛି। ଏବେ ପ୍ରାଥମିକ ଭାବେ ବିଜୁ ପଟ୍ଟନାୟକ (ଫରେଷ୍ଟ) ପାର୍କ ଓ ବୁଦ୍ଧ ଜୟନ୍ତୀ ପାର୍କରେ କିଛି...

କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟର ଏକାଧିକ କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ସ୍ବୀକୃତିପ୍ରାକ୍ତ ପଦବୀ ଅନୁସାରେ ଆବଶ୍ୟକ ଡାକ୍ତର ନାହାନ୍ତି। ଏପରିକି ଡାକ୍ତର ନିଯୁକ୍ତ ପାଇଁ ଜେଲ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଉଥିଲେ ମଧ୍ୟ ଗ୍ରାମାଞ୍ଚଳ ଜେଲକୁ ଯିବା ପାଇଁ ଡାକ୍ତର...

ବଦଳି ନିୟମ କାର୍ଯ୍ୟକାରୀ କରିବାକୁ ଦାବି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ କ୍ଷେତ୍ରରେ ବଦଳି ନୀତି ଲାଗୁ ହୋଇଥାଏ। ସର୍ବୋଚ୍ଚ ପ୍ରଶାସନ ଏବଂ ଅନ୍ୟ ପେସାଗତ ବୃତ୍ତିରେ ଏହା ନିୟମିତ ରୂପେ ହୋଇଥାଏ। ହେଲେ ସଚିବାଳୟ କର୍ମଚାରୀଙ୍କ କ୍ଷେତ୍ରରେ ଏହା ଠିକ୍‌ ଭାବେ ନିୟମିତ...

ଧନ୍ଦାମୂଳକ ତାଲିମ ନେବେ ଭିକାରି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବିଭିନ୍ନ ଦେବାଳୟ ସମ୍ମୁଖରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତିମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଭିକାରିମାନଙ୍କୁ ଧନ୍ଦାମୂଳକ ତାଲିମ ଦିଆଯିବ। ସେମାନେ କିପରି ସ୍ବାଭିମାନର ସହ ବଞ୍ଚିପାରିବେ ସେ ନେଇ ବ୍ୟବସ୍ଥା ହେବ। ପ୍ରଥମ ପର୍ଯ୍ୟାୟରେ...

ରସିଦ୍‌ ସ୍କୁଲ, ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ୨୦୦୭ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରସିଦ୍‌ ଖାନ ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରସିଦ୍‌ ବର୍ତ୍ତମାନ ବିଜ୍ଞାନ ଏବଂ ବୈଷୟିକ ବିଦ୍ୟା ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।...

୫୦ ଚେକ୍‌ ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚାଷଜମିକୁ ପର୍ଯ୍ୟାପ୍ତ ଜଳସେଚନ ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ନିକଟରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି...

ଖଣି ଚିନ୍ତା: ନିଲାମ ପୂର୍ବରୁ ଅନୁମତି କାର୍ଯ୍ୟ ସାରିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଖଣି ନିଲାମ ପୂର୍ବରୁ ସମସ୍ତ ପ୍ରକାର ଅନୁମତି(କ୍ଲିୟରାନ୍ସ) ଆଗୁଆ ଶେଷ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖଣି ନିଲାମ ପାଇଁ ହେଉଥିବା ବିଳମ୍ବକୁ ଏଡାଇଦିଆଯିବା ସହ ବଡ ବଡ କମ୍ପାନୀଗୁଡିକୁ ଆକର୍ଷିତ କରାଯାଇପାରିବ।...

ଏନ୍‌ପିଆର୍‌, ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ ଉଠାଇଲା ବିଜେଡି

ନୂଆଦିଲ୍ଲୀ,୩୧-୧:ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ଯୋଗଦେଇ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିବା ସହ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)ରେ ଥିବା କେତେକ ବ୍ୟବସ୍ଥା ବାଦ୍‌ ଦେବାକୁ ଦାବି କରିଛି। ସଂଦୀୟ ବ୍ୟାପାର...

୯୩୩ କୋଟି ଟଙ୍କା ଜମା କରି ଖଣି ଚଳାଅ

ଭୁବନେଶ୍ୱର, ୩୧-୧(ବ୍ୟୁରୋ):ବନ୍ଦ ରହିଥିବା ଖଣି କାର୍ଯ୍ୟ ଆରମ୍ଭ କରିବାକୁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ (ଏସଏମ୍‌ପିଏଲ)କୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ତେବେ ଆସନ୍ତା ଫେବୃୟାରୀ ୨୯ ସୁଦ୍ଧା ପରିବେଶ କ୍ଷତିପୂରଣ ରାଶି ବାବଦରେ ୯୩୩ କୋଟି ଟଙ୍କା ଓଡ଼ିଶା...

ଏବର୍ଷ ଲାଗୁ ହେବନାହିଁ +୨ କଟକଣା: ମନ୍ତ୍ରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଏବର୍ଷ ଲାଗୁ ହେବନି +୨ କଟକଣା। ଆସନ୍ତା ବର୍ଷରୁ ଏହା ଲାଗୁ ହେବ ବୋଲି ଗୁରୁବାର ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି। ସେ କହିଛନ୍ତି, ଚଳିତବର୍ଷ +୨ ପାସଫେଲ କଟକଣା ଲାଗୁ ହେବ ନାହିଁ। ପ୍ରଥମ ବର୍ଷରେ ୩୩%...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri