ବିମାନବନ୍ଦର ଛାତ ଭୁଶୁଡ଼ି ମୃତ୍ୟୁ ଘଟଣା: ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ମିଳିବ ଭତ୍ତା
ଭୁବନେଶ୍ୱର,୩୦।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପ୍ରାଣ ହରାଇଥିବା ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ଭତ୍ତା ମିଳିବ। ତାଙ୍କ ପରିବାରକୁ ମାସିକ ଭତ୍ତା ପ୍ରଦାନ ପାଇଁ ପ୍ରଶାସନ ମଞ୍ଜୁରୀ ଦେଇଛି। ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଯ୍ୟାମୀଙ୍କ ପରିବାରର ୩ଜଣଙ୍କୁ...
ଏପର୍ଯ୍ୟନ୍ତ ଓଡ଼ିଶାରେ କରୋନା ସନ୍ଦିଗ୍ଧ ନାହାନ୍ତି: ସ୍ବାସ୍ଥ୍ୟ ସଚିବ
ଭୁବନେଶ୍ୱର,୩୦।୧(ବ୍ୟୁରୋ): ଓଡ଼ିଶାରେ ଏପର୍ଯ୍ୟନ୍ତ କୌଣସି କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇନାହାନ୍ତି। ଚିହ୍ନଟ ହେଲେ ରକ୍ତ ପରୀକ୍ଷା ପାଇଁ ପୁଣେ ପଠାଯିବ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସହ ଭିଡିଓ କନ୍ଫରେନ୍ସିଂରେ କଥା ହେବା ପରେ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ...
ଓଡ଼ିଆ ଆଇପିଏସ୍ ଅମୂଲ୍ୟଙ୍କ କାର୍ଯ୍ୟକାଳ ବଢ଼ିବ, ନିର୍ବାଚନ କମିଶନରଙ୍କୁୁ ଚିଠି ଲେଖିଲେ ଗୃହ ମନ୍ତ୍ରଣାଳୟ
ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୩୦।୧: ଓଡ଼ିଆ ଆଇପିଏସ୍ ତଥା ଦିଲ୍ଲୀ ପୋଲିସ କମିଶନର ଭାବେ କାର୍ଯ୍ୟରତ ଥିବା ଅମୂଲ୍ୟ ପଟ୍ଟନାୟକଙ୍କ କାର୍ଯ୍ୟକାଳ ବଢ଼ିବ। ଚଳିତ ମାସରେ ଓଡ଼ିଆ ଆଇପିଏସ୍ ଅମୂଲ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ଏବେ ଏହାକୁ ଆଉ ମାସେ ବଢ଼ାଇବାକୁ ଗୃହ ମନ୍ତ୍ରଣାଳୟ...
‘ଖଣ୍ଡୁଆ’ର ଇତିହାସ ୮୦୦ବର୍ଷ ପୁରୁଣା
ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ସମ୍ବଲପୁରୀ ଇକତ୍, ସୋନପୁର ଓ ବୌଦ୍ଧର ବମକାଇ, ନୂଆପାଟଣାର ଖଣ୍ଡୁଆ, କୋରାପୁଟର କୋଟପାଡ଼, ଗୋପାଳପୁର, ଫକିରପୁର ଓ ମାଙ୍କିଡ଼ିଆର ଟସର ବସ୍ତ୍ର। ରାଜ୍ୟ ତଥା ରାଜ୍ୟ ବାହାରେ ଓଡ଼ିଶାର ଏହି ହସ୍ତତନ୍ତ ବସ୍ତ୍ର ବେଶ୍ ଆଦୃତ ହୋଇପାରିଛି।...
ମୋ ସରକାରରେ ଶ୍ରମ ଓ କର୍ମଚାରୀ ବୀମା ବିଭାଗ
ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ମୋ ସରକାରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗକୁ ସାମିଲ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି...
ମୁରୁଜରେ ବିଦ୍ୟାଦାତ୍ରୀ
ପୁରୁଣା ଭୁବନେଶ୍ୱର,୩୦ା୧(ଡି.ଏନ.ଏ.): ବିଦ୍ୟା, କଳା, ସାହିତ୍ୟ ଓ ସ୍ବର ବ୍ରହ୍ମର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ବତୀଙ୍କ ଆବାହନ ପାଇଁ ପ୍ରସ୍ତୁତି ସରିଛି। ସ୍କୁଲ, କଲେଜ, ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପୂଜା ପାଇବେ ମା’ ବାଗଦେବୀ ସରସ୍ବତୀ। ପରିବେଶ...
ସୂର୍ଯ୍ୟ ପାତ୍ର ହେଲେ ବାଚସ୍ପତି କ୍ଷମତା ସମୀକ୍ଷା କମିଟି ସଦସ୍ୟ
ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଲୋକ ସଭା ବାଚସ୍ପତି ତଥା ଅଖିଳ ଭାରତ ବାଚସ୍ପତି ସମ୍ମିଳନୀର ଅଧ୍ୟକ୍ଷ ଓମ୍ପ୍ରକାଶ ବିର୍ଲା ବାଚସ୍ପତିମାନଙ୍କର ଏକ କ୍ଷମତା ସମୀକ୍ଷା କମିଟି ଗଠନ କରିଛନ୍ତି। ସମ୍ବିଧାନର ଦଶମ ଅନୁସୂଚୀ ଏବଂ ତତ୍ସମ୍ପର୍କିତ ନିୟମାବଳୀ ଅନ୍ତର୍ଗତ ବାଚସ୍ପତିମାନଙ୍କର କ୍ଷମତାର ସମୀକ୍ଷା...
ଜାତୀୟ ସାହସିକତା ପୁରସ୍କାର ପାଇଥିବା ୩ ଝିଅଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ଜଣଙ୍କ ପିଛା ଏକ ଲକ୍ଷ ଟଙ୍କା ଚେକ୍ ପ୍ରଦାନ
ଭୁବନେଶ୍ୱର,୩୦ା୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ନିପାଣିଆ ଗ୍ରାମ ନିକଟ ଖୋଳା ନଦୀରେ ଗତବର୍ଷ ଜାନୁୟାରୀ ୨ ତାରିଖରେ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯିବା କାରଣରୁ ୧୦ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରୁ ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଥିଲେ।...
ପ୍ରଥମ ଶ୍ରେଣୀରୁ ସ୍ପୋକନ ଇଂଲିଶ ଶିକ୍ଷା
ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ପିଲାଙ୍କୁ ସ୍ପୋକନ ଇଂଲିଶ ଶିକ୍ଷା ଦିଆଯିବ। ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ବୃଦ୍ଧି ସକାଶେ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଛାତ୍ରୀଛାତ୍ରମାନଙ୍କ ଆଧାର ସଂଯୋଗକୁ ମଧ୍ୟ ସୁନିଶ୍ଚିତ କରାଯିବ। ୩୦...
୨୦୩୦ ସୁଦ୍ଧା ଏଚ୍ଆଇଭି ମୁକ୍ତ ଓଡ଼ିଶା
ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଜନସାଧାରଣଙ୍କୁ ଏଚ୍ଆଇଭି ତଥା ଏଡ୍ସ ବିଷୟରେ ଅଧିକ ସଚେତନ କରିବାକୁ ଓଡ଼ିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି (ଓସାକ୍ସ) ଦ୍ୱାରା ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ୨୦୩୦ ସୁଦ୍ଧା ଏଚ୍ଆଇଭି ସଂକ୍ରମଣର ମୂଳୋତ୍ପାଟନ କରି ନିରନ୍ତର ବିକାଶ ଲକ୍ଷ୍ୟ...
ପାସପୋର୍ଟ ଅବଧି ସରିବା ପୂର୍ବରୁ ଆସିବ ଏସ୍ଏମ୍ଏସ୍
ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ପାର୍ସପୋର୍ଟଧାରୀ ଏଣିକି ନିଜ ପାର୍ସପୋର୍ଟର ନିର୍ଦ୍ଧାରିତ ଅବଧି ସରିବା ପୂର୍ବରୁ ଏସ୍ଏମ୍ଏସ୍ ମାଧ୍ୟମରେ ସୂଚନା ପାଇପାରିବେ। ପାସପୋର୍ଟ ଅବଧି ସରିବାର ୭ମାସ ଏବଂ ୯ମାସ ପୂର୍ବରୁ ଏହି ଏସ୍ଏମ୍ଏସ୍ ଦିଆଯିବ। ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ...
ଅନ୍ଲାଇନ୍ରେ ହୋଲ୍ଡିଂ ଟ୍ୟାକ୍ସ ପାଇଁ ୪ ହେଲ୍ପଡେସ୍କ ଖୋଲିଲା ବିଏମ୍ସି
ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ସହରାଞ୍ଚଳରେ ବାସ କରୁଥିବା ଲୋକେ ସେମାନଙ୍କ ସମ୍ପତ୍ତି (ହୋଲ୍ଡିଂ) ଟିକସ ଦେବାକୁ ଏନ୍ଏସି, ମ୍ୟୁନିସିପାଲିଟି କିମ୍ବା ମହାନଗର ନିଗମ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ ନାହିଁ। ଘରେ ବସି ଅନ୍ଲାଇନ ଜରିଆରେ ଟିକସ ପଇଠ କରିପାରିବେ। ରାଜ୍ୟର ୧୧୪...
Archives


