ମେଟ୍ରୋ

ବଳାତ୍କାର ମାମଲାରେ କ୍ୟାପିଟାଲ ଥାନା ଏସ୍‌ଆଇ ନିଲମ୍ବିତ

ଭୁବନେଶ୍ୱର,୮।୫(ବ୍ୟୁରୋ): କମିଶନରେଟ ପୋଲିରେ ଲାଗିଛି କଳଙ୍କର ଛିଟା। କ୍ୟାପିଟାଲ ଥାନାର କାର୍ଯ୍ୟରତ ଥିବା ଏସ୍‌ଆଇ ରାକେଶ ସାମଲ ନାମରେ ଆସିଛି ବଳାତ୍କାର ଅଭିଯୋଗ। ଏପରିକି ପୋଲିସର କ୍ଷମତା ପ୍ରଯୋଗ କରି ଯୁବତୀଙ୍କୁ ବାରମ୍ଭାର ବଳାତ୍କାର କରିବା ଓ ମୁଣ୍ଡରେ ବନ୍ଧୁକ ଲଗାଇ…

ଦ୍ୱିଗୁଣିତ କଲେ ସୁରଟ ଫେରନ୍ତା

ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମବଙ୍ଗ ପରେ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛନ୍ତି। ଏମାନଙ୍କ ପାଇଁ ୧୩ ଦିନ ଭିତରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଏପ୍ରିଲ୍‌ ୨୫ରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁଥିବାବେଳେ ମେ…

୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫(ବ୍ୟୁରୋ)-ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା…

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି: ଯୁକ୍ତ୩ ପରୀକ୍ଷାରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ପରାମର୍ଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରୀ କଲେଜର ଯୁକ୍ତ୩ ଶେଷ ତଥା ୬ଷ୍ଠ ସେମିଷ୍ଟର ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ। ଅଗଷ୍ଟ ୩୧ ସୁଦ୍ଧା ଫଳ ପ୍ରକାଶ ପାଇବ। ସେହିପରି ବିଶ୍ବବିଦ୍ୟାଳୟ ଓ…

କୋଭିଡ୍‌-୧୯ ମୁକାବିଲା: ୫୨୩୧ କୋଭିଡ୍‌ କୋଚ୍‌ ହସ୍ତାନ୍ତର କରିବ ରେଳପଥ

ଭୁବନେଶ୍ୱର,୮।୫(ବ୍ୟୁରୋ):ରେଳ ମନ୍ତ୍ରଣାଳୟ ପକ୍ଷରୁ ସମଗ୍ର ଦେଶରେ ୫୨୩୧ଟି କୋଚ୍‌କୁ କୋଭିଡ ଯତ୍ନ କେନ୍ଦ୍ରରେ ପରିଣତ କରାଯାଇଥିବାବେଳେ ଏହାକୁ ଖୁବ୍‌ଶୀଘ୍ର ରାଜ୍ୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବ। ବିଶେଷ ଲକ୍ଷଣ ନ ଥିବା କୋଭିଡ୍‌ ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଓ ସଙ୍ଗରୋଧ ଲାଗି ଏହି…

କରୋନା ମୁକାବିଲା : କ୍ୱାରାଣ୍ଟାଇନ୍‌ ଅବଧି ୨୧ ଦିନ ବଢ଼ାଇବାକୁ ପରାମର୍ଶ

ଭୁବନେଶ୍ୱର,୮ା୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ମୁକାବିଲା କ୍ଷେତ୍ରରେ ଓଡ଼ିଶା ସରକାର ବହୁ ଆଗୁଆ ପଦକ୍ଷେପ ନେଇଛନ୍ତି। ଫଳରେ ଓଡ଼ିଶା ସମଗ୍ର ଦକ୍ଷିଣ ଏସିଆରେ ଉଦାହରଣ ସୃଷ୍ଟି କରିଛି। ଏହା ଅନୁକରଣୀୟ ହୋଇପାରିଛି ବୋଲି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ପରାମର୍ଶଦାତା ତଥା ଭାରତୀୟ ଜନସ୍ବାସ୍ଥ୍ୟ ପ୍ରତିଷ୍ଠାନ(ପିଏଚ୍‌ଏଫ୍‌ଆଇ)ସଭାପତି…

CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ…

ପୃଥିବୀ ଏକ ବିରାଟ ପରିବର୍ତ୍ତନ ଆଡ଼କୁ ଅଗ୍ରସର ହେଉଛି

ଭୁବନେଶ୍ୱର, ୭।୫(ବ୍ୟୁରୋ): ଶୋଭନୀୟ ଆନ୍ଦୋଳନ ପକ୍ଷରୁ ଭୁବନେଶ୍ୱର ନୀଳାଦ୍ରୀବିହାରସ୍ଥିତ ବୁଦ୍ଧ ଜୟନ୍ତୀ ପାର୍କ ଓ ନିକଟସ୍ଥ କ୍ୟାପିଟାଲ ଶୋଭନୀୟ ଶିକ୍ଷାଶ୍ରମରେ ସାମାଜିକ ଦୂରତ୍ୱ ରକ୍ଷା କରି ଗୁରୁବାର ବୁଦ୍ଧ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ପାର୍କରେ ଥିବା ବୁଦ୍ଧଙ୍କ ପ୍ରତିମୂର୍ତ୍ତିରେ…

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାବୁ ଥିବା ଟ୍ରେନ୍‌ ବାତିଲ

ଭୁବନେଶ୍ୱର, ୭।୫(ବ୍ୟୁରୋ): ଓଡ଼ିଶା ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାକୁ ଥିବା ୩ଟି ଟ୍ରେନ୍‌କୁ ଗୁରୁବାର ବାତିଲ କରାଯାଇଛି। କରୋନା ନମୁନା ପରୀକ୍ଷା ବିନା କୌଣସି ବ୍ୟକ୍ତି ସୀମାରେ ପ୍ରବେଶ କରିପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହା…

ରଥ ନିର୍ମାଣକୁ କେନ୍ଦ୍ର ସରକାରଙ୍କ ଅନୁମତି: ରଥ ଖଳାରେ ଧାର୍ମିକ ସମାବେଶକୁ ବାରଣ

ଭୁବନେଶ୍ୱର, ୭।୫(ବ୍ୟୁରୋ): ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କରିବା ସକାଶେ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ରଥ ନିର୍ମାଣ କରିବା ପାଇଁ କେନ୍ଦ୍ର ସରକାର ଗୁରୁବାର ରାଜ୍ୟ ସରକାରଙ୍କୁ କେତେକ ସର୍ତ୍ତମୂଳକ ଭତ୍ତିରେ ଅନୁମତି ଦେଇଛନ୍ତି। ଏ…

CORONAVIRUS UPDATE: ଆଉ ୧୦ ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ସନ୍ଧ୍ୟାରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ୭ ଥିବାବେଳେ ଭୁବନେଶ୍ୱରର ୩ ଆକ୍ରାନ୍ତ ରହିଛନ୍ତି। ଭୁବନେଶ୍ୱରର ୩ ଆକ୍ରାନ୍ତଙ୍କ ଘର ମଞ୍ଚେଶ୍ୱର, ଭିଏସ୍‌ଏସ୍‌ ନଗର ଓ ସୂର୍ଯ୍ୟନଗର ଅଞ୍ଚଳରେ।…

ନୂଆ ୩ କରୋନା ପଜିଟିଭଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ୨ ସୁରଟ, ୧ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଚିହ୍ନଟ ହୋଇଥିବା ନୂତନ ୩ କରୋନା ପଜିଟିଭଙ୍କ ତଥ୍ୟ ଦେଇଛି ସ୍ବାସ୍ଥ୍ୟ ବିଭାଗ॥ ଏମାନଙ୍କ ମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବାବେଳେ ଅନ୍ୟ ୨ ଜଣ ବାଲେଶ୍ୱର ଜିଲାର। ଜଗତ୍‌ସିଂହପୁରର ଆକ୍ରାନ୍ତ ୭୦ ବର୍ଷୀୟ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?