ସୁରକ୍ଷା ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପରବିନ୍ଦର
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଞ୍ଜାବୀ ଯୁବକ ପରବିନ୍ଦର ପାଲ୍ ସିଂଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଓ ତାଙ୍କ ପଗଡ଼ିକୁ ଗୋଇଠାମାଡ଼ ଘଟଣାରେ ପୋଲିସର ପଦକ୍ଷେପକୁ ନେଇ ନାନା ଚର୍ଚ୍ଚା ଜାରି ରହିଛି। ଏନେଇ ନିଜେ ପରବିନ୍ଦର ମଧ୍ୟ ଅସନ୍ତୋଷ ବ୍ୟକ୍ତ କରିବା...
ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍ଆର୍ସି)ଙ୍କୁ ଭେଟିଛନ୍ତି। ପୂର୍ବତନ ଏମ୍ପି ପ୍ରଦୀପ ମାଝିଙ୍କ ନେତୃତ୍ୱରେ ଉକ୍ତ...
ଆଜି ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶୋକସଭା
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଶାସ୍ତ୍ରୀୟ ସଙ୍ଗୀତ ଜଗତର ମହାନ୍ କିମ୍ବଦନ୍ତୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ବୁଧବାର ସାରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଏକ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ ହେବ। ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ସଙ୍ଗୀତ ନାଟକ...
୪ ପଲିଥିନ ଫ୍ୟାକ୍ଟ୍ରିରେ ବିଏମ୍ସିର ଚଢ଼ାଉ
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ସରକାର ପଲିଥିନ ଓ ପ୍ଲାଷ୍ଟିକ୍ ବ୍ୟବହାର ଉପରେ କଟକଣା ଲଗାଇବା ସହ ଏହାର ଉପତ୍ାଦନକୁ ନିୟନ୍ତ୍ରିତ କରିବାରେ ପଦକ୍ଷେପ ନେଉଛନ୍ତି। ହେଲେ କେତେକ ପଲିଥିନ୍ ଫ୍ୟାକ୍ଟ୍ରି ବା କାରଖାନାରେ ଏବେ ବି ବେଆଇନ କାରବାର କରୁଥିବାର ଭୁବନେଶ୍ୱର ମହାନଗର ନିଗମ...
ତରୁଣକାନ୍ତି ମିଶ୍ର ପାଇଲେ ପ୍ରାଣନାଥ ସମ୍ମାନ
ଖୋର୍ଦ୍ଧା ଅଫିସ,୨୯।୧ :ଖୋର୍ଦ୍ଧାର ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୧ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି...
ଖୋଜିଲେ ମିଳୁନି ଐତିହ୍ୟ ରାଜନଅର
ପୁରୁଣା ଭୁବନେଶ୍ୱର,୨୯।୧ (ଡି.ଏନ୍.ଏ.):ଓଡ଼ିଶା ପର୍ଯ୍ୟଟନ ବିଭାଗ ଅଧୀନରେ ଥିବା ତଥା ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ସୂଚୀ ୧୫୨ରେ ସ୍ଥାନ ପାଇଥିବା ପୁରୁଣା ଭୁବନେଶ୍ୱରର ଐତିହ୍ୟ ରାଜନଅର ନିଜର ସ୍ଥିତି ହରାଇଛି। ଜବର ଦଖଲ ସହ କାଳକ୍ରମେ ଅବକ୍ଷୟ କାରଣରୁ ମାଟିରେ ମିଶି...
ଆରମ୍ଭ ହେଲା ପଦୋନ୍ନତି ଅଦାଲତ
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଦୋନ୍ନତି ପାଇବାକୁ ଆଶା ରଖିଥିବା କର୍ମଚାରୀମାନଙ୍କର ମଙ୍ଗଳବାର ଠାରୁ ପଦୋନ୍ନତି ଅଦାଲତରେ ଶୁଣାଣି ଆରମ୍ଭ ହୋଇଛି। ପୂର୍ବ ଘୋଷଣା ମୁତାବକ ୬ଟି ସ୍ଥାନରେ ଆବେଦନଗୁଡ଼ିକର ଶୁଣାଣି ହୋଇଥିଲା। ପ୍ରଥମ ଦିବସରେ ୪୦୨ ଆବଦେନର ଶୁଣାଣି କରାଯାଇଛି। ଏନେଇ ଆବଶ୍ୟକ...
୮ ଓଏଏସ୍ ଅଫିସରଙ୍କ ପଦୋନ୍ନତିକୁ ମୋହର
ଭୁବନେଶ୍ୱର, ୨୯।୧ (ବ୍ୟୁରୋ): ଆଇଏଏସ୍ ଅଫିସର ପାହ୍ୟାକୁ ପଦୋନ୍ନତି ଦେବାକୁ ରାଜ୍ୟ ସରକାର ୮ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ସେମାନେ ହେଲେ ମୁରଲୀଧର ବାରିକ, ସୁଶାନ୍ତ କୁମାର ବାରିକ, ଉମାକାନ୍ତ ତ୍ରିପାଠୀ, ବିଷ୍ଣୁ ପ୍ରସାଦ ମିଶ୍ର,...
ବିକେଏମ୍ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା
ଭୁବନେଶ୍ୱର,୨୯।୧ (ବ୍ୟୁରୋ):ସିଏଏ, ଡିଏନ୍ଏ ଭିତ୍ତିକ ଏନ୍ଆର୍ସି, ଇଭିଏମ୍ ଓ ଏନ୍ଆର୍ପିକୁ ବିରୋଧ କରିଛି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍)। କେନ୍ଦ୍ର ସରକାରଙ୍କ ଏହିସବୁକୁ ହଟାଇବାକୁ ଦାବି କରି ମୋର୍ଚ୍ଚା ପକ୍ଷରୁ ବୁଧବାର ସକାଳ ୬ରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା...
ଜେଲ୍ରେ ପୂରାଇଥିବା ଦୁଇ ଝିଅଙ୍କୁ କାଢ଼: ଲେଖାଶ୍ରୀ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାନୁୟାରୀ ୨୬ତାରିଖ ଦିନ ଦୁଇ ଆଦିବାସୀ ଝିଅ ଦମୟନ୍ତୀ ଓ ପାର୍ବତୀଙ୍କୁ ରାଜ୍ୟ ସରକାର ପୋଲିସ ଲଗାଇ ପରେଡ୍ ଗ୍ରାଉଣ୍ଡରୁ ଉଠାଇ ନେଇଛନ୍ତି। ସେମାନଙ୍କୁ ଗିରଫ କରିବା ସହିତ ଦୁଇଜଣଙ୍କ ବିରୋଧରେ ୩୦୭ ସମେତ ୯ଟି ଆପରାଧିକ ଦଫା...
ଓଡ଼ିଶା ପ୍ରଜ୍ଞାପନ ମେଢ଼ ପୁରସ୍କୃତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୮ା୧(ବ୍ୟୁରୋ)- ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଓଡ଼ିଶାକୁ ସଫଳତା ମିଳିଛି। ପରେଡ଼ରେ ସାରା ଦେଶରୁ ସାମିଲ୍ ହୋଇଥିବା ୨୨ ପ୍ରଜ୍ଞାପନ ମେଢ଼ ମଧ୍ୟରେ ଓଡ଼ିଶା ଦ୍ୱିତୀୟ ହୋଇଛି। ମଙ୍ଗଳବାର ରାଷ୍ଟ୍ରୀୟ ରଙ୍ଗଶାଳା ଶିବିରରେ କେନ୍ଦ୍ର ପ୍ରତିରକ୍ଷା...
ଖୁବ୍ଶୀଘ୍ର ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ୍ର ୨ୟ କ୍ୟାମ୍ପସ୍: ମନ୍ତ୍ରୀ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଖୁବ୍ଶୀଘ୍ର କଟକସ୍ଥ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲର ୨ୟ କ୍ୟାମ୍ପସ୍ ନିର୍ମାଣ କରାଯିବ। ଏନେଇ ମଙ୍ଗଳବାର ଗଭର୍ନିଂ ବଡି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ହସ୍ପିଟାଲକୁ ୪୨୫ ବେଡ୍ ବିଶିଷ୍ଟ କରାଯିବ। ନୂଆ...
Archives


