CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଲା
ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଜଗତ୍ସିଂହପୁରର ହୋଇଥିବା ବେଳେ ଅନ୍ୟ ୨ ଜଣ ବାଲେଶ୍ୱର ଜିଲାର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ଅଧିକ ଟେଷ୍ଟ କଲେ ଅଧିକ ପଜିଟିଭ୍ ଆସିବ; ଭୟଭୀତ ହୁଅନ୍ତୁ ନାହିଁ: ଶାଳିନୀ ପଣ୍ଡିତ
ଭୁବନେଶ୍ୱର,୭।୫(ବ୍ୟୁରୋ): ଅଧିକ ଟେଷ୍ଟ ହେଲେ ଅଧିକ ପଜିଟିଭ୍ ମାମଲା ଆସିବ। ଏନେଇ ଏନ୍ଏଚ୍ଏମ୍ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଗୁରୁବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨ ମାସ ତଳେ କେବଳ ଆର୍ଏମ୍ଆର୍ସିରେ ଦିନକୁ ୧୦ଟି ଟେଷ୍ଟ ହେଉଥିଲା। ମାସକ ତଳେ ୨୫୦,୧୫…
କମିଶନରେଟ ପୋଲିସର ସୋସିଆଲ ଡିଷ୍ଟାନ୍ସ ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍, ବଜାର ଅଞ୍ଚଳରେ ବୁଲିବ
ଭୁବନେଶ୍ୱର,୭।୫(ବ୍ୟୁରୋ): କରୋନାର ମୁକାବିଲା ନିମନ୍ତେ ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ସେହିଭଳି ୩ୟ ପର୍ଯ୍ୟାୟ ଲକ୍ଡାଉନ୍ରେ ଖୋଲିଥିବା ଦୋକାନ ଗୁଡ଼ିକରେ ବିଭିନ୍ନ ବ୍ୟବସ୍ଥା କରିବାକୁ ସଚେତନ କରାଯାଉଛି। ଏହି କ୍ରମରେ କମିଶନରେଟ ପୋଲିସ ପକ୍ଷରୁ…
୧୪ ଦିନରୁ ୨୧ ଦିନ ବଢ଼ିପାରେ କ୍ୱାରାଣ୍ଟାଇନ ଅବଧି
ଭୁବନେଶ୍ୱର,୭।୫(ବ୍ୟୁରୋ): ବଢ଼ିପାରେ ପ୍ରବାସୀମାନଙ୍କ କ୍ୱାରାଣ୍ଟାଇନ୍ ଅବଧି। ପୂର୍ବ ନିର୍ଦ୍ଧାରିତ ୧୪ ଦିନର ଅବଧିକୁ ୨୧ ଦିନକୁ ବଢ଼ାଇବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ପରାମର୍ଶଦାତା କେ. ଶ୍ରୀନାଥ ରେଡ୍ଡୀ ଗୁରୁବାର ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍ଫରେନ୍ସିଂରେ ଆୟୋଜିତ ସମୀକ୍ଷା ବୈଠକରେ…
ରେଜିଷ୍ଟ୍ରେଶନ୍ ନ କରି ଫେରୁଛନ୍ତି ପ୍ରବାସୀ: ଏସ୍ଓପିରେ ସଂଶୋଧନ
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟ ସରକାର ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀଙ୍କୁ ଫେରାଇ ଆଣିବା ଲାଗି ବିଭିନ୍ନ ବ୍ୟବସ୍ଥା କରିଛନ୍ତି। ସ୍ବତନ୍ତ୍ର ଅନ୍ଲାଇନ୍ ରେଜିଷ୍ଟ୍ରେଶନ୍ ସହ ବସ୍ ଏବଂ ଟ୍ରେନ୍ଯୋଗେ ସେମାନଙ୍କୁ ଅଣାଯାଉଛି। ଏସବୁ ସତ୍ତ୍ୱେ କିଛି ଶ୍ରମିକ ବିନା ରେଜିଷ୍ଟ୍ରେଶନରେ ବସ୍…
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୨ରେ ପହଞ୍ଚିଲା
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ବୋଲି ଜଣାପଡ଼ିଛିି। ତେବେ ତାଙ୍କୁ ମିଶାଇ ରାଜ୍ୟରେ ୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
୫ ଦିନ ଯାଏ ସାରା ଓଡ଼ିଶାରେ ବର୍ଷା
ଭୁବନେଶ୍ୱର,୭ା୫ (ବ୍ୟୁରୋ): ପୂର୍ବ ବିହାର, ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଟ୍ରପ ଲାଇନ ରହିଛି। ଏଥିସହିତ ବିଦର୍ଭ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂପୃଷ୍ଠରୁ ୦.୯ କିମି ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର…
ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୭ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ବିଶ୍ୱ ଊର୍ଜା ବିଶେଷଭାବେ ତୈଳ ଏବଂ ଗ୍ୟାସ ଉପରେ ପ୍ରଭାବ ପକାଇଛି। ତେଣୁ ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ପାଇଁ ଭାରତ ଓ ରୁଷିଆ ମଧ୍ୟରେ ଆଲୋଚନା ହୋଇଛି। ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରୁଷିଆର…
ସପ୍ତାହେ ମଧ୍ୟରେ ଚୂଡ଼ାନ୍ତ ହେବ ମାଟ୍ରିକ ଖାତା ମୂଲ୍ୟାୟନ ତାରିଖ
ଭୁବନେଶ୍ୱର, ୭ା୫(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ସବୁ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟତଃ ଶିକ୍ଷା କ୍ଷେତ୍ରକୁ ମଧ୍ୟ କରୋନା ବ୍ୟାପକ ଭାବେ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇପାରି ନାହିଁ। ଯୁକ୍ତ୨ ପିଲାଙ୍କ ପରୀକ୍ଷା ସମ୍ପୂର୍ଣ୍ଣ ହୋଇପାରି ନ…
ଲିଙ୍କ୍ରୁ ଡାଉନ୍ଲୋଡ୍ ନ କରିବାକୁ ପରାମର୍ଶ
ଭୁବନେଶ୍ୱର,୭ା୫ (ବ୍ୟୁରୋ): କରୋନା ସଂକ୍ରମିତଙ୍କ ଟେଷ୍ଟକୁ ସରଳ କରିବା ପାଇଁ କେନ୍ଦ୍ର ସରକାର ‘ଆରୋଗ୍ୟ ସେତୁ ଆପ୍’ ତିଆରି କରିଛନ୍ତି। ଏହି ଆପ ଜରିଆରେ ଜଣେ ନାଗରିକ କରୋନା ଲକ୍ଷଣ ଅଛି କି ନାହିଁ ପରୀକ୍ଷା କରି ନିଜେ ଜାଣିପାରିବ। ବର୍ତ୍ତମାନ…
ଜୋର୍ ଧରୁଛି ‘ଜଷ୍ଟିସ୍ ଫର୍ ଏପ୍ରିଲ୍’ କ୍ୟାମ୍ପେନ୍
ଭୁବନେଶ୍ୱର,୭ା୫(ବ୍ୟୁରୋ): ଲକ୍ଡାଉନ୍ରେ ବିଭିନ୍ନ ସ୍ଥାନରେ ହତ୍ୟା ଓ ଆକ୍ରମଣ ଶିକାର ହେଉଛନ୍ତି ବୁଲା ଜୀବଜନ୍ତୁ। ଗତ ଏପ୍ରିଲ୍ ମାସରେ ଭୁବନେଶ୍ୱରରେ ଏପ୍ରିଲ ନାମକ ଏକ କୁକୁର ଓ ତା’ ପେଟରେ ଥିବା ଛୁଆକୁ ପିଟି ପିଟି ହତ୍ୟା କରାଯାଇଥିଲା। ଏପରି ନିଷ୍ଠୁରତା…
ମାର୍ଚ୍ଚରେ ଉପକୃତ ହୋଇଛନ୍ତି ୧ଲକ୍ଷ ସଂସ୍ଥା
ଭୁବନେଶ୍ୱର,୭ା୫(ବ୍ୟୁରୋ): ମହାମାରୀ କରୋନା ବେଳେ କ୍ଷୁଦ୍ର ବେସରକାରୀ ସଂସ୍ଥାଗୁଡ଼ିକରେ କାମ କରୁଥିବା ସ୍ବଳ୍ପ ବେତନଧାରୀ କର୍ମଚାରୀଙ୍କ ଆର୍ଥିକ ଉନ୍ନତି ନିମନ୍ତେ ଭାରତ ସରକାରଙ୍କ ଶ୍ରମ ମନ୍ତ୍ରାଳୟ ତରଫରୁ ଆରମ୍ଭ କରାଯାଇଛି ‘ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା’। ଏହି ଯୋଜନା ଅଧୀନରେ ମାର୍ଚ୍ଚ…

