ମେଟ୍ରୋ

CORONAVIRUS UPDATE: ମୟୁରଭଞ୍ଜ ଛୁଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୦୦ ଟପିଲା

ଭୁବନେଶ୍ୱର,୭।୫:(ବ୍ୟୁରୋ): ରାଜ୍ୟରେ ଆଉ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଗୁରୁବାର ନୂଆ ଚିହ୍ନଟ ହୋଇଥିବା ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲା ଓ ୩ଜଣ ମୟୁରଭଞ୍ଜ ଜିଲାର…

ଆପାତକାଳିନ ସେବା ଦେବେ ବିଡିଏ କର୍ମଚାରୀ: ଗୁରୁବାରଠୁ ଯୋଗଦେବେ ସବୁ କର୍ମଚାରୀ

ଭୁବନେଶ୍ୱର, ୬।୪(ବ୍ୟୁରୋ): ଭୁବନେଶ୍ୱରରେ ବିଏମ୍‌ସି କର୍ମଚାରୀ ଯେପରି ଆପତାକଳୀନ ସେବା ଯୋଗାଉଛନ୍ତି, ବିଡିଏ କର୍ମଚାରୀମାନେ ମଧ୍ୟ ଆପାତକାଳିନ ସେବା ଯୋଗାଇବେ। ସମସ୍ତ କର୍ମଚାରୀ ଗୁରୁବାର ଅର୍ଥାତ ଆସନ୍ତାକାଲିଠାରୁ ବିଡିଏ କାର୍ଯ୍ୟାଳୟରେ ଯୋଗଦେବା ସହ ଫୁଲ୍‌ ଟାଇମ୍‌ ଡ୍ୟୁଟି କରିବେ। କରୋନା ମୁକାବିଲା…

ଜୁନ୍‌ ୨୦ ପରେ ଯୁକ୍ତ୩, ଅଗଷ୍ଟ ୨୦ ସୁଦ୍ଧା ସରିବ ପିଜି ପରୀକ୍ଷା

ଭୁବନେଶ୍ୱର, ୬।୫(ବ୍ୟୁରୋ): ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଯୁକ୍ତ୩ ମହାବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଶେଷବର୍ଷ ପରୀକ୍ଷା ଜୁନ୍‌ ୨୦ ପରେ ଆରମ୍ଭ ହେବ। ଜୁଲାଇ ୨୪ ସୁଦ୍ଧା ପରୀକ୍ଷା ଶେଷ ହେବ ଓ ଅଗଷ୍ଟ ୩୧ ସୁଦ୍ଧା…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ସଂଖ୍ୟା ପହଞ୍ଚିଲା ୧୭୮

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଅପରାହ୍ନରେ ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ରଥ ଆଶା ଛାଡ଼ିଲେ ମହାରଣା ସେବକ

ପୁରୀ ଅଫିସ, ୬।୫: କରୋନା ପାଇଁ ଏଥର ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ରଥ ଅନୁକୂଳ ପରଠାରୁ ଇତିମଧ୍ୟରେ ୧୧ ଦିନ ବିତିଗଲାଣି। ହେଲେ ଏ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ। ରଥ…

ଦୈତ ନଗରୀରେ କଡ଼ା କଟକଣା: ଅଯଥା ଯାତାୟାତ ରୋକିବାକୁ ନିଆଗଲା ପଦକ୍ଷେପ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳ କଟକରୁ ଜଣେ ପଜିଟିଭି ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ଆଶଙ୍କାକୁ ଏଡ଼ାଇବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଟୁଇନ୍‌ ସିଟିରେ ଅଯଥା…

ଝୁଲି ରହିଛି ୩ କଏଦୀଙ୍କ ଓଡ଼ିଶା ସ୍ଥାନାନ୍ତର ନିଷ୍ପତ୍ତି

ତ୍ରିନାଥ ମହାନ୍ତି ଭୁବନେଶ୍ୱର, ୬ା୫(ବ୍ୟୁରୋ): କେତେକ ମାମଲାରେ ୩ଜଣ ଓଡ଼ିଆ କଏଦୀ ଏବେ ତାମିଲନାଡୁ ଜେଲରେ ଅଛନ୍ତି। ସେମାନେ ଓଡ଼ିଶା ସ୍ଥାନାନ୍ତର ପାଇଁ ବାରମ୍ବାର ଆବେଦନ କରି ନିରାଶ ହୋଇଛନ୍ତି। ଏପଟେ ଦୁଇବର୍ଷ ହେବ ଓଡ଼ିଶା ଜେଲ ବିଭାଗ ପକ୍ଷରୁ ତାମିଲ୍‌ନାଡୁ…

କରୋନା ଯୁଦ୍ଧରେ ଟେକ୍ନୋଲୋଜି ଅସ୍ତ୍ର

ସସ୍ମିତା ପାଇକରାୟ ଭୁବନେଶ୍ୱର,୬ା୫(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶା ଦେଶରେ ରୋଲ୍‌ ମଡେଲ ସାଜିଛି। ଯୁଦ୍ଧ ଜିତିବାକୁ ରାଜ୍ୟ ସରକାର ଟେକ୍ନୋଲୋଜି ବା ବୈଷୟିକ ଜ୍ଞାନ କୌଶଳକୁ ଅସ୍ତ୍ର କରିଛନ୍ତି। ଆଗୁଆ ଯୋଜନା ଓ କଟକଣାକୁ ସଫଳ ଭାବେ କାର୍ଯ୍ୟକାରୀ କରିବାରେ…

ଆଜିଠାରୁ ରବି ଧାନ ସଂଗ୍ରହ

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ରବି ଧାନ ଅମଳ ୪୦ ପ୍ରତିଶତ ଶେଷ ହୋଇଛି। ବୁଧବାରଠାରୁ ରାଜ୍ୟର ୧୭ଟି ଜିଲାରେ ରବି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ମୁଗ, ବିରି, କୋଳଥ,ଚଣା ଆଦି ଡାଲିଜାତୀୟ ଏବଂ ତୈଳବୀଜ ଫସଲ କ୍ରୟ ପ୍ରକ୍ରିୟା ମଧ୍ୟ…

ମଦ କାରବାର: ଜିଲାପାଳଙ୍କ ପଲା ଭାରି

ଭୁବନେଶ୍ୱର, ୬ା୫(ବ୍ୟୁରୋ): ରାଜ୍ୟର ମଦ ଦୋକାନ ଖୋଲିବା ନେଇ ଦ୍ୱନ୍ଦ୍ୱ ଏ ପର୍ଯ୍ୟନ୍ତ ଦୂର ହୋଇପାରୁନାହିଁ। ଗତ ୧ ତାରିଖରେ ଦେଶର ସମସ୍ତ ଗ୍ରୀନ ଜୋନ୍‌ ଅଞ୍ଚଳରେ ମଦ ଦୋକାନ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଥିଲେ। ହେଲେ ଓଡ଼ିଶାରେ ଏପର୍ଯ୍ୟନ୍ତ…

କେତେ କୃତଘ୍ନ ହେବା

ଭୁବନେଶ୍ୱର, ୬।୫ (ଜିତେନ୍ଦ୍ର କୁମାର ନାୟକ): କରୋନା ଭାଇରସ୍‌ ସଂକ୍ରମଣରୁ ଦେଶକୁ ରକ୍ଷାକରିବା ପାଇଁ ଲକ୍‌ଡାଉନ୍‌ ଅବଧିକୁ ମେ’ ୧୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କିଛିଦିନ ହେବ କୁହାଯାଇଆସୁଛି ଯେ, ଚଳିତ ମାସ ଶେଷ ଆଡ଼କୁ ସଂକ୍ରମଣ ସ୍ତର ବୃଦ୍ଧି ପାଇବ।…

ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?