ଝାରସୁଗୁଡ଼ାରୁ କୋଲକାତା ଉଡ଼ିଲା ବିମାନ
ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର କୋଲକାତାକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍ ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହୋଇଛି। ବିମାନଟି କୋଲକାତାରୁ ପୂର୍ବାହ୍ନ ୧୧ଟା ୪୫ରୁ ଛାଡ଼ି ଝାରସୁଗୁଡ଼ାରେ...
ଆଜିଠୁ ପ୍ରଥମ ପର୍ଯ୍ୟାୟ ପଦୋନ୍ନତି ଅଦାଲତ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜ୍ୟରେ ସରକାରୀ କର୍ମଚାରୀଙ୍କ ପଦୋନ୍ନତି ବ୍ୟବସ୍ଥାରେ ସ୍ବଚ୍ଛତା ଏବଂ ସମୟାନୁବର୍ତ୍ତିତା ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି। ଗତବର୍ଷ ଡିସେମ୍ବର ଶେଷସୁଦ୍ଧା ଉଭୟ ବରିଷ୍ଠ ଏବଂ କନିଷ୍ଠ ପ୍ରଶାସନରେ ପଦୋନ୍ନତି କରାଯାଇଥିଲା। ଏପରିକି କିଛିଦିନ ତଳେ ପଦୋନ୍ନତି ପାଇଁ...
ଦୁଇ ଦିନ ପ୍ରବଳ କୁହୁଡ଼ି:ଫେବୃୟାରୀ ୧ରେ ବର୍ଷା
ଭୁବନେଶ୍ୱର,୨୮।୧(ବ୍ୟୁରୋ):ଗତ ଦୁଇଦିନ ରାଜ୍ୟରେ ଥଣ୍ଡା ସାମାନ୍ୟ ବୃଦ୍ଧି ପାଇଛି। ରାତ୍ରିର ତାପମାତ୍ରା ୩ରୁ ୪ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ଦୁଇଦିନ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ହୋଇଛି। ଉପକୂଳବର୍ତ୍ତୀ ଜିଲା କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା,...
ଆଜି ବିଜେଡି ସଂସଦୀୟ ଦଳ ବୈଠକ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଚଳିତ ମାସ ୨୯ରେ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ବିଜେଡିର କ’ଣ ରଣନୀତି ରହିବ, ସେ ନେଇ ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହେବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ...
ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ
ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ। ଭୋପାଳକୁ ପରୀକ୍ଷା ପାଇଁ ପଠାଯାଇଥିବା ନମୁନାରୁ ଏହା ସ୍ପଷ୍ଟ ହେବା ପରେ ଆତଙ୍କ ଖେଳିଯାଇଛି। ଗତ ଦୁଇଦିନ ହେବ ଏହି ଫାର୍ମରେ ଅନେକ...
ଏକାମ୍ର ଯୋଜନା ପାଇଁ ସହାୟତା ପ୍ୟାକେଜ
ଭୁବନେଶ୍ୱର, ୨୮।୧ (ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ବିକାଶ ପରେ ରାଜ୍ୟ ସରକାର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି। ଏକାଦଶ ଶତାବ୍ଦୀର ଏହି ଅନନ୍ୟ କୀର୍ତ୍ତିର ପାରିପାର୍ଶ୍ୱିକ ଉନ୍ନତି, ସୌନ୍ଦର୍ଯ୍ୟକରଣ ପାଇଁ ଏକାମ୍ର ଯୋଜନା ଆରମ୍ଭ...
କରୋନା ଲାଗି ଭୁବନେଶ୍ୱର ବିମାନ ବନ୍ଦରରେ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ସୋମବାର ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବିଦେଶରୁ ମୁଖ୍ୟତଃ ଚାଇନାରୁ ଆସୁଥିବା ଯାତ୍ରୀଙ୍କଠାରେ ଥଣ୍ଡା, ଜ୍ୱର, କାଶ, ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ ଭଳି ସଂକ୍ରମଣ ଲକ୍ଷଣ ଦେଖାଗଲେ...
କରୋନା ଭୂତାଣୁ ଆତଙ୍କ; ଭୟଭୀତ ହୁଅନ୍ତୁ ନାହିଁ : ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତ ଥିବାବେଳେ କେହି ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ରାଜ୍ୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଷ୍ଟ୍ର...
ପୁଣି ଥରାଇବ ଶୀତ, ଦୁଇଦିନ ମଧ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୭।୧(ବ୍ୟୁରୋ): ଆସନ୍ତା ଦୁଇଦିନ ମଧ୍ୟରେ ପୁଣି ଶୀତ ବଢ଼ିବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ୨୮ ଓ ୨୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ...
ଦିଲ୍ଲୀ ରାଜପଥରେ ୭୧ତମ ସାଧାରଣତନ୍ତ୍ର ଦିବସ: ଗଡ଼ିଲା ଓଡ଼ିଶାର ରୁକୁଣା ରଥର ପ୍ରଜ୍ଞାପନ ମେଢ଼
ପୁରୁଣା ଭୁବନେଶ୍ୱର, ୨୬। ୧ (ଡି.ଏନ.ଏ.): ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ ଓଡ଼ିଶାର ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ପ୍ରଜ୍ଞାପନ ମେଢ ରବିବାର ଗଡିଛି। ୪୦ ଫୁଟିଆ ଟ୍ରଲରରେ ଶ୍ରୀଲିଙ୍ଗରାଜ ମନ୍ଦିର, ନାଟ ମଣ୍ଡପ,...
ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍ ରବିବାର ମହାତ୍ମାଗାନ୍ଧି ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଛନ୍ତି। ପ୍ରଥମ ଥର ପାଇଁ ଏହି ଉତ୍ସବରେ...
ଧରିତ୍ରୀ ପ୍ରଭାବ: ଆଜି ବ୍ରହ୍ମାନନ୍ଦଙ୍କ ଧାନ କିଣିବେ ସରକାର; ଟୁଇଟ୍ ଯୋଗେ ସୂଚନା ଦେଲେ ମନ୍ତ୍ରୀ
ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବାଘମାରୀ ଗାଁର ଚାଷୀ ବ୍ରହ୍ମାନନ୍ଦ ଦାଶଙ୍କ ଧାନ କିଣା ହେଉ ନ ଥିଲା। ଚାଷ କାର୍ଯ୍ୟ ପାଇଁ ସେ ଋଣ କରିବା ସହ ସୁଧ ଗଣୁଥିଲେ। ଏପରି କି ଧାନ...
Archives


