ମେଟ୍ରୋ

ଜେଇଇ, ଏନ୍‌ଇଇଟି ପାଇଁ ତାରିଖ ଘୋଷଣା: ହେବନି ସିବିଏସ୍‌ଇ ୧୦ମ ପରୀକ୍ଷା

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦେଶରେ ବ୍ୟାପୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜେଇଇ ମେନ୍‌ ଓ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି ୟୁଜି ୨୦୨୦) ନେଇ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଗତ ଏପ୍ରିଲ୍‌ରେ ଅନୁଷ୍ଠିତ ହେବାକୁ ଥିବା ଜେଇଇ ମେନ୍‌…

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭

ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ ତରଫରୁ…

CORONAVIRUS UPDATE: ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୬।୫:(ବ୍ୟୁରୋ)- ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ୭୭ ବର୍ଷୀୟ ମଧୁସୂଦନନଗର, ଭୁବନେଶ୍ୱର ବାସିନ୍ଦା ଯିଏକି କିଛିଦିନ ଧରି କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ, ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଏହା ଦ୍ଵିତୀୟ କରୋନା…

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬

ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ୫୮ ବର୍ଷୀୟ ବ୍ୟକ୍ତି ଯାଜପୁର ଜିଲାର ଏବଂ ସେ କୋଲକାତା ଫେରନ୍ତା ବୋଲି…

୬ କରୋନା ପଜିଟିଭ୍‌ଙ୍କ ସମ୍ପର୍କରେ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ୧୦୩ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ୪ ଜଣ

ଭୁବନେଶ୍ୱର,୫।୫(ବ୍ୟୁରୋ)-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ୧୦୩, ୧୧୨, ୧୧୩, ୧୧୪, ୧୧୫, ୧୬୩ ନଂ କରୋନା ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ପ୍ରଦାନ କରାଯାଇଛି। ୬ ଜଣଙ୍କ ଘର ସୁନ୍ଦରଗଡ଼ ଜିଲା ରାଉରକେଲାରେ ବୋଲି କୁହାଯାଇଛି। ୧୦୩…

ବିଦେଶରୁ ଫେରିବେ ଓଡ଼ିଆ: ଜାରି ହେଲା ନୂଆ ଗାଇଡ୍‌ଲାଇନ୍‌; ରେଜିଷ୍ଟ୍ରେଶନ୍‌ ସହ ଟେଷ୍ଟିଂ ବାଧ୍ୟତାମୂଳକ

ଭୁବନେଶ୍ୱର,୫।୫(ବ୍ୟୁରୋ): ଆଗାମୀ ଦିନରେ ବିଦେଶରୁ ବହୁ ଓଡ଼ିଆ ଫେରିବାର ସମ୍ଭାବନା ରହିଛି। ଏହାକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ଆସିବା ପୂର୍ବରୁ ସେମାନଙ୍କ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ। ଏଥିସହ ଟେଷ୍ଟିଂ ଓ ସଂଗରୋଧ ବାଧ୍ୟତାମୂଳକ…

ମିଶନ ଶକ୍ତି ମହିଳାଙ୍କୁ ମିଳିବ ମିଲ୍‌ ପିଛା ୨ ଟଙ୍କା ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲା ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆ ଘୋଷଣା କରିଛନ୍ତି। ପ୍ରବାସୀମାନଙ୍କ ଆଗମନକୁ ଦୃଷ୍ଟିରେ ରଖି ଆଗକୁ ଦୈନିକ ୧୫ହଜାର ଲୋକଙ୍କ ନମୁନା ପରୀକ୍ଷା ପାଇଁ ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତିି। ସେହିଭଳି ଗ୍ରୀନ୍‌ ଜୋନ୍‌ରେ…

CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି: ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ଜଣଙ୍କ ଗଞ୍ଜାମର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଗଞ୍ଜାମରେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ…

୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୫ (ବ୍ୟୁରୋ): ମେ ଶେଷ ହେଲା। ଖରାଦିନିଆ ଝାଞ୍ଜି ନାହିଁ କି ଦେହ ଜଳିପୋଡ଼ି ଗଲାଭଳି ତାତି ନାହିଁ। ପୂର୍ବାହ୍ନରେ ସାମାନ୍ୟ ଗରମ ହେଲେ ମଧ୍ୟ ଅପରାହ୍ନରେ ଝଡ଼ବର୍ଷା ପରିବେଶକୁ ଶୀତଳତାରେ ଭରି ଦେଉଛି। ଚଳିତ ବର୍ଷ ଏଭଳି ପାଗ ରହିିବ।…

ଫେରୁଥିବା ରାଜ୍ୟରୁ ଅନୁମତି ଆଣିବା ବାଧ୍ୟତାମୂଳକ

ଭୁବନେଶ୍ୱର,୫ା୫(ବ୍ୟୁରୋ): ଯେଉଁ ରାଜ୍ୟରୁ ଲୋକମାନେ ଓଡ଼ିଶାକୁ ଫେରୁଛନ୍ତି ସେଠାରୁ ସେମାନେ ଅନୁମତିପତ୍ର ଆଣିବା ସହିତ ଯାନବାହନର ସମ୍ପୂର୍ଣ୍ଣ ବିବରଣୀ ରାଜ୍ୟ ସରକାରଙ୍କ କୋଭିଡ୍‌ ପୋର୍ଟାଲରେ ପଞ୍ଜୀକରଣ କରିବା ବାଧ୍ୟତାମୂଳକ କରାଯାଇଛି। ସୋମବାର ଗୀତଗୋବିନ୍ଦ ସଦନଠାରେ ଆୟୋଜିତ କୋଭିଡ୍‌-୧୯ ସମ୍ପର୍କିତ ଖବରଦାତା ସମ୍ମିଳନୀରେ…

କେରଳରେ ଓଡ଼ିଆ ମହିଳା ଶ୍ରମିକ ନିର୍ଯାତିତ

ଭୁବନେଶ୍ୱର, ୫।୫ (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ: କରୋନା କଟକଣା ପାଇଁ କେରଳରେ ଫସି ରହିଥିବା କେନ୍ଦ୍ରାପଡ଼ାର ୧ହଜାରରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଏବେ ନାନା ନିର୍ଯାତନାର ଶିକାର ହେଉଛନ୍ତି। ଏମାନେ ଏକ କପଡ଼ା କମ୍ପାନୀରେ ଦୁଇଦିନ ହେବ ଭୋକ ଉପାସରେ ପଡ଼ିରହି…

ମଦ ବିକ୍ରି: ଅମଙ୍ଗ କାହିଁକି

ଜ୍ୟୋତିରଞ୍ଜନ ମହାପାତ୍ର, ଭୁବନେଶ୍ୱର,୫।୫(ବ୍ୟୁରୋ): ସରକାରୀ ଲାଇସେନ୍ସଧାରୀ ମଦ ଦୋକାନୀମାନେ ମଦ ବିକ୍ରି କରିବାର ଅବଧିକୁ ବଢ଼ାଇବାକୁ ସରକାରଙ୍କୁ ଅନୁରୋଧ କରିବା ସହ ଅନେକେ ବର୍ତ୍ତମାନ ବିକ୍ରି ପାଇଁ ଅମଙ୍ଗ ହେଉଛନ୍ତି, ଯାହାକୁ ନେଇ ଜନସାଧାରଣ ତଥା ବୁଦ୍ଧୀଜୀବୀ ମହଲରେ ଭିନ୍ନ ମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?