ମେଟ୍ରୋ

ବିଶୃଙ୍ଖଳିତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୧୭ ତାରିଖ ଯାଏ ଲକ୍‌ଡାଉନରେ ରହିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରାଜ୍ୟ…

ଚିନ୍ତା ବଢ଼ାଉଛି ଯାଜପୁର ଜିଲା

ଭୁବନେଶ୍ୱର, (ବ୍ୟୁରୋ)/ଯାଜପୁର ଅଫିସ୍‌, ୫ା୫: ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଉଛି ଯାଜପୁର ଜିଲା। ଏହି ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତାହା ପୁଣି ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ହେଉଛି। ସୋମବାର ରାଜ୍ୟରେ ୭ଜଣ ସଂକ୍ରମିତ ଚିହ୍ନଟ…

ପ୍ରବାସୀ ଶ୍ରମିକଙ୍କ ଫେରିବା ଖର୍ଚ୍ଚ ବହନ କରିବାକୁ ସୁଯୋଗ ଦିଅ

ଭୁବନେଶ୍ୱର, ୫।୫ (ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବା ଲାଗି ଯାତ୍ରା ଖର୍ଚ୍ଚ ବହନ କରିବା ପାଇଁ କଂଗ୍ରେସ ପକ୍ଷରୁ ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ…

ମୁଖ୍ୟମନ୍ତ୍ରୀଙ୍କ ଅନୁମତି ଲୋଡ଼ିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୫।୫ (ବ୍ୟୁରୋ): ଗ୍ରୀନ୍‌ ଜୋନ୍‌ କରୋନା(କୋଭିଡ୍‌-୧୯) ମୁକ୍ତ। ସେହି ସବୁ ଅଞ୍ଚଳରେ ଗମନାଗମନ ପାଇଁ ବସ୍‌ ଚାଲିପାରିବ ବୋଲି କେନ୍ଦ୍ର ଓ ରାଜ୍ୟ ସରକାର ଗାଇଡ ଲାଇନ ଜାରି କରିଛନ୍ତି। ୫୦ ପ୍ରତିଶତ ଯାତ୍ରୀଙ୍କୁ ନେଇ ବସ୍‌ ଚଲାଇବାକୁ ଅନୁମତି ଦିଆଯାଇଛି।…

ଜଳଖିଆ ବିକ୍ରି କରିଥିଲେ ୧୪୬ ନଂ. ଆକ୍ରାନ୍ତ

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୋମବାର ସନ୍ଧ୍ୟାରେ ୧୪୪, ୧୪୫, ୧୪୬, ୧୫୧, ୧୫୭, ୧୫୮ ଓ ୧୫୯ ନମ୍ବର ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ପ୍ରଦାନ କରିଛି। ପାଞ୍ଚଜଣଙ୍କ ଘର ଯାଜପୁରରେ ହୋଇଥିବାବେଳେ ଅନ୍ୟ ଦୁଇଜଣ…

ଦେଢ଼ ମାସ ପରେ ଟ୍ରାଫିକ୍‌ ପୋଷ୍ଟ କାର୍ଯ୍ୟକ୍ଷମ: କଡ଼ାକଡ଼ି ହେଲା ଯାଞ୍ଚ

ଭୁବନେଶ୍ୱର,୫।୫ (ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସରିବା ପୂର୍ବରୁ ଭୁବନେଶ୍ୱରରେ କଟକଣା ଓ ଯାଞ୍ଚକୁ କୋହଳ କରାଯାଇଥିଲା। ଫଳରେ ରାଜଧାନୀ ରାସ୍ତାରେ ଗାଡ଼ିମୋଟର ଭିଡ଼ ବଢ଼ିଥିଲା। ହେଲେ ରାଜଧାନୀକୁ ରେଡ୍‌ଜୋନ୍‌ରେ ରଖାଯିବା ପରେ ପୋଲିସ ଓ ପ୍ରଶାସନ ପକ୍ଷରୁ ପୁଣି କଟକଣା…

ଭୁବନେଶ୍ୱରରେ ପୁଣି କଟକଣା

ଭୁବନେଶ୍ୱର, ୫।୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଖୋର୍ଦ୍ଧା ଜିଲାକୁ ରବିବାର ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଥିଲେ ମଧ୍ୟ ରାଜଧାନୀ ଭୁବନେଶ୍ୱରକୁ ରେଡ୍‌ ଜୋନ୍‌ରେ ରଖାଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ନୂଆ…

‘ପୁଣି ହସିବ ଓଡ଼ିଶା’ରେ ହେମା ମାଳିନୀଙ୍କ ଓଡ଼ିଶୀନୃତ୍ୟ

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କରିବାକୁ ପ୍ରସ୍ତୁତ ହୋଇଥିବା ‘ପୁଣି ହସିବ ଓଡ଼ିଶା’ ମ୍ୟୁଜିକ୍‌ ଭିଡ଼ିଓ ପୁଣିଥରେ ଭାଇରାଲ ହୋଇଛି। ଏହି ଗୀତର ତାଳେ ତାଳେ ଓଡ଼ିଶୀନୃତ୍ୟ କରିଛନ୍ତି ରାଜ୍ୟର ଖ୍ୟାତନାମା ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ କଳାକାରମାନେ। ହେଲେ ଭିଡ଼ିଓର…

ଭୁବନେଶ୍ୱରରେ ରାତି ୭ରୁ ସକାଳ ୭ ପର୍ଯ୍ୟନ୍ତ ଘରୁ ବାହାରିବା ମନା

ଭୁବନେଶ୍ୱର,୪ା୫ (ବ୍ୟୁରୋ):ରାଜଧାନୀକୁ ରେଡ୍‌ଜୋନରେ ଘୋଷିତ କରାଯିବା ପରେ ପ୍ରଶାସନ ପକ୍ଷରୁ କିଛିଟା କଟକଣା କରାଯାଉଛି। ଦିନରେ ପରିବା ବେପାରୀଙ୍କଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଅନେକ ଲୋକଙ୍କୁ ଛଡାଯାଉଛି। ପୂର୍ବ ଅପେକ୍ଷା ବର୍ତ୍ତମାନ ରାଜଧାନୀ ରାସ୍ତା ଦିନରେ ଗହଳି…

କେବଳ ଗ୍ରୀନ୍‌ ଜୋନ୍‌ରେ ଚାଲିବ ବସ୍‌

ଭୁବନେଶ୍ୱର, ୪ା୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସୋମବାରଠାରୁ ଆରମ୍ଭ ହୋଇଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ଥିବା ଜିଲାଗୁଡ଼ିକରେ ଯାତ୍ରୀବାହୀ ବସ୍‌ ଚଳାଚଳ କରିବାରିବ। ଏ ନେଇ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି…

ଆସୁଛି ଲଘୁଚାପ: ରାଜ୍ୟରେ ୭ ତାରିଖ ଯାଏ ବର୍ଷା ସମ୍ଭାବନା, ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୪ା୫(ବ୍ୟୁରୋ): ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ। ଏ ନେଇ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ସ୍ଥାନାରେ ବର୍ଷା ହେବାର…

୮ ମହଲାରୁ ଡେଇଁ ଜୀବନ ହାରିଲେ ବ୍ୟକ୍ତି

ଭୁବନେଶ୍ୱର,୪।୫(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଚନ୍ଦ୍ରମା ଆପାଟମେଣ୍ଟର ୮ ମହଲାରୁ ଡେଇଁ ସୋମବାର ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିୟୁସି ମୋହନ ମିଶ୍ର(୫୬)। ମିଳିଥିବା ସୂଚନାନୁଯାୟୀ, ପିୟୁସି ଖାରବେଳନଗର ଥାନା ଅଞ୍ଚଳରେ ରହୁଥିଲେ। ତେବେ କୌଣସି କାରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?