ମେଟ୍ରୋ

CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍‌ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍‌ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ…

ନର୍ସଙ୍କ ହ୍ବାଟ୍ସଆପ୍‌କୁ ଆସୁଛି ଅଶ୍ଳୀଳ ଭିଡିଓ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲର ନର୍ସଙ୍କ ହ୍ବାଟ୍ସଆପ୍‌ ନମ୍ବରକୁ କେହି ଦୁର୍ବୃତ୍ତ ଅଶ୍ଲୀଳ ଭିଡ଼ିଓ ଓ ମେସେଜ ପଠାଉଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତିକରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ନର୍ସଙ୍କୁ ପ୍ରଥମେ କେହି…

ଭୁବନେଶ୍ୱରରେ ଘଣ୍ଟାଏ ଚାଲିବ କୋର୍ଟ

ଭୁବନେଶ୍ୱର,୪ା୫(ବ୍ୟୁରୋ): କେନ୍ଦ୍ର ସରକାର ଦୁଇ ସପ୍ତାହ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି। ହେଲେ ଏହି ସମୟରେ କୋର୍ଟ କାର୍ଯ୍ୟ ବନ୍ଦ ରହୁଥିବାରୁ ଅନେକ ମାମଲା ଫଇସଲା ନ ହୋଇ ପଡିରହିଛି। ଯାହାକି ଦିନକୁ ଦିନ ମାମଲା ସଂଖ୍ୟା ବଢିବାରେ ଲାଗିଛି। ତେଣୁ…

ଲଘୁଚାପ ବିଳମ୍ବିତ: ୭ ଯାଏ ସ୍ବଳ୍ପ ବର୍ଷା, ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବେ ଲଘୁଚାପ ଦାନା ବାନ୍ଧୁଛି। ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ସମୁଦ୍ର ପତ୍ତନଠାରୁ ଟ୍ରପୋସ୍ପିୟର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ମିଳିଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ…

ବିପୁଳ କ୍ଷତି ସହିଲେଣି ପରିବା ଚାଷୀ, ବ୍ୟବସାୟୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ କୃଷି କାର୍ଯ୍ୟ ଓ କୃଷିଜାତ ଦ୍ରବ୍ୟ ବିକ୍ରିବଟାକୁ ଅନୁମତି ଦିଆଯାଇଛି। ଏଭଳି ସଙ୍କଟ ସମୟରେ ଚାଷୀମାନେ ପରିବା ଚାଷ କରି ବଜାରକୁ ଛାଡୁଥିବାବେଳେ ବ୍ୟବସାୟୀମାନେ ମଧ୍ୟ ନାନା ହଟହଟା ହୋଇ ଖରାବର୍ଷାରେ ଲୋକଙ୍କୁ…

ଆନ୍ତଃ ରାଜ୍ୟ ଯାତାୟାତ ଲାଗି ଅନୁମତି

ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକ ବସ୍‌ ଏବଂ ଟ୍ରେନ୍‌ ଯୋଗେ ଫେରିବା ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଆନ୍ତଃରାଜ୍ୟ ଗମନାଗମନ ଲାଗି ଗ୍ରୀନ୍‌ ସିଗନାଲ ଦେଇଛନ୍ତି। ନିର୍ଦ୍ଦିଷ୍ଟ କିଛି କାରଣ ଥିଲେ…

ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ନେଇ ନୂଆ ନିୟମ

ଭୁବନେଶ୍ୱର,୪ା୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଲକ୍‌ଡାଉନକୁ ଆଉ ଦୁଇ ସପ୍ତାହ ଅର୍ଥାତ୍‌ ମେ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସୋମବାରଠାରୁ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହେବ। ତେଣୁ ରବିବାର ରାଜ୍ୟ ସରକାରଙ୍କ ପକ୍ଷରୁ କ’ଣ ସବୁ…

ଆଜି ବସ୍‌ ଚଳାଚଳ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ: ଦାବି ପୂରଣ ନ ହେଲେ ଚାଲିବନି ଗାଡ଼ି

ଭୁବନେଶ୍ୱର, ୪ ।୫(ବ୍ୟୁରୋ): ରାଜ୍ୟରେ ଆଗକୁ ଘରୋଇ ବସ୍‌ ଚଳାଚଳ କେବେ ହେବ ଏବଂ ଏଥିଲାଗି କ’ଣ ସବୁ ନିୟମକାନୁନ ରହିବ ତାକୁ ନେଇ ବିଚାରବିମର୍ଶ ଚାଲିଛି। ହଜାର ହଜାର ବସ୍‌ ଦେଢ଼ ମାସ ହେଲା ନ ଚାଲିବା କାରଣରୁ ମାଲିକମାନଙ୍କ…

କଳିଙ୍ଗା ଦୁର୍ଘଟଣା: ଦୋଷ ଲୁଚାଇବାକୁ ଉଦ୍ୟମ, ବିପଦରେ ପକାଇବ ତରବରିଆ ଘରବାହୁଡ଼ା ନିଶା

ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ଲକ୍‌ଡାଉନ ଯୋଗୁ ଦୀର୍ଘ ଦେଢ଼ମାସ କାଳ ଅନ୍ୟ ରାଜ୍ୟରେ ଫସି ରହିଥିବା ଲୋକମାନେ ଏବେ ଘରମୁହାଁ ହୋଇଛନ୍ତି। ସେମାନଙ୍କର ଗୋଟିଏ ଚିନ୍ତା କେମିତି ଘରେ ପହଞ୍ଚତ୍ବେ। ତେବେ ଏହି ଘରବାହୁଡ଼ା ନିଶା ସମସ୍ତଙ୍କ ପାଇଁ ବିପଦ ହୋଇ ଛିଡ଼ା…

କୋଭିଡ୍‌୧୯ ମୁକାବିଲା: ରାଜ୍ୟର ବିଭିନ୍ନ ଅଞ୍ଚଳ ବର୍ଗୀକରଣ

ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଅଞ୍ଚଳର ବର୍ଗୀକରଣ କରିଛନ୍ତି। ଏ ନେଇ ରବିବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ଉଲ୍ଲେଖଯୋଗ୍ୟ, ସଂକ୍ରମିତ ଚିହ୍ନଟ…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦୁଇ ଗ୍ରୀନ୍‌ ଜୋନ୍‌ ମଧ୍ୟରେ ରେଡ୍‌ ଜୋନ୍‌: ସରକାରଙ୍କ ଗାଇଡ୍‌ଲାଇନ୍‌ ପରେ ଗଡ଼ିବ ବସ୍‌

ଭୁବନେଶ୍ୱର,୩।୫(ବ୍ୟୁରୋ): ଗ୍ରୀନ୍‌ କିମ୍ବା ଅରେଞ୍ଜ ଜୋନ୍‌ରେ ସୋମବାରଠାରୁ ବସ୍‌ ଗଡ଼ିବ ନାହିଁ। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ସଂଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇ କହିଛନ୍ତି, କେନ୍ଦ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?