ଫିଲ୍ମଫେୟାର ଦୌଡ଼ରେ ଓଡ଼ିଆ ଫିଲ୍ମମେକର
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଥମଥର ପାଇଁ ଓଡ଼ିଶାରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ଫିଲ୍ମଫେୟାର ଶର୍ଟ ଫିଲ୍ମ ଆଓ୍ବାର୍ଡସ-୨୦୨୦’ ପ୍ରତିଯୋଗିତା ଦୌଡ଼ରେ ସାମିଲ ହୋଇଛି। ଓଡ଼ିଶା ଜନ୍ମିତ ବିଜ୍ଞାପନ ଫିଲ୍ମ ନିର୍ମାତା ଦୟାନିଧି ଦହିମାଙ୍କ ଦ୍ୱାରା ନିର୍ମିତ ପ୍ରଥମ କ୍ଷୁଦ୍ର ଚଳଚ୍ଚିତ୍ର ‘ନବାବ’ ଏହି ସମ୍ମାନଜନକ...
ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ
କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ଏ ସମ୍ପର୍କରେ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ. ୩/୨୦୨୦) ରୁଜୁ କରାଯାଇଛି।...
ଆବର୍ଜନାରୁ ଇନ୍ଧନ ବାହାର କରିବ ପୂର୍ବତଟ ରେଳପଥ
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଛି ପୂର୍ବତଟ ରେଳପଥ। ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଗୁରୁବାର ପୂର୍ବତଟ ରେଳପଥର ମଞ୍ଚେଶ୍ୱରସ୍ଥିତ ରେଳଡବା ମରାମତି କାରଖାନାଠାରେ ରେଳବୋର୍ଡ ସଦସ୍ୟ (ରୋଲିଂ...
ଭିମ୍ସାର: ୪ ବର୍ଷରେ ୩୪୭୨ ଶିଶୁ ମୃତ
ସମ୍ବଲପୁର,୨୪ା୧:ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ ଆଣ୍ଡ ରିସର୍ଚ୍ଚ (ଭିମ୍ସାର)ରେ ସ୍ବାସ୍ଥ୍ୟସେବା ଉପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନିର୍ଭର କରନ୍ତି। ସେଥିପାଇଁ ସରକାର ଭିମ୍ସାରର ସ୍ବାସ୍ଥ୍ୟସେବା ବିକାଶ ଦିଗରେ ନାନା ପଦକ୍ଷେପ ଗ୍ରହଣ...
କଟକ ପାଇବ ନୂଆ ରୂପ
କଟକ ଅଫିସ, ୨୪।୧ :ନୂଆ ରୂପ ନେବ କଟକ। ଅନେକ ଐତିହାସିକ ସ୍ମୃତି ବହନ କରୁଛି ଏହି ସହର। ତେଣୁ ଏହାର ସମୁଚିତ ବିକାଶ ସମସ୍ତଙ୍କର ମିଳିତ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କଟକ ସହରର ବିକାଶ ପାଇଁ...
କଲେଜ ପରିଚାଳନା କମିଟିରେ ରହିବେ ନାହିଁ ରାଜନେତା: ମନ୍ତ୍ରୀ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ରାଜନେତା ରହିବେ ନାହିଁ। ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିବା ବେଳେ ଏବେ କେବଳ ଶିକ୍ଷାବିତ ସଦସ୍ୟ ଭାବେ ରହିବେ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।...
ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନ ପ୍ରସଙ୍ଗ: ଇତୀଶ କହିଲେ‘ ଏହା ଚୋର ହାତରେ ଚାବିକାଠି ଭଳି’
ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ। ସେ କହିଛନ୍ତି, ଘଟଣାକୁ ନେଇ କମିଟଇ ଗଠନ ନିନ୍ଦନୀୟ। ଚୋର ହାତରେ ଚାବିକାଠି...
କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ପାଇଁ ଗଠନ ହେଲା ତିନିଜଣିଆ କମିଟି
ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ମୁତୟନ ଘଟଣାର ତଦନ୍ତ ପାଇଁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଗୁରୁବାର ତିନି ଜଣିଆ କମିଟି ଗଠନ କରାଯାଇଛି। ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ଗଠିତ କମିଟିରେ କଂଗ୍ରେସର ବରିଷ୍ଠ ନେତା...
ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ୩ ଅଭିଯୁକ୍ତଙ୍କ ନାମରେ ଏନ୍ଏସ୍ଏ ଲଗାଇଲା କମିଶନରେଟ ପୋଲିସ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍ଏସ୍ଏ) ଲଗାଇଛି। ଅଭିଯୁକ୍ତ ଚନ୍ଦନ ଦାଶ, ବିଶ୍ୱନାଥ ପ୍ରଧାନ ଓ...
ଓଡ଼ିଆ ପୁଅ ୟଶ୍ଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ପୁଅ ୟଶ୍ ମିଶ୍ର। ଭୁବନେଶ୍ବର ବାସିନ୍ଦା ୟଶ୍ଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ ପ୍ରଦାନ କରିଛନ୍ତି। ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ...
ଆଉ ୨ ଦିନ ଘନ କୁହୁଡ଼ି: ୟେଲୋଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ଅଧିକାଂଶ ସ୍ଥାନରେ ପାରଦ ୧୨ ଡିଗ୍ରୀ ସେଲସିୟସ ଉପରେ ରହିଛି। କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ଛୁଇଁଲାଣି। ଜାନୁୟାରୀ ମାସରୁ ଗରମର ଆଭାସ ମିଳିଲାଣି। ଫେବୃୟାରୀରୁ ପ୍ରବଳ ଖରା...
ଇଣ୍ଡିଆନ୍ ଅଏଲ, ଘାନାର ଏନ୍ପିଏ ମଧ୍ୟରେ ଏମ୍ଓୟୁ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଭାରତ ଏବଂ ଘାନା ମଧ୍ୟରେ ସମ୍ପର୍କକୁ ଅଧିକ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ଗୋଟିଏ ପାଦ ଆଗକୁ ବଢାଇଛନ୍ତି। ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବୁଧବାର ଇଣ୍ଡିଆନ୍ ଅଏଲ ଏବଂ ଘାନାର ଜାତୀୟ ପେଟ୍ରୋଲିୟମ ପ୍ରାଧିକରଣ(ଏନ୍ପିଏ)...
Archives


