ମେଟ୍ରୋ

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ…

କଟକଣା କୋହଳ ପରେ ବାପୁଜିନଗରରେ ଖୋଲିଲା ଦୋକାନ, ମାଇକ୍‌ ଯୋଗେ ସଚେତନ କଲା ପୋଲିସ

ଭୁବନେଶ୍ୱର,୨।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଲକ୍‌ଡାଉନ୍‌ କଟକଣା କୋହଳ କରାଯିବା ପରେ ବାପୁଜିନଗରରେ କିଛି ଦୋକାନ ଖୋଲିଛି। ତେବେ ଏହି ଅଞ୍ଚଳରେ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ପୋଲିସ ପକ୍ଷରୁ ମାଇକ୍‌ ଯୋଗେ ପ୍ରଚାର କରାଯାଉଛି। ଦୋକାନରେ ବ୍ୟବସାୟୀ ଓ…

ସରକାରୀ କର୍ମଚାରୀଙ୍କ ପାଇଁ ବଦଳିଲା କ୍ରିଟିକାଲ-ପାର୍ସିଆଲି କ୍ରିଟିକାଲ୍‌ ବର୍ଗ: ରୋଷ୍ଟର ଡ୍ୟୁଟି କରିବେ କର୍ମଚାରୀ

ଭୁବନେଶ୍ୱର,୨।୫(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ କ୍ରିଟିକାଲ ଓ ପାର୍ସିଆଲି କ୍ରିଟିକାଲ୍‌ ବର୍ଗକୁ ବଦଳାଯାଇଛି। କ୍ରିଟିକାଲ ବର୍ଗରେ ୧୫ଟି ବିଭାଗ ରହିଛି। ସେହିଭଳି ପାର୍ସିଆଲି କ୍ରିଟିକାଲ ବର୍ଗରେ ଅନ୍ୟ ସମସ୍ତ ବିଭାଗ ରହିଛି। କୃଷି, ବାଣିଜ୍ୟ ପରିବହନ, ସମନ୍ବୟ, ଅବକାରୀ, ଏଫ୍‌ ଆଣ୍ଡ…

ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି: ଗୁରୁତର ରୋଗୀଙ୍କୁ ନ ଫେରାଇବାକୁ ନିର୍ଦ୍ଦେଶ, ଖିଲାପକଲେ ରେଜିଷ୍ଟ୍ରେଶନ ରଦ୍ଦ

ଭୁବନେଶ୍ୱର,୨।୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଶନିବାର ଘରୋଇ ହସ୍ପିଟାଲଗୁଡ଼ିକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ସେବା ଯୋଗାଇଦେବାରେ କିଛି ହସ୍ପିଟାଲ ଦ୍ୱିଧା ପ୍ରକାଶ କରୁଛନ୍ତି। ଏନେଇ ଅଭିଯୋଗ ଆସିବା ପରେ ରାଜ୍ୟର ବିଭିନ୍ନ ହସ୍ପିଟାଲ ପାଇଁ…

ଚିନ୍ତା ବଢ଼ାଉଛି ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୫(ବ୍ୟୁରୋ): କରୋନା ଯୋଗୁ ସାରା ଦେଶ ଓ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଶୁକ୍ରବାର କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଅବଧିକୁ ଆହୁରି ୨ ସପ୍ତାହ ଯାଏଁ ବୃଦ୍ଧି କରିଛନ୍ତି। ହେଲେ ଲକ୍‌ଡାଉନ ଜାରି ରହିଥିଲେ ସୁଦ୍ଧା…

୬ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ

ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟର ୬ଜଣ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଶନିବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି। ଆକ୍ରାନ୍ତ ନଂ ୧୨୩, ୧୨୪, ୧୨୫, ୧୨୬, ୧୨୭ ଏବଂ ୧୨୮ଙ୍କ ବିବରଣୀ ପ୍ରଦାନ କରାଯାଇଛି। ସେଥିରୁ ଯାଜପୁର…

ଦୁଇଦିନ ପରେ ‘ଫନୀ’କୁ ପୁରିବ ବର୍ଷେ: ଏବେ ଯାଏ ଭରିନାହିଁ କ୍ଷତ

ଭୁବନେଶ୍ୱର,୧।୫(ବ୍ୟୁରୋ): ବାତ୍ୟା ‘ଫନୀ’କୁ ବର୍ଷେ ପୁରିବାକୁ ଆଉ ଦୁଇ ଦିନ ବାକି। ୨୦୧୯ ମେ’ ୩ ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହୋଇଥିଲା ଏହି ସାମୁଦ୍ରିକ ଝଡ଼। ବିଗତ ଦୁଇ ଦଶନ୍ଧି ମଧ୍ୟରେ ଦେଖାଯାଇଥିବା ପ୍ରାକୃତିକ ବିପର୍ଯ୍ୟୟଗୁଡ଼ିକ ମଧ୍ୟରୁ ‘ଫନୀ’ ବ୍ୟାପକ…

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୪୯

ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅପରାହ୍ନରେ ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟରେ ପ୍ରବେଶ ପୂର୍ବରୁ ହାତରେ ବାଜିବ ଷ୍ଟାମ୍ପ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଯେଉଁମାନେ ବାହାର ରାଜ୍ୟ ତଥା ଦେଶରୁ ଫେରିବେ ସେମାନଙ୍କ ପାଇଁ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ। ଓ୍ବେବସାଇଟ ଜରିଆରେ ଲୋକେ ରେଜିଷ୍ଟ୍ରେଶନ କରୁଛନ୍ତି। ଆସୁଥିବା ଲୋକେ ରାସ୍ତାରେ ବା ଟ୍ରେନ୍‌ରେ ଆସିପାରନ୍ତି। ରାସ୍ତାରେ ଆସୁଥିଲେ ସେଠାର ଜିଲା ଅଧିକାରୀଙ୍କ ପାସ୍‌ ନେବାକୁ…

ରାଜ୍ୟର ୪୮ ଲକ୍ଷ ହିତାଧିକାରୀଙ୍କୁ ମିଳିବ ୧୦୦ ଟଙ୍କା ଲେଖାଏ ଗ୍ରୀଷ୍ମକାଳୀନ ସହାୟତା

ଭୁବନେଶ୍ୱର, ୧।୫(ବ୍ୟୁରୋ): ମାସିକ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା। ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସାମାଜିକ ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀ ଏହି ସୁବିଧା ପାଇବେ। ଏହି ହିତାଧିକାରୀମାନେ ପ୍ରତି ମାସରେ ୧୦୦ ଟଙ୍କା ଲେଖାଏ ପାଇବେ। ଏ…

ରାଜ୍ୟର ୧୪ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୫୫କୁ ବୃଦ୍ଧି

ଭୁବନେଶ୍ୱର,୧ା୫(ବ୍ୟୁରୋ): ରାଜ୍ୟରେ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ଜଣାଯାଇଛି। ଏମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ାରୁ ଜଣେ, ଭୁବନେଶ୍ୱରରୁ ୩ଜଣ, ବାଲେଶ୍ୱରରୁ ୩ଜଣ ଏବଂ ଭଦ୍ରକରୁ ୭ଜଣ…

୭ରୁ ସଂଗ୍ରହ ହେବ ଡାଲି, ତୈଳବୀଜ

ଭୁବନେଶ୍ୱର,୧।୫(ବ୍ୟୁରୋ): ଆସନ୍ତା ୭ ତାରିଖରୁ ମାର୍କଫେଡ ଚାଷୀଙ୍କଠାରୁ ଡାଲି ଓ ତୈଳବୀଜ ସଂଗ୍ରହ କରିବ। କେନ୍ଦ୍ର ସରକାରଙ୍କ ଦ୍ୱାରା ସ୍ଥିରୀକୃତ ସର୍ବନିମ୍ନ ସହାୟକ ମୂଲ୍ୟଜ (ଏମ୍‌ଏସ୍‌ପି)ରେ ଚାଷୀମାନଙ୍କଠାରୁ ମୁଗ, ବିରି, ଚିନାବାଦାମ ଓ ସୂର୍ଯ୍ୟମୁଖୀ ମଞ୍ଜି କ୍ରୟ କରାଯିବ। ଚଳିତ ରବିଋତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?