ଝାରପଡ଼ା ଜେଲରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ, ଏସ୍ସିବି ସ୍ଥାନାନ୍ତର
ଭୁବନେଶ୍ୱର/କଟକରୋଡ,୨୨।୧(ବ୍ୟୁରୋ/ ଡି.ଏନ୍.ଏ.): ଭୁବନେଶ୍ୱର ଝାରପଡ଼ା ସ୍ବତନ୍ତ୍ର ଜେଲରେ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ ସଂସ୍ଥାର ମୁଖ୍ୟ ପ୍ରଦୀପ ସେଠୀ। ସେ ଶୌଚାଳୟରେ ଇନଭର୍ଟର ତାର ବେକରେ ଗୁଡ଼ାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା ଜଣାପଡ଼ିବା ପରେ ତାଙ୍କୁ...
ପୋଲିସକୁ ଚାପୁଡ଼ା ମାରିବାରୁ ଦଫା ୩୦୭
ଭୁବନେଶ୍ୱର,୨୨।୧(ବ୍ୟୁରୋ):ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ। ଏହାର ଉଦାହରଣ କମିଶନରେଟ ପୋଲିସରେ ଦେଖିବାକୁ ମିଳିଛି। ପୋଲିସ ଚାକିରି କରିଥିବା ଜଣେ ଯୁବତୀଙ୍କୁ ଭଲପାଇ ପ୍ରତାରଣାର ଶିକାର ହୋଇଥିବା ଜଣେ ଯୁବକ କ୍ରୋଧରରେ ତାଙ୍କୁ ଚାପୁଡ଼ା ମାରିଥିଲେ। ଏଥିରେ ଯୁବତୀଙ୍କ...
କନ୍ୟାଶକ୍ତିକୁ ଚିତ୍ରଣ କଲେ ୨୫ ଚିତ୍ରଶିଳ୍ପୀ
ପୁରୁଣା ଭୁବନେଶ୍ୱର, ୨୨।୧ (ଡି.ଏନ.ଏ.):ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଅବସ୍ଥିତ ଧଉଳି ଚାରୁକଳା ମହାବିଦ୍ୟାଳୟଠାରେ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୦ ଉପଲକ୍ଷେ ରାଜ୍ୟ ସ୍ବାସ୍ଥ୍ୟ ଓ ପବିବାର କଲ୍ୟାଣ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ହୋଇଯାଇଛି ଏକ ଚିତ୍ରକଳା କର୍ମଶାଳା। ଉକ୍ତ କର୍ମଶାଳାରେ...
ଧରାପଡ଼ିଲା ବାଂଲାଦେଶୀ ସେକ୍ସ ର଼୍ୟାକେଟ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ):ଓଡ଼ିଶାରେ କାୟା ମେଲିଛି ବାଂଲାଦେଶୀ ସେକ୍ସ ର଼୍ୟାକେଟ। କିଛିଦିନ ତଳେ ଧରାପଡ଼ିଥିବା ଜଣେ ବାଂଲାଦେଶୀ ରୂପଜୀବୀଙ୍କଠାରୁ ସୁରାକ ମିଳିଥିଲା। ତାଙ୍କୁ କୋର୍ଟଚାଲାଣ କରିବା ପରେ ଚୁପ୍ ବସିଥିଲା କମିଶନରେଟ ପୋଲିସ। ହେଲେ ମଙ୍ଗଳବାର କିଙ୍ଗ୍ପିନ୍ କୁହାଯାଉଥିବା ବାଂଲାଦେଶୀ ଦମ୍ପତି ଅଞ୍ଜଳି...
ଶିକାଗୋ ବିଶ୍ୱବିଦ୍ୟାଳୟ ସହଭାଗିତାରେ ପ୍ରତିଷ୍ଠା ହେବ ଡିପିଆଇସି
ଭୁବନେଶ୍ୱର,୨୨ା୧(ବ୍ୟୁରୋ):ରାଜ୍ୟ ପ୍ରଶାସନକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବା ପାଇଁ ଚେଷ୍ଟା କରାଯାଉଛି। ଗତବର୍ଷଠାରୁ ଆରମ୍ଭ ହୋଇଥିବା ‘ମୋ ସରକାର’ ଏବଂ ୫-ଟି କାର୍ଯ୍ୟକ୍ରମ ଏହି ଚେଷ୍ଟାକୁ ସଫଳ କରୁଥିବାର ଲକ୍ଷ୍ୟ କରାଯାଉଛି। ପ୍ରାଥମିକ ଭାବେ ସ୍ବାସ୍ଥ୍ୟସେବା, ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନ...
ବାଉନ୍ସର ଆସିବା ଘଟଣାରେ ହେଲାନି ଆଲୋଚନା: ପ୍ରଦୀପ
ଭୁବନେଶ୍ୱର,୨୨ା୧(ବ୍ୟୁରୋ):କଂଗ୍ରେସ କାର୍ଯ୍ୟାଳୟକୁ ବାଉନ୍ସର ଆସିବା ଘଟଣା ନୂଆ ମୋଡ଼ ନେଇଛି। ଏହାକୁ ନେଇ ବିବାଦ ତେଜିଥିବା ବେଳେ ବାଉନ୍ସର କୌଣସି ଦଳୀୟ ନେତା ନୁହେଁ, ବରଂ ବିରୋଧୀ ପଠାଇଥିବା କଂଗ୍ରେସ ନେତାଙ୍କ ମୁହଁରୁ ଶୁଣିବାକୁ ମିଳିଛି। ଅନ୍ୟପଟେ ଏହି ଘଟଣା...
୨୩ରେ ଇକୋ ରିଟ୍ରିଟ୍ରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ସମ୍ମିଳନୀ
ଭୁବନେଶ୍ୱର,୨୨ା୧(ବ୍ୟୁରୋ):କୋଣାର୍କ ନିକଟରେ ଚାଲିଥିବା ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍ ଉତ୍ସବସ୍ଥଳରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବ ସମ୍ମିଳନୀ ଅନୁଷ୍ଠିତ ହେବ। ଜାନୁୟାରୀ ୨୩ ଓ ୨୪ରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ...
ଗଣିତ ପ୍ରଫେସର ଅଭାବ:ରାଜ୍ୟରୁ ପୂରଣ ହୋଇପାରିଲାନି ଆଇଏମ୍ଏ ନିର୍ଦ୍ଦେଶକ ପଦ
ଭୁବନେଶ୍ୱର,୨୨ା୧(ବ୍ୟୁରୋ):ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଗଣିତ ପ୍ରଫେସର ପାହ୍ୟାର ଶିକ୍ଷକଙ୍କ ଅଭାବ ପରିଲଖିତ ହୋଇଛି। ନିକଟରେ ଭୁବନେଶ୍ୱରସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାଥମେଟିକ୍ସ ଏଣ୍ଡ ଆପ୍ଲିକେଶନ୍ସ(ଆଇଏମ୍ଏ)ରେ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟାରୁ ଏହା ଜଣାପଡିଛି। କାରଣ ଆଇଏମ୍ଏ ନିର୍ଦ୍ଦେଶକ ପଦବୀ ପାଇଁ ଓଡ଼ିଶାରୁ କୌଣସି...
୩ ଓଡ଼ିଆ ପାଇବେ ସାହସିକତା ପୁରସ୍କାର
ଭୁବନେଶ୍ୱର, ୨୨ା୧(ବ୍ୟୁରୋ):ଭାରତୀୟ ଶିଶୁ କଲ୍ୟାଣ ପରିଷଦ ବା ଇଣ୍ଡିଆନ କାଉନ୍ସିଲ ଫର୍ ଚାଇଲ୍ଡ ଓ୍ବେଲ୍ଫେୟାର(ଆଇସିସିଡବ୍ଲ୍ୟୁ) ପକ୍ଷରୁ ୬୩ତମ ଜାତୀୟ ସାହସିକତା ପୁରସ୍କାର ନେଇ ସାହସୀ ପିଲାଙ୍କ ନାମ ଘୋଷଣା ହୋଇଛି। ଚଳିତବର୍ଷ ଏହି ପୁରସ୍କାର ପାଇବା ପାଇଁ ସାରା ଦେଶରୁ...
କଂଗ୍ରେସର ମିଡିଆ ସେଲ୍ ତାଲିକା ଭାଇରାଲକୁ ନେଇ ଅଡୁଆ: ସତ୍ୟ ପ୍ରକାଶ ଦଳ ଛାଡିବା ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୧।୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ନୂଆ ମିଡିଆ ସେଲ୍ କମିଟି ଗଠନ କରିବା ଲାଗି ଯୋଜନା ଆରମ୍ଭ କରିଛନ୍ତି। ମିଡିଆ ସେଲ୍ରେ ୨୭ଜଣ ନେତାଙ୍କୁ ଥଇଥାନ କରିବାର ଲକ୍ଷ୍ୟ ରଖାଯାଇଛି। ଏ ସମ୍ପର୍କିତ ପୁରା ତାଲିକା...
ସୁରଟ ‘ଓଡ଼ିଶା ମହୋତ୍ସବ’ରେ ଯୋଗଦେବେ ବାଚସ୍ପତି ଡ. ପାତ୍ର
ଭୁବନେଶ୍ୱର,୨୧ା୧(ବ୍ୟୁରୋ)- ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଚଳିତ ଜାନୁୟାରୀ ୨୨ରେ ସୁରଟ ଯାତ୍ରା କରିବେ । ସେଠାରେ ସେ ଓଡ଼ିଶା ମହୋତ୍ସବ କମିଟି, ସୁରଟ ଆନୁକୂଲ୍ୟରେ ଆୟୋଜିତ ‘ଓଡ଼ିଶା ମହୋତ୍ସବ’ରେ ଉଦ୍ଘାଟକ ଭାବେ ଯୋଗଦେବେ । ସୁରଟର ଆମ୍ରୋଲିସ୍ଥିତ ରାଜୱାଡ଼ି...
କଥା ବଦଳାଇଲେ ସୁର: କହିଲେ ‘ବିରୋଧୀ ଦଳ କଂଗ୍ରେସ ଭବନକୁ ବାଉନ୍ସର ପଠାଇଥାଇପାରନ୍ତି’
ଭୁବନେଶ୍ୱର,୨୧।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାକୁ ପ୍ରଥମେ ବିଧାୟକ ସୁର ରାଉତରାୟ ତୀବ୍ର ବିରୋଧ କରିଥିବା ବେଳେ ମଙ୍ଗଳବାର ନିଜ କଥାକୁ ବଦଳାଇଛନ୍ତି। ପ୍ରସଙ୍ଗରେ ପୁଣି ଥରେ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, କିଏ ବାଉନ୍ସର ପଠାଇଲା ତାହା...
Archives


