ଫେବୃୟାରୀ ୧୮ରେ ଆଗତ ହେବ ରାଜ୍ୟ ବଜେଟ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୪ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ୨ଟି ପର୍ଯ୍ୟାୟରେ ଚାଲିବ। ଫେବୃୟାରୀ ୧୪ରୁ ଫେବୃୟାରୀ ୨୯ ଯାଏ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୧୧ରୁ ଏପ୍ରିଲ ୯ ଯାଏ ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ...
ପ୍ରଥମ ବର୍ଷ ଯୁକ୍ତ ୨ ପରୀକ୍ଷା କଡ଼ାକଡ଼ି ପ୍ରସଙ୍ଗ: ବିରୋଧ ପରେ ମନ୍ତ୍ରୀ କହିଲେ ‘ବିଚାର କରାଯିବ’
ଭୁବନେଶ୍ୱର,୨୧।୧(ବ୍ୟୁରୋ): ଯୁକ୍ତ ୨ ପ୍ରଥମବର୍ଷ ପରୀକ୍ଷା କଡ଼ାକଡ଼ି କରାଯିବାକୁ ଛାତ୍ରୀଛାତ୍ରମାନେ ବିରୋଧ କରିବା ପରେ ସରକାର ନରମିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ଆଶ୍ୱାସନା ଦେଇ କହିଛନ୍ତି, ପିଲାମାନଙ୍କୁ ଫେଲ କରିବା ସରକାରଙ୍କ ଉଦ୍ଦେଶ୍ୟ...
ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି: ବିଧାନସଭାର ସମସ୍ତ କାର୍ଯ୍ୟାବଳୀ ଓଡ଼ିଆ ଭାଷାରେ ସମ୍ପାଦନା କରାଯାଉ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ବିଧାନସଭାର ସମସ୍ତ କାର୍ଯ୍ୟାବଳୀ ଓଡ଼ିଆ ଭାଷାରେ ସମ୍ପାଦନା କରାଯିବା ନିମନ୍ତେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ସର୍ବଶକ୍ତିମାନ...
ଜେଇଇ ମେନ୍ରେ ଉଜ୍ଜ୍ୱଳଙ୍କ ସଫଳତା ରଖିଛନ୍ତି ୯୯. ୯୯ ପ୍ରତିଶତ
ଭୁବନେଶ୍ୱର, ୨୧।୧(ବ୍ୟୁରୋ): ନିକଟରେ ପ୍ରକାଶ ପାଇଥିବା ଜେଇଇ ମେନ୍ ପରୀକ୍ଷାରେ ୯୯.୯୯ ପ୍ରତିଶତ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି ଓଡ଼ିଶାର ଉଜ୍ଜ୍ୱଳ ଜ୍ୟୋତି ପଣ୍ଡା। ଶତ ପ୍ରତିଶତ ମାର୍କ ରଖିଥିବା ୯ ଛାତ୍ରୀଛାତ୍ରଙ୍କୁ ବାଦ୍ ଦେଲେ ଓଡ଼ିଶା ସମେତ ଅନ୍ୟ ରାଜ୍ୟର...
ଏକ ନମ୍ବର ମାର୍କେଟ୍ ବାହାରେ ପାର୍କିଂ ମନା
ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀର ଏକ ନମ୍ବର ହାଟ ବାହାରେ ଏକାଧିକ ଗାଡି ପାର୍କିଂ କରାଯାଉଥିବାରୁ ଟ୍ରାଫିକ ସମସ୍ୟା ଦେଖାଦେଉଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଏବଂ ଟ୍ରାଫିକ ପୋଲିସର ମିଳିତ ଉଦ୍ୟମରେ ଏହି ସମସ୍ୟାର ସମାଧାନ ବାଟ ବାହାର କରାଯାଇଛି। ଏକ...
ସିଏଏ ପ୍ରଚାରରେ ଆଜି ଓଡ଼ିଶା ଆସିବେ ରୂପା ଗାଙ୍ଗୁଲି
ଭୁବନେଶ୍ୱର, ୨୧।୧(ବ୍ୟୁରୋ): ରାଜ୍ୟ ସଭା ଏମ୍ପି ରୂପା ଗାଙ୍ଗୁଲୀ ମଙ୍ଗଳବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ସକାଳ ୧୦ଟାରେ ପହଞ୍ଚି ହେଲିକପ୍ଟର ଯୋଗେ ଗାଙ୍ଗୁଲି ନବରଙ୍ଗପୁର ଜିଲା ରାଇଘର ଗସ୍ତ କରିବେ । ରାଇଘର ମିନି...
‘ପୁରୁଣା ମାଷ୍ଟରପ୍ଲାନ୍ ଦେଖି କମିଟି ନିରାଶ’
ଭୁବନେଶ୍ୱର, ୨୧। ୧ (ବ୍ୟୁରୋ): ଭୁବନେଶ୍ୱର ଡ୍ରେନେଜ୍ ବ୍ୟବସ୍ଥାରେ ବହୁତ ସୁଧାର ଆସିଛି। ପୂର୍ବାପେକ୍ଷା ଏବେ ଅନେକ ପରିବର୍ତ୍ତନ କରାଯାଇଛି। କୃତ୍ରିମ ବନ୍ୟାସ୍ଥିତି ଉପୁଜୁଥିବା ୫୯ଟି ସ୍ଥାନ ହ୍ରାସ ପାଇ ଏବେ ୩୭ରେ ପହଞ୍ଚିଛି। ବହୁ ସମ୍ବେଦନଶୀଳ ଅଞ୍ଚଳରେ ନିୟମିତ...
ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ନିର୍ମାଣ, ଖନନ ବାଧାପ୍ରାପ୍ତ:ଆମସାର ଆକ୍ଟ ଲାଗୁ ନେଇ ଏଏସ୍ଆଇ ଅଧିକାରୀଙ୍କ ଚେତାବନୀ
ପୁରୁଣା ଭୁବନେଶ୍ୱର, ୨୧। ୧ (ଡି.ଏନ.ଏ.): ଏକାମ୍ର ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ପୁରୀ ଭଳି ବିକାଶ କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରେ ସଚିବ ସ୍ତରୀୟ ଅଫିସର ଉଦ୍ୟମ କରିଥିଲେ। ବିକାଶ ଲାଗି ବିଏମ୍ସି, ପୂର୍ତ୍ତ ବିଭାଗ ଓ...
୪ ଦିନରେ ୨୫ କୋଟିି ବକେୟା ଆଦାୟ କଲା ସେସୁ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଗତ ୧୬ ତାରିଖରୁ ଆରମ୍ଭ କରିଥିବା ସ୍ବତନ୍ତ୍ର ବିଦ୍ୟୁତ କାଟ ଡ୍ରାଇଭ ଯୋଗୁ ରାଜସ୍ବ ଆଦାୟ ବୃଦ୍ଧିପାଇଛି। ଗତ ୪ଦିନ ମଧ୍ୟରେ ସେସୁ ୨୫ କୋଟି ଟଙ୍କା ବକେୟା ବିଦ୍ୟୁତ ବିଲ୍ ଆଦାୟ...
କମିଲା ଶୀତ: ୨୨ରେ ଘନ କୁହୁଡ଼ି, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ଶୀତର ପ୍ରକୋପ ହ୍ରାସ ପାଇ ଯାଇଛି। ସର୍ବନିମ୍ନ ତାପମାତ୍ରା ୧୨ରୁ ୧୮ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଜାନୁୟାରୀ ଶେଷ ନ ହେଉଣୁ ଗରମର ଆଭାସ ମିଳିଲାଣି। ଫେବୃୟାରୀ ମାସରୁ ପ୍ରବଳ ଖରା ହନ୍ତସନ୍ତ କରିବ ବୋଲି ପାଣିପାଗ ବିଭାଗ...
୨ ଓଡ଼ିଶା କ୍ୟାଡର ଆଇଏଏସ୍ଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ ମିଳିଛି। ଏହି ଅଧିକାରୀମାନେ ହେଉଛନ୍ତି-୧୯୯୨ ବ୍ୟାଚ୍ର ଚନ୍ଦ୍ରଶେଖର କୁମାର ଏବଂ ୧୯୯୮ ବ୍ୟାଚ୍ର ବିଶାଲ ଗଗନ। କ୍ୟାବିନେଟ୍ ସେକ୍ରେଟାରିଏଟ୍ରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା...
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ତେଲି ସମାଜ, କଂସାରୀଗୁଡ଼ାବାସୀ
ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଜାତିଭିତ୍ତିକ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟ୍ରେ ସଂକଳ୍ପ ପ୍ରସ୍ତାବ ଗୃହୀତ ହୋଇଛି। ଏହି ପଦକ୍ଷେପ ଲାଗି ବିଭିନ୍ନ ବର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଉଛି। ସୋମବାର ତେଲି ସମାଜ ପକ୍ଷରୁ ମଧ୍ୟ ସ୍ବାଗତ କରାଯାଇଛି।...
Archives


