ମେଟ୍ରୋ

ସୁସ୍ଥ ହେଲେ ରାଜ୍ୟର ଆଉ ଜଣେ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୩୯କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି…

ରାଜ୍ୟ ବାହାର ଲୋକ ଆସିଲେ ବଢ଼ିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ସରକାରଙ୍କୁ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ନୂଆ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୧୨୨ରେ ପହଞ୍ଚିନ୍ତି। ବିଶେଷକରି ଆଜିକାଲି ପଶ୍ଚିମବଙ୍ଗ ଫେରନ୍ତାମାନେ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ହେତୁ ମୁଖ୍ୟମନ୍ତ୍ରୀ…

କରୋନା ସହାୟତା: ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ଭୁବନେଶ୍ବର, ୨୯।୪(ବ୍ୟୁରୋ): କରୋନା ସହାୟତା ନେଇ ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୧୦୦୦ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏହି ଚେକ୍‌କୁ ମହାସଂଘର ସାଧାରଣ ସମ୍ପାଦକ ପ୍ରେମାନନ୍ଦ ସେନାପତି, ସଂଗଠନ ସମ୍ପାଦକ ପ୍ରଭୁ ପ୍ରସାଦ…

CORONAVIRUS UPDATE: ରାଜ୍ୟରେ ଆଉ ୩ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ନୂଆ ପଜିଟିଭ୍‌ମାନେ କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲାର। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ବୁଲୁଛି ‘କରୋନା’ ଗାଡି

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଅମାନିଆ ଲୋକଙ୍କୁ ସଚେତନ କରିବାକୁ ପ୍ରଥମେ ଭୁବନେଶ୍ୱରରେ କରୋନା ସ୍ଥାପତ୍ୟ ନିର୍ମାଣ କରିଥିଲେ କେତେଜଣ ଶିଳ୍ପୀ। ଏବେ ରାଜଧାନୀ ରାଜରାସ୍ତାରେ ବୁଲିବୁଲି ସଚେତନ କରୁଛି କରୋନା ଗାଡ଼ି। ଖଣ୍ଡଗିରି ବାସିନ୍ଦା ଶିଳ୍ପୀ ପ୍ରମୋଦ ମୁଦୁଲି ନିଜ ସ୍କୁଟିକୁ ଫୋମ୍‌ ଓ…

CORONAVIRUS UPDATE: ପୁଣି ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ : ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ ଛୁଇଁଲା

ଭୁବନେଶ୍ୱର,୨୯।୪ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଁଚିଛି। ସେହି ବ୍ୟକ୍ତି ଜଣକ ଭୁବନେଶ୍ୱରର ମଧୂସୁଦନ ନଗରର ବାସିନ୍ଦା ହୋ‍ଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ…

ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର। ନମୂନା ନେଗେଟିଭ୍‌ ଆସିବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ…

ଟ୍ରକ୍‌ ଡ୍ରାଇଭରଙ୍କ ପାଇଁ ୨୨୩ ଢାବା ଖୋଲିବାକୁ ଅନୁମତି

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ସକାଶେ ଲକ୍‌ଡାଉନ ଜାରି ଥିବା ସତ୍ତ୍ୱେ ଜରୁରିକାଳୀନ ସେବାରେ ଏବଂ ମାଲ ପରିବହନରେ ନିୟୋଜିତ ଟ୍ରକ୍‌ଗୁଡିକ ଚଳାଚଳ କରୁଛନ୍ତି। ଏହାସହ ଆମ୍ବୁଲାନ୍ସ ଏବଂ ପାସ୍‌ ସଂଗ୍ରହ କରି ଜରୁରୀ କାର୍ଯ୍ୟରେ ସାମିଲ ଥିବା କେତେକ…

ମ୍ୟାନ୍‌ମାର ଆଡ଼େ ମୁହାଁଇବ ଝଡ଼, ଓଡ଼ିଶାକୁ ବିପଦ ନାହିଁ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ ସଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ପରେ ଅବପାତ ରୂପ ନେବ। ପରେ ଏହି ଝଡ ଉତ୍ତର-ଉତ୍ତର -ପଶ୍ଚିମ ଦିଗ…

ବସ୍‌ରେ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଚିନ୍ତା

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଓଡ଼ିଆଙ୍କୁ ଓଡ଼ିଶା ଫେରାଇ ଆଣିବା ବର୍ତ୍ତମାନ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହାଇଛି। ରାଜ୍ୟକୁ ୫ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରିବେ। ଏମାନଙ୍କୁ ଫେରାଇ ଆଣିବା ପାଇଁ ସରକାର ବିଭିନ୍ନ ବ୍ୟବସ୍ଥା…

ଗାଁ ଫେରିବାକୁ ବଢ଼ିଲା ଉତ୍କଣ୍ଠା: ୪୮ ଘଣ୍ଟାରେ ପଞ୍ଜୀକରଣ କଲେ ୪.୮୬ ଲକ୍ଷ

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶା ବାହାରେ ଲକ୍ଷ ଲକ୍ଷ ଓଡ଼ିଆ ଫସି ରହି ହଇରାଣ ହେଉଛନ୍ତି। ତେବେ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାକୁ ରାଜ୍ୟ ସରକାର ଘୋଷଣା କରିବା ସହ ଏଥିପାଇଁ ପଞ୍ଜୀକରଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଗାଁ ଫେରିବାକୁ…

ମାତିଲେ ନକଲି ପୋଲିସ: ବର୍ଦ୍ଦି ପିନ୍ଧି ଲୁଟିଲେ ସ୍କୁଟି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ନକଲି ପୋଲିସ। ଆପଣେଇଛନ୍ତି ନୂଆ ଫର୍ମୁଲା। ଆଇପିଏସ୍‌ ଅଫିସର ଏବଂ ଇନ୍ସପେକ୍ଟର ପରିଚୟ ଦେଇ ଗିରଫ ହୋଇଥିବା ଘଟଣାଭଳି ଅନୁରୂପ ଘଟଣା ଶହୀଦନଗର ଥାନା ଅଞ୍ଚଳରେ ଘଟିଛିି। ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିଥିବାରୁ ଜବତ ଆଳରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?