ଜାତିଗତ ଜନଗଣନାକୁ ସ୍ବାଗତ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କଲା ତୈଳିକ ବୈଶ୍ୟ ସମାଜ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ପଦକ୍ଷେପକୁ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ସ୍ବାଗତ କରାଯାଇଛି। ପଛୁଆବର୍ଗର ବିକାଶ ପାଇଁ ସରକାର ଏଭଳି ଦୃଢ ପଦକ୍ଷେପ ନେଇଥିବାରୁ ସୋମବାର...
ଭୁବନେଶ୍ୱର, ବାଲେଶ୍ୱରରୁ ୫ ବ୍ରାଉନସୁଗାର ଡିଲର ଗିରଫ: ୩୨୪ ଗ୍ରାମ ବ୍ରାଉନସୁଗାର, ୩.୫ ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର, ୨୦।୧(ବ୍ୟୁରୋ): ପୋଲିସ ଡିଜିଙ୍କ କଡା ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚର ଏସଟିଏଫ୍ ଟିମ୍ ନିଶା ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛି। ରବିବାର ଏସଟିଏଫ୍ ଟିମ୍ ବାଲେଶ୍ୱର ଏବଂ ଭୁବନେଶ୍ୱରର ବିଭିନ୍ନ ଯାଗାରେ ଚଢାଉ କରି ୫ ବ୍ରାଉନସୁଗାର ଡିଲରଙ୍କୁ...
‘କୃଷି ଓଡ଼ିଶା-୨୦୨୦’କୁ ଉଦ୍ଘାଟିତ; ସରକାର ସୁବବେଳେ ଚାଷୀଙ୍କ ସହ ଅଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’ ସୋମବାରଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି। ଏହାକୁ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ସବୁବେଳେ ଓଡ଼ିଶାର ଚାଷୀଙ୍କ ସହ ଅଛନ୍ତି। ନୂଆ କୃଷି ନୀତି ଚାଷୀ ବିକାଶର...
ଆଜିଠୁ ‘କୃଷି ଓଡ଼ିଶା-୨୦୨୦’
ଭୁବନେଶ୍ୱର,୨୦।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହେବ ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’। ଦେଶ, ବିଦେଶରେ କୃଷି କ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ଓ କୃଷି ପ୍ରଣାଳୀ ସହିତ...
ଖାଲି ପଡ଼ିଥିବା ଓଇଏସ୍ ପଦବୀ ତୁରନ୍ତ ପୂରଣ ଦାବି
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଅଧିକାଂଶ ବ୍ଲକ୍ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି ପଡ଼ିଛି। ଖାଲି ପଡ଼ିଥିବା ବିଇଓ, ଏବିଇଓ, ବିଆର୍ସିସି ପଦବୀ ପୂରଣ କରାଯାଉ ନ ଥିବାରୁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ସରକାର ଏଥିପ୍ରତି ଆଦୌ ତପତ୍ରତା ପ୍ରକାଶ...
ସରକାରୀ ଜମି ବିକ୍ରି କରି ଯୁବକ ଗିରଫ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ନିଜକୁ କଟକ ଏସ୍ସିବି ମେଡିକାଲର ଡାକ୍ତର କହି କେତେଜଣଙ୍କୁ ସରକାରୀ ଜମି ବିିକ୍ରି କରିଥିଲେ। ସେମାନେ ଠକେଇର ଶିକାର ହୋଇଥିବା ଜାଣିବା ପରେ ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ...
ସ୍ବପ୍ନ ଭାଙ୍ଗିଦେବ ଫଟା ଡଷ୍ଟ୍ବିନ୍
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଚଳିତ ବର୍ଷ ସ୍ବଚ୍ଛ ସର୍ବେକ୍ଷଣରେ ଭଲ ପ୍ରଦର୍ଶନ କରିବାକୁ ଆଶା ରଖିଛି। ନଂ.୧ ସ୍ମାର୍ଟସିଟି ଭଳି ସ୍ବଚ୍ଛ ସର୍ବେକ୍ଷଣକୁ ନେଇ ସ୍ବପ୍ନ ଦେଖୁଛି। ଏଥିପାଇଁ ଏକାଧିକ ଯୋଜନା ହାତକୁ ନେଇଥିବାବେଳେ ବହୁ ପ୍ରକଳ୍ପ...
ରେଳ ଓଭରବ୍ରିଜରେ ଆଲୋକ ବ୍ୟବସ୍ଥା କରିବାକୁ ଦାବି
ଭୁବନେଶ୍ୱର,୨୦।୧(ବ୍ୟୁରୋ): ବୀର ସୁରେନ୍ଦ୍ର ସାଏ ନଗରରୁ ମଞ୍ଚେଶ୍ୱର ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ରେଳ ଓଭରବ୍ରିଜକୁ ପ୍ରାୟ ତିନି ବର୍ଷ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଥିଲେ। କିନ୍ତୁ ଏବେ ସୁଦ୍ଧା ଏହାର ଆଲୋକୀକରଣ ହୋଇପାରିଲା ନାହିଁ। ରାତିରେ ବିନା...
ସ୍ବଚ୍ଛ ସହରାଞ୍ଚଳ ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଓଡ଼ିଶା ପ୍ରଶଂସିତ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟର ୧୧୪ଟି ପୌରସଂସ୍ଥା ମଧ୍ୟରୁ ୧୧୦ଟିକୁ କେନ୍ଦ୍ର ସରକାର ତୃତୀୟ ପକ୍ଷର ଆକଳନ ଆଧାରରେ ବାହ୍ୟ ମଳମୁକ୍ତ(ଓଡିଏଫ୍) ପୌରାଞ୍ଚଳ ଭାବେ ପ୍ରମାଣପତ୍ର ଦେଇଛନ୍ତି। ୨୦୧୯ରେ ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଓଡ଼ିଶାର ସ୍ଥାନ ୧୭ରେ ରହିଛି। ଇତିମଧ୍ୟରେ ପୌରାଞ୍ଚଳରେ...
ଭାଜପା ରାଷ୍ଟ୍ରୀୟ ସଭାପତି ଚୟନ ଲାଗି ରାଜ୍ୟ ନେତାଙ୍କ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ଭାବେ ବରିଷ୍ଠ ନେତା ସମୀର ମହାନ୍ତି ଦାୟିତ୍ୱ ନେବାପରେ ପ୍ରଥମ ଥର ଲାଗି ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ଭାଜପା ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଜେପି ନଡ୍ଡା ନାମାଙ୍କନପତ୍ର ଦାଖଲ କରିବେ। ତେଣୁ ଏହି...
ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ଚିହ୍ନଟ ଆରମ୍ଭ
ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ରୁକୁଣା ତଥା ଅଶୋକାଷ୍ଟମୀ ରଥଯାତ୍ରା ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତା ଶ୍ରୀପଞ୍ଚମୀରେ ଶ୍ରୀଜୀଉଙ୍କ ରଥଗୋଟା ଅନୁକୂଳ ପାରମ୍ପରିକ...
ଘରକୁ ଫେରିଲେ ଇଞ୍ଜିନିୟର ଭିକାରି
ପୁରୀ ଅଫିସ/ଭୁବନେଶ୍ୱର,୨୦।୧(ବ୍ୟୁରୋ): ଘରୁ ବିମୁଖ ହୋଇ ଶ୍ରୀକ୍ଷେତ୍ରକୁ ଚାଲି ଆସିଥିଲେ। ଜଣେ ଉଚ୍ଚଶିକ୍ଷିତ ହୋଇ ମଧ୍ୟ କୌଣସି କାମଧନ୍ଦା ପାଇ ନ ଥିଲେ। କିଛିଦିନ ଏଣେତେଣେ ବୁଲିବା ପରେ ବଡ଼ଦାଣ୍ଡରେ ଭିକ୍ଷାବୃତ୍ତିକୁ ଗ୍ରହଣ କରିନେଇଥିଲେ। ଭକ୍ତଙ୍କଠାରୁ ଯାହାକିଛି ମିଳୁଥିଲା ତାହାକୁ...
Archives


