ମେଟ୍ରୋ

ହସିବ ଓଡ଼ିଶା…ଫେରିବ ଖୁସିର ଦିନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାତ୍ୟା ହେଉ କି ବନ୍ୟା। ଦୃଢତାର ସହ ମୁକାବିଲା କରିବାରେ କେବେ ପଛଘୁଞ୍ଚା ଦେଇନି ଓଡ଼ିଶା। ଯେତେ ପ୍ରାକୃତିକ ବିପର୍ଯ୍ୟୟ ଆସିଲେ ବି ଭାଙ୍ଗିପଡ଼ିନାହାନ୍ତି ଓଡ଼ିଶାବାସୀ। ପ୍ରତିଥର ଅଣ୍ଟାସଳଖି ଛିଡ଼ାହୋଇଛନ୍ତି। ପୂର୍ବଗୌରବ ଫେରିବା ସହ ନୂଆ ସକାଳ ଆସିଛି, ଆଉ…

ବିନା ଅନୁମତିରେ ଦୋକାନ ଖୋଲି ତଣ୍ଡ ଗଣିଲେ: ୫୦ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କରୋନା ସଂକ୍ରମଣରୁ ସହରକୁ ମୁକ୍ତ କରିବା ଲକ୍ଷ୍ୟରେ କଟକଣା ବଳବତ୍ତର ରଖିଛି। କେନ୍ଦ୍ର ସରକାର ଶନିବାର ସର୍ତ୍ତମୂଳକ ଭାବେ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ଭୁବନେଶ୍ୱରର କେତେଜଣ ଦୋକାନୀ ବିଏମ୍‌ସିର ବିନା ଅନୁମତିରେ…

ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ: ରାଜ୍ୟରେ ମୋଟ୍‌ ସୁସ୍ଥ ହେଲେଣି ୩୭

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଉଭୟ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ୨ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କରୋନାରେ ଖବରଦାତାଙ୍କ ମୃତ୍ୟୁ ଘଟିଲେ ମିଳିବ ୧୫ ଲକ୍ଷ ଟଙ୍କା

ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ଯୋଗୁ ସାରା ବିଶ୍ୱରେ ଏକ ବିରାଟ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ କରୋନା ଭାଇରସ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଖବରଦାତାମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ୱ ନିର୍ବାହ କରି ଚାଲିଛନ୍ତି। ତେଣୁ କାର୍ଯ୍ୟରତ…

ଲକ୍‌ଡାଉନ ଅବଧି ଆଉ ମାସେ ବଢ଼ାଯାଉ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ମୁକାବିଲାର ଗୋଟିଏ ବାଟ ହେଉଛି ଲକ୍‌ଡାଉନ୍‌। ତେଣୁ ଏହି ଲକ୍‌ଡାଉନକୁ ଆହୁରି ମାସେ ବଢ଼ାଇବା ଦରକାର। କରୋନା ଚେନ୍‌କୁ ଭାଙ୍ଗିବାକୁ ହେଲେ ଲକ୍‌ଡାଉନ ବଢ଼ାଇବାକୁ ହେବ ବୋଲି ସୋମବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।…

କୋଭିଡ୍‌-୧୯ ପରିଚାଳନା: ୨୨ ଆଇଏଏସ୍‌ଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ବିଭିନ୍ନ ସଂକ୍ରମିତ, ଅଣସଂକ୍ରମିତ ସ୍ଥାନର ସମସ୍ତ ପ୍ରଶାସନିକ କାର୍ଯ୍ୟର ତଦାରଖ ପାଇଁ ୧୨ ଜଣ ଆଇଏଏସ୍‌ ଅଧିକାରୀଙ୍କୁ ସ୍ବତନ୍ତ୍ର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ରବିବାର ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆଇଏଏସ୍‌ ଅଧିକାରୀ ଅନୁ…

ଭୁବନେଶ୍ୱରରେ ଗଡ଼ିଲା ସବୁ ଓଲା, ଉବର

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱରରେ ରବିବାରଠାରୁ କ୍ୟାବ୍‌ ସେବା ପ୍ରଦାନକାରୀ ସଂସ୍ଥା ଓଲା, ଉବରରେ ପଞ୍ଜୀକୃତ ଯାନବାହନ ଚଳାଚଳ ଆରମ୍ଭ କରିଛି। ଏଥିପାଇଁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଛି। ଲକ୍‌ଡାଉନ୍‌ ଜାରି ରହିଥିବାରୁ କେବଳ ଜରୁରିକାଳୀନ ବୁକିଂ ହୋଇପାରିବ। ଏଥିରେ ପାରା ମେଡିକାଲ କର୍ମଚାରୀ,…

ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ୪ ମହିଳା, ଜଣେ ପୁରୁଷ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ୫ କରୋନା…

ରାଜେଶ ବର୍ମାଙ୍କୁ କର୍ପୋରେଟ ବ୍ୟାପାର

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଓଡ଼ିଆ କ୍ୟାଡର ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମାଙ୍କୁ କେନ୍ଦ୍ର ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରୂପେ ନିଯୁକ୍ତି ଦିିଆଯାଇଛି। ୧୯୮୭ ବ୍ୟାଚ୍‌ର ଏହି ଅଧିକାରୀ ଏଯାବତ୍‌ କେନ୍ଦ୍ରରେ କୃଷି, ସମବାୟ ଏବଂ କୃଷକ କଲ୍ୟାଣ ବ୍ୟାପାରର ସ୍ବତନ୍ତ୍ର ସଚିବ…

କରୋନା ମୁକାବିଲା: ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭରୁ ସତର୍କତା ଅବଲମ୍ବନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ କରିବା ପାଇଁ ବିଧାନସଭା ବଜେଟ ଅଧିବେଶନକୁ ହ୍ରାସ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ଲୋକପ୍ରତିନିଧିମାନେ ବିଧାନସଭା ପରିସରରୁ…

୩୮ ମତ୍ସ୍ୟଜୀବୀ ଚେନ୍ନାଇରୁ ସମୁଦ୍ର ପଥରେ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା(କୋଭିଡ-୧୯) ଲକ୍‌ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଅତିଷ୍ଠ ହୋଇପଡ଼ିଲେଣି। ରିଲିଫ କ୍ୟାମ୍ପରେ ସେମାନଙ୍କୁ ଉପଯୁକ୍ତ ଖାଦ୍ୟ ଓ ଚିକିତ୍ସା ସୁବିଧା ମିଳୁ ନାହିଁ। ମାନସିକସ୍ତରରେ ମଧ୍ୟ ଅନେକେ ଭାଙ୍ଗି ପଡ଼ିଛନ୍ତି। ଲକ୍‌ଡାଉନ କେବେ ଖୋଲିବ, କାମଧନ୍ଦା…

ଭୁବନେଶ୍ୱରରେ କୋହଳ ହେବନି ବଜାର କଟକଣା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱରରୁ ୧୧ ଦିନ ହେବ କେହି ପଜିଟିଭ୍‌ ଚିହ୍ନଟ ହୋଇନାହାନ୍ତି। କିନ୍ତୁ ଏବେବି ରାଜଧାନୀ ବିପଦ ଟଳି ନ ଥିବାରୁ ରେଡ୍‌ ଜୋନ୍‌ରେ ରହିଛି। ତେଣୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲୋକଙ୍କ ଜୀବନକୁ ପୁଣି ଥରେ ବିପଦରେ ପକାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?