ମେଟ୍ରୋ

ଆସନ୍ତା ୨୨ରେ ବିମାନରେ ଉଡ଼ିବେ ୪୪ ଦିବ୍ୟାଙ୍ଗ ପିଲା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବିମାନରେ ଉଡିବେ ଦିବ୍ୟାଙ୍ଗ ପିଲା। ଦୂର ଦିଗ୍‌ବଳୟରୁ ଦୁନିଆକୁ ଦେଖିବାର ସୌଭାଗ୍ୟ ଅର୍ଜନ କରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏକ ଏନ୍‌ଜିଓ ସଂସ୍ଥା ଏପରି...

ଓଡ଼ିଶାରୁ ସର୍ବାଧିକ କୋଇଲା ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଖଣି ଥିବା ରାଜ୍ୟରୁ ସ୍ବତନ୍ତ୍ର ଟିକସ ଆଦାୟ ହୋଇଥାଏ। ଏହି ଟିକସ ଦେଶର ଅର୍ଥନୀତିକୁ ସମୃଦ୍ଧ କରିଥାଏ। ହେଲେ ଖଣି ଥିବା ରାଜ୍ୟର ସେପରି ଉନ୍ନତି ହେଉଥିବା ମନେ ହେଉ ନାହିଁ। ଓଡ଼ିଶାରୁ ପ୍ରତିବର୍ଷ ବହୁ ପରିମାଣରେ କୋଇଲା...

ମଦ ପାଇଁ ମା’, ଭଉଣୀଙ୍କୁ ହାଣିଥିବା ଯୁବକ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ):ମଦ ପିଇବା ପାଇଁ ଟଙ୍କା ମାଗି ମା’ଓ ଭଉଣୀଙ୍କୁ ହାଣିବା ଘଟଣାରେ ଏୟାରଫିଲ୍ଡ ଥାନା ପୋଲିସ ଅଭିଯୁକ୍ତ ଶଙ୍କର୍ଷଣ ନାୟକ(୩୫)ଙ୍କୁ ଗିରଫ କରିଛି। ସେ ସୁନ୍ଦରପଦା ମଣ୍ଡପସାହିରେ ରୁହନ୍ତି। ଶୁକ୍ରବାର ଶଙ୍କର୍ଷଣ ମା’ ରୁକ୍ମଣୀ ନାୟକ(୭୫)ଙ୍କୁ ମଦ ପିଇବା ପାଇଁ...

ହୋଇପାରିଲାନି ଫାର୍ମଗେଟ୍‌ ବସ୍ତି ଉଚ୍ଛେଦ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ହୋଇପାରିଲାନି ଫାର୍ମଗେଟ୍‌ ବସ୍ତି ଉଚ୍ଛେଦ। ରବିବାର ବସ୍ତି ଉଚ୍ଛେଦ ପାଇଁ ଯାଇଥିବାବେଳେ ବସ୍ତିବାସିନ୍ଦାମାନେ ପୋଲିସ ଓ ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌କୁ ବିରୋଧ କରିବାରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଡିଏ ଓ ବିଏମ୍‌ସିର ବରିଷ୍ଠ ଅଧିକାରୀଙ୍କ ବୁଝାଶୁଝା ସତ୍ତ୍ୱେ ବସ୍ତିବାସିନ୍ଦା...

ଶ୍ରୀଲିଙ୍ଗରାଜ ମନ୍ଦିର: କାମରେ ଲାଗୁନି ପାଦ ଚଲା ପଥ

ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗର ତରବରିଆ ଏବଂ ଖାମଖିଆଲ କାର୍ଯ୍ୟ ନେଇ ବହୁ ଯୋଜନା ସଫଳ ରୂପାୟନ ହେଉ ନ ଥିବା ଅଭିଯୋଗ ହେଉଛି। ଆମସାର ଆକ୍ଟ ଉଲ୍ଲଂଘନ କରି ବ୍ୟାଖ୍ୟାନ କେନ୍ଦ୍ର, ଟୁରିଷ୍ଟ ଶେଡରେ କୋଟି କୋଟି...

ମାର୍କେଟ ବିଲ୍ଡିଂ ଘଟଣା: ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ରବିବାର ମୁଖ୍ୟ ଅଭିଯୁକ୍ତ ତଥା ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁ ଓ ତାଙ୍କ ୫...

କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ନିଶ୍ଚିତ ହେବ ବୋଲି କହିଲେ ପ୍ରଦୀପ

ଭୁବନେଶ୍ୱର,୨୦।୧(ବ୍ୟୁରୋ): କଂଗ୍ରେସରେ ସଭାପତି ପଦରେ ପରିବର୍ତ୍ତନକୁ ନେଇ ବାଦ ବିବାଦ ଲାଗି ରହିଛି। ଏହାସହ ଛାତ୍ର, ଯୁବ ସଭାପତି ପଦକୁ ନେଇ ମଧ୍ୟ ସମାନସ୍ଥିତି ରହିଛି। ଏଭଳି ବିବାଦ ଚାଲିଥିବା ବେଳେ କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟରେ ଗତ ଶୁକ୍ରବାର ବାଉନ୍ସର...

ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକ ଉଦ୍ଧାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଏହି ଶ୍ରମିକମାନେ କାମ ଆଶାରେ ଠିକା ସଂସ୍ଥା ଦ୍ୱାରା ଶ୍ରୀଲଙ୍କା ଯାଇଥିଲେ। ସେଠାରେ ଦୈନିକ ୧୪ରୁ ୧୫ ଘଣ୍ଟା କାମ କରିବା ସହ ନିମ୍ନମାନର ଖାଦ୍ୟ ଗ୍ରହଣ କରୁଥିଲେ।...

ଆରମ୍ଭ ହେଲା ଇ-ଚେକ୍‌ଗେଟ୍‌ ବ୍ୟବସ୍ଥା: ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ଲୋକେ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ମୋବାଇଲ୍‌ ଫୋନ୍‌ ଆପ୍ଲିକେଶନ (ଆପ୍‌) ମାଧ୍ୟମରେ ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ସାଧାରଣ ଲୋକେ। ଏଥିପାଇଁ ପ୍ରଚଳନ ହେବ ସିଟିଜେନ ରିପୋର୍ଟିଂ ଆପ୍‌। ଲୋକେ ବେପରୁଆ ଗାଡ଼ିଚାଳକଙ୍କ ଫଟୋ ଉଠାଇ ଉକ୍ତ ଆପ୍‌ ଜରିଆରେ ପଠାଇବେ। ଆବଶ୍ୟକ ଯାଞ୍ଚ...

ଭୁବନେଶ୍ୱରରୁ ସୁରଟକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ବହୁଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ସୋମବାର ସକାଳ ୮.୪୦ମିନିଟ୍‌ରୁ ଏୟାର ଇଣ୍ଡିଆର ଏ୩୨୧ ବିମାନ  ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮୧ ଜଣ ଯାତ୍ରୀଙ୍କୁ ନେଇ ସୁରଟକୁ ସିଧାସଳଖ  ଉଡ଼ାଣ ଆରମ୍ଭ କରିଛି। ମାତ୍ର ଦୁଇଘଣ୍ଟାରେ...

ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ: ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଲୋକପ୍ରିୟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ରବିବାର ପରଲୋକ ଘଟିଛି । ସୁନନ୍ଦାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଦେହାନ୍ତ ସମ୍ପର୍କରେ ଜାଣି ସେ ଦୁଃଖିତ ଥିବା ଟୁଇଟ୍‌ କରିଛନ୍ତି।...

ବଳଶାଳୀ ବିଲ୍‌ଡରଙ୍କ ବଡ଼ କାରନାମା: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବେଖାତିର, ପୁଣି ଜବରଦଖଲ ଉଦ୍ୟମ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଭୁବନେଶ୍ୱରରେ ଏବେ ଜମି ଦର ଆକାଶଛୁଆଁ। ଜଣେ ସାଧାରଣ ବର୍ଗର ଲୋକ ପାଇଁ ଭୁବନେଶ୍ୱରରେ ଜମି କିଣିବା ସ୍ବପ୍ନ। ଏପରି ସ୍ଥଳେ କେତେକ ଅସାଧୁ ଅଫିସରଙ୍କ ସହାୟତାରେ ଜାଲ ନକ୍ସା ତିଆରି କରି ଏକରରୁ ଊର୍ଦ୍ଧ୍ୱ ଜଳାଶୟ ଜମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri