ମେଟ୍ରୋ

CORONAVIRUS UPDATE: ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଛୁଇଁଲା

ଭୁବନେଶ୍ୱର,୨୫।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ଏବଂ ଏମାନେ କଲିକତା ଫେରନ୍ତା ବୋଲି ଶନିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟରୁ…

କରୋନା ଯୋଦ୍ଧାଙ୍କ ପାଇଁ ସ୍ବତନ୍ତ୍ର ପୋର୍ଟାଲ

ଭୁବନେଶ୍ୱର,୨୫ା୪(ବ୍ୟୁରୋ)- କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଏକ ବିରାଟ ଆହ୍ବାନ ସୃଷ୍ଟିକରିଛି। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ମାଧ୍ୟମରେ ଏହି ମହାମାରୀର ମୁକାବିଲା କରୁଥିବା ବେଳେ ଜନସାଧାରଣ ଏହି ଲଢେଇରେ ସାମିଲ ହେବାକୁ ଅନୁରୋଧ କରିଛନ୍ତି…

CORONAVIRUS UPDATE: ଆଉ ଜଣେ ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର, ୨୫।୪ (ବ୍ୟୁରୋ)- ରାଜ୍ୟ ପାଇଁ ଏକ ଖୁସିଖବର, ଆଉ ଜଣେ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସୁସ୍ଥ ହେବା ସଂଖ୍ୟା ୩୪ରେ ପହଞ୍ଚିଛି। ଶନିବାର ସୁସ୍ଥ ହୋଇଥିବା ଆକ୍ରାନ୍ତ ହେଲେ ସୁନ୍ଦରଗଡ ଜିଲା(ରାଉରକେଲା)ର।…

୩୦ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ମହାରାଷ୍ଟ୍ର ଏବଂ ଛତିଶଗଡ଼ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏପ୍ରିଲ ୩୦ ଯାଏ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ଆଉ ୩ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କଲେ ରାଜ୍ୟ ସରକାର: ବାଲେଶ୍ୱରର ୨, ଭଦ୍ରକର ଜଣେ

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ରାଜ୍ୟ ସରକାର ଶନିବାର ସନ୍ଧ୍ୟାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କରିଛନ୍ତି। କିଛି ସମୟ ପୂର୍ବରୁ ୪ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ ପାଇଥିବା ବେଳେ ବର୍ତ୍ତମାନ ଆଉ ୩ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି…

ଯାଜପୁରର ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ, ୩ ଜଣଙ୍କୁ ସଂକ୍ରମିତ କରିଛନ୍ତି ୭୩ ନଂ ଆକ୍ରାନ୍ତ

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ଯାଜପୁରର ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଶନିବାର ସନ୍ଧ୍ୟାରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ ପାଇଛି। ଆକ୍ରାନ୍ତ ନଂ ୮୪, ୮୫, ୮୬ ଏବଂ ୮୭ଙ୍କ ବିବରଣୀ ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୩ ଜଣଙ୍କୁ ସଂକ୍ରମିତ…

ଓଡ଼ିଶା ଆସିବାକୁ ଚାହୁଁଥିଲେ ସରକାରୀ ପୋର୍ଟାଲରେ ପଞ୍ଜୀକୃତ ହେବା ବାଧ୍ୟତାମୂଳକ: ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟସୀମା ସରିବା ପରେ ଓଡ଼ିଶାକୁ ପ୍ରବାସୀ ଓଡ଼ିଆ ଫେରିବାର ଯଥେଷ୍ଟ ରହିଛି। ଯେହେତୁ ସେମାନେ ସଂକ୍ରମିତ ଦେଶ/ରାଜ୍ୟରୁ ଆସୁଥାଇ ପାରନ୍ତି ତେଣୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ଏନେଇ ଆଗୁଆ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ପଞ୍ଜୀକରଣ ବ୍ୟବସ୍ଥା…

ଆଗାମୀ ଦିନରେ ସମ୍ପୂର୍ଣ୍ଣ ସରକାର-ସମାଜକୁ ସମନ୍ବିତ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ମେ ୩ ତାରିଖରେ ଶେଷ ହେବ ଲକ୍‌ଡାଉନ୍‌। ଏହାପରେ ବାହାରେ ଫସି ରହିଥିବା ଓଡ଼ିଆ ଘରକୁ ଫେରିବେ। ହେଲେ ଆକ୍ରାନ୍ତ ରାଜ୍ୟରୁ ଫେରୁଥିବାରୁ ସଂକ୍ରମଣ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଜୀକରଣ ବ୍ୟବସ୍ଥା…

ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସଙ୍ଗ: ବଢ଼ିବ କେନ୍ଦ୍ର, ପରୀକ୍ଷକଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୪(ବ୍ୟୁରୋ): କରୋନାକୁ ନେଇ ଜାରି ରହିଥିବା ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ମାଟ୍ରିକ ଖାତା ମୂଲ୍ୟାୟନକୁ ସ୍ଥଗିତ ରଖାଯାଇଥିଲା। ଏହା ପୁନଃ ଆରମ୍ଭ ହେବା ନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କରୋନା…

କରୋନା ପରେ ଓଡ଼ିଶାକୁ ବାତ୍ୟା ଭୟ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସମଗ୍ର ଦେଶ କରୋନା ଭାଇରସ୍‌ ସଂକ୍ରମଣ ମହାସଙ୍କଟ ଦେଇ ଗତି କରୁଛି। ଦିନକୁ ଦିନ ଦେଶ ଓ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ ଏପର୍ଯ୍ୟନ୍ତ ୯୪ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିସାରିଛି। ଏହାରି…

ବିଧି ରକ୍ଷା ହେଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୫ା୪: ଶ୍ରୀମନ୍ଦିର ଭିତରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ରଥଖଳାରେ ନୁହେଁ ମେଘନାଦ ପାଚେରି ପରିସରରେ ହେବ ଅକ୍ଷୟ ତୃତୀୟା ନୀତି । ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ କରାଯିବ । କିନ୍ତୁ ମେ ୩ ତାରିଖ…

ଶ୍ରମିକଙ୍କୁ ଆଣିବା ଆଗରୁ କରୋନା ପରୀକ୍ଷା ଜରୁରୀ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଆଲୋଚନା କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହର୍ଷବର୍ଦ୍ଧନ ଆଲୋଚନା ମଧ୍ୟ କରିଛନ୍ତି। ମନ୍ତ୍ରୀ ଦାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?