ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର
ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ କାର୍ଯ୍ୟାଳୟକୁ ସେମାନଙ୍କୁ ଆଣିବା ଠିକ୍ ହୋଇନାହିଁ। ରାଜନୀତିରେ ଏମିତି ଉଚିତ୍ ନୁହେଁ, ଗୁଣ୍ଡା...
ଏଣିକି ବାଇକ୍ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ: ମନ୍ତ୍ରୀ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା ପରେ ମନ୍ତ୍ରୀ କହିଛନ୍ତି, ଏଣିକି ବାଇକ୍ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲମେଟ...
ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର
ଭୁବନେଶ୍ୱର,୧୮ା୧(ବ୍ୟୁରୋ): ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରେ ଆୟୋଜିତ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ (ଭାରତ ଅଞ୍ଚଳ) ସମ୍ମିଳନୀରେ ଯୋଗଦେଇଛନ୍ତି ା ଲକ୍ଷ୍ନୌ ବିଧାନଭବନରେ ଆୟୋଜିତ ଏହି ସମ୍ମିଳନୀରେ ଲୋକ ସଭା ଓ ରାଜ୍ୟ ବିଧାନସଭାର ଉପଯୁକ୍ତ...
‘ଡିଜିଟାଲ ମାଧ୍ୟମ ଗଣତନ୍ତ୍ରରେ ସହଭାଗିତା ବୃଦ୍ଧି କରିବ’
ଭୁବନେଶ୍ୱର,୧୮ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ମଧ୍ୟରେ ଟେକ୍ନୋଲୋଜି(ବୈଷୟିକ ବିଦ୍ୟା) ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଡିଜିଟାଲ ମାଧ୍ୟମ ଦ୍ୱାରା ଲୋକମାନେ ଗଣତନ୍ତ୍ରରେ ସିଧାସଳଖ ଭାଗ ନେଇପାରିବେ। ତେଣୁ ଗଣତନ୍ତ୍ରରେ ଡିଜିଟାଲ ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ସମସ୍ତ ପଦକ୍ଷେପ...
ଧିମେଇଯାଇଛି ଏକାମ୍ର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ
ପୁରୁଣା ଭୁବନେଶ୍ୱର,୧୮ା୧(ଡିଏନ୍ଏ): ଏକାମ୍ର ଶ୍ରୀ ଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହଠାତ୍ ଧିମେଇ ଯାଇଛି। ମିଳିତ ଉଚ୍ଛେଦ ଟିମ୍ ଶ୍ରୀ ଲିଙ୍ଗରାଜ ମନ୍ଦିର ଓ ଦେବୀ ପାଦହରା ନିକଟରୁ ସରକାରୀ ଅବୈଧ ନିର୍ମାଣ ଉଚ୍ଛେଦ କରିବା ସହ...
ମଦ ପାଇଁ ୮୫ ବର୍ଷର ମା’, ଭଉଣୀଙ୍କୁ ହାଣିଲେ
ଭୁବନେଶ୍ୱର,୧୮ା୧(ବ୍ୟୁରୋ): ମଦ ପାଇଁ ଅନ୍ଧ ପାଲଟିଲେ ନିର୍ଦ୍ଦୟ ପୁଅ। ୮୫ ବର୍ଷର ବୃଦ୍ଧ ମା’ ଓ ୬୮ ବର୍ଷର ଭଉଣୀଙ୍କୁ ଗୋଡାଇ ଗୋଡାଇ ହାଣିଲେ। ଯନ୍ତ୍ରଣାରେ ଛଟପଟ ହେଉଥିଲେ ମଧ୍ୟ ସେମାନଙ୍କୁ ଡାକ୍ତରଖାନାକୁ ନେବାକୁ କେହି ନ ଥିଲେ। ଏୟାରଫିଲ୍ଡ...
ଆଧୁନିକୀକରଣ ଯୋଗୁ ପ୍ରଭାବିତ ହେବ ୩ ଟ୍ରେନ୍
ଭୁବନେଶ୍ୱର, ୧୮ା୧ (ବ୍ୟୁରୋ): ରେଳଧାରଣାର ଆଧୁନିକୀକରଣ ତଥା ଦୋହରୀକରଣ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥରେ ୩ଟି ଗୁରୁତ୍ୱପୂର୍ଣ୍ଣ ଟ୍ରେନ୍ର ଚଳାଚଳରେ ପରିବର୍ତ୍ତନ କରାଯିବ। ଦକ୍ଷିଣ କେନ୍ଦ୍ରୀୟ ରେଳପଥ ଅନ୍ତର୍ଗତ ଗୁଁଟୁର ଓ ଗୁଁଟକାଲ ରେଳ ସେକ୍ସନ ମଧ୍ୟରେ ରେଳ ଲାଇନର...
ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି ଅଧିକାଂଶ ଯୁବପିଢ଼ି
ଭୁବନେଶ୍ୱର,୧୮ା୧(ବ୍ୟୁରୋ): ଦେଶରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର କ୍ରମଶଃ ବଢ଼ିବାରେ ଲାଗିଛି, ଯେଉଁମାନଙ୍କ ମଧ୍ୟରେ ସର୍ବାଧିକ ୧୮ ରୁ ୩୫ ବର୍ଷର ବୟସ୍କ ବ୍ୟକ୍ତି ରହୁଛନ୍ତି। ଏହାକୁ ନେଇ ବିଶେଷଜ୍ଞମାନେ ଏବେ ଚିନ୍ତାପ୍ରକଟ କରୁଥିବାବେଳେ ବେପରୁଆ ଗାଡ଼ିଚାଳନା, ଖରାପ ରାସ୍ତା ଏବଂ...
ସମୂହ ଆତ୍ମାହୁତି ପାଇଁ ଆଶାୟୀ ଶିକ୍ଷକ ସଂଘର ଚେତାବନୀ
ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ହାଇସ୍କୁଲରେ କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ହେଉନାହାନ୍ତି। ୨୦୧୯ ସୁଦ୍ଧା ପ୍ରାୟ ୧୫ ହଜାର କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ପଦବୀ ଖାଲି ଥିଲେ ମଧ୍ୟ ଗଣଶିକ୍ଷା ବିଭାଗ କୌଣସି ପଦକ୍ଷେପ ନେଉନାହିଁ...
୨୦ରୁ ‘କୃଷି ଓଡ଼ିଶା-୨୦୨୦’
ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ କୃଷିକ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ସହିତ ପରିଚିତ କରାଇବା ଲକ୍ଷ୍ୟ ନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆସନ୍ତା ୨୦ରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି...
ନିୟମ ଉଲ୍ଲଂଘନ ଦେଶର ବିକାଶରେ ବାଧା ସୃଷ୍ଟି କରେ
ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ଭାରତ ବ୍ୟତୀତ ଅନ୍ୟ ଦେଶଗୁଡ଼ିକରେ ଟ୍ରାଫିକ୍ ଲାଇଟ୍ ମାଧ୍ୟମରେ ଟ୍ରାଫିକ୍ ନିୟନ୍ତ୍ରିତ ହୋଇଥାଏ। କିନ୍ତୁ ଭାରତରେ ଟ୍ରାଫିକ୍ ନିୟନ୍ତ୍ରଣ ଲାଗି ପୋଲିସ ନିୟୋଜିତ ହୋଇଥିଲେ ମଧ୍ୟ ଲୋକେ ଟ୍ରାଫିକ୍ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି। ତେଣୁ ମାନସିକତାରେ...
ଗଞ୍ଜେଇ ବିକି ସେଲୁନ୍ ଦୋକାନୀ ଗିରଫ
ବାରଙ୍ଗ,୧୮ା୧(ଡି.ଏନ.ଏ): ସେଲୁନ୍ ଦୋକାନରେ ଗଞ୍ଜେଇ ବିକିବାବେଳେ ଶୁକ୍ରବାର ପୋଲିସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି ଦୋକାନ ମାଲିକ। ସେ ହେଲେ ନନ୍ଦନକାନନ ଥାନା ଅନ୍ତର୍ଗତ ପଦା ସାହି ଗ୍ରାମର ଅମୂଲ୍ୟ ବାରିକ। ଏ ନେଇ ପୋଲିସ ଅମୂଲ୍ୟଙ୍କଠାରୁ ୧କେଜି ୧୪୭ଗ୍ରାମ...
Archives


