ଲିଙ୍ଗରାଜଙ୍କ ନୀତି ବନ୍ଦ
ପୁରୁଣା ଭୁବନେଶ୍ୱର, ୨।୪ (ଡି.ଏନ୍.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବର୍ଷ ବର୍ଷ ଧରି ପାଳିତ ହେଉଥିବା ବହୁ ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବାରେ ଲାଗିଛି। ପୂର୍ବରୁ ୯ଶହ ବର୍ଷର ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ ହୋଇଯାଇଥିବାବେଳେ ଚଳିତବର୍ଷ ରୁକୁଣା ରଥଯାତ୍ରା ଲକ୍ଡାଉନ୍ ପାଇଁ ବୁଧବାର ହୋଇପାରିନି।…
ନିଜାମୁଦ୍ଦିନ୍ରୁ ଓଡ଼ିଶାକୁ ଫେରିଥିବା ୬ବିଦେଶୀଙ୍କ ସମେତ ୨୦ ଚିହ୍ନଟ: ୧୫ଜଣଙ୍କ ରିପୋର୍ଟ ନେଗେଟିଭ୍
ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍ରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାକୁ ଆସିଥିବା ଲୋକଙ୍କ ମଧ୍ୟରୁ ୬ଜଣ ବିଦେଶୀଙ୍କ ସମେତ ୨୦ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସମସ୍ତଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ୧୫ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବାବେଳେ ୫ଜଣଙ୍କ ରିପୋର୍ଟ ହସ୍ତଗତ…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ
ଭୁବନେଶ୍ୱର, ୨।୪(ବ୍ୟୁରୋ): ଲକ୍ଡାଉନ୍ ପରେ ଦୁଗ୍ଧଚାଷୀମାନେ ମଧ୍ୟ ବ୍ୟାପକ କ୍ଷତି ସହିବାରେ ଲାଗିଛନ୍ତି। ସେମାନେ ଆଉ ପୂର୍ବଭଳି କୌଣସି ସଂସ୍ଥାକୁ କ୍ଷୀର ଯୋଗାଇପାରୁ ନ ଥିବାବେଳେ ଦୋକାନ, ବଜାର ବନ୍ଦ କାରଣରୁ ପ୍ରଚୁର ପରିମାଣର କ୍ଷତି ସହୁଛନ୍ତି। ସେହିପରି ଓମ୍ଫେଡ୍ ମଧ୍ୟ…
ଇସ୍ପାତ କ୍ଷେତ୍ରରୁ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ୫୦୦କୋଟି
ଭୁବନେଶ୍ୱର, ୨।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ତୈଳ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓ କର୍ମଚାରୀମାନେ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏକକାଳୀନ ସର୍ବାଧିକ ଟଙ୍କା ଦାନ କରିଥିଲେ। ସେହିପରି ଇସ୍ପାତ କ୍ଷେତ୍ର ପିଏସ୍ୟୁ ଏବଂ ବେସରକାରୀ କ୍ଷେତ୍ର ମିଳିତଭାବେ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ…
ଘରେ ପାଳନ ହେଲା ଓଡ଼ିଶା ଦିବସ
ଭୁବନେଶ୍ୱର,୨।୪(ବ୍ୟୁରୋ): ସ୍ବତନ୍ତ୍ର ପ୍ରଦେଶ ଗଠନ ହେବାର ୮୫ ବର୍ଷରେ ପଦାର୍ପଣ କରିଛି ଓଡ଼ିଶା। ଏହି ପରିପ୍ରେକ୍ଷୀରେ ପ୍ରତିବର୍ଷ ଏପ୍ରିଲ ୧ରେ ରାଜ୍ୟ ତଥା ବାହାରେ ମହାଆଡ଼ମ୍ବରରେ ପାଳନ ହେଉଥିବା ଉତ୍କଳ ଦିବସ (ଓଡ଼ିଶା ଦିବସ) ଏଥର କିନ୍ତୁ କରୋନା ଲକ୍ଡାଇନ୍ ପାଇଁ…
ଭେଣ୍ଡିଂ ଜୋନ୍ରେ ଜଳିଗଲା ୮ ଦୋକାନ
ଭୁବନେଶ୍ୱର,୨।୪ (ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏଜି ଛକ ନିକଟ ଭେଣ୍ଡିଂଜୋନ୍ରେ ବୁଧବାର ରାତି ପ୍ରାୟ ୯ଟାରେ ନିଆଁ ଲାଗି ୮ ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିବାରୁ ସେଠାରେ ଥିବା ଅନ୍ୟ ୧୫ ଦୋକାନ ବର୍ତ୍ତି…
ନିରାଡ଼ମ୍ବରରେ ଜନ୍ମଦିନ ପାଳିବେ ପ୍ରଭୁ ଶ୍ରୀରାମ
ଭୁବନେଶ୍ୱର,୨।୪(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ବନ୍ଦ ରହିଛି ରାଜ୍ୟର ସମସ୍ତ ମଠ, ମନ୍ଦିର ଓ ମସ୍ଜିଦ। ଏଭଳିସ୍ଥଳେ ଗୁରୁବାର ହେଉଛି ପବିତ୍ର ରାମନବମୀ। ସର୍ବସାଧାରଣଙ୍କ ପାଇଁ ସମସ୍ତ ମନ୍ଦିର ଦ୍ୱାର ବନ୍ଦ ରହିଥିବାବେଳେ ଠାକୁରଙ୍କର କେବଳ ନୀତିକାନ୍ତି କରାଯାଉଛି। ତେଣୁ ପ୍ରତିବର୍ଷ ଧୂମ୍ଧାମ୍ରେ…
ସାନିଟାଇଜ ସହ ଭୂତାଣୁନାଶକ ଧୂଆଁ ସ୍ପ୍ରେ
ଭୁବନେଶ୍ୱର, ୨।୪ (ବ୍ୟୁରୋ)/ କଟକରୋଡ, (ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ବିଶୋଧନ କାର୍ଯ୍ୟକ୍ରମ। ବୁଧବାର ଦ୍ୱିତୀୟ ଦିନରେ ହାଇପୋକ୍ଲୋରାଇଡ୍ ମିଶା ପାଣିରେ ରାସ୍ତାଘାଟ ବଜାର, କଲୋନୀ ଆଦିକୁ ସାନିଟାଇଜ୍ କରାଯାଇଥିବାବେଳେ ଭୂତାଣୁନାଶକ ଧୂଆଁ…
ଅଟୋ, ଟ୍ରକ୍ ଚାଳକଙ୍କ ପରିବାରରେ ଭାଳେଣି
ଭୁବନେଶ୍ୱର,୨।୪ (ବ୍ୟୁରୋ): କରୋନା ଭାଇରସ୍ ସଂକ୍ରମଣ ରୋକିବା ପାଇଁ ୨୧ ଦିନିଆ ଲକ୍ଡାଉନ୍ ବିଶେଷକରି ନିମ୍ନ ଓ ମଧ୍ୟବିତ୍ତଙ୍କ ପାଇଁ କାଳ ହୋଇଛି। ଗାଡିମୋଟର ଚଳାଚଳ ବନ୍ଦ ଯୋଗୁ ଅଟୋ ଚାଳକମାନେ ଘରେ ହାତବାନ୍ଧି ବସିଛନ୍ତି। ପ୍ରତିଦିନ ଅଟୋରୁ ହେଉଥିବା ରୋଜଗାରରେ…
ପୂର୍ବତନ ବରିଷ୍ଠ ପ୍ରଶାସକଙ୍କ ପରଲୋକ
ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତନ ବରିଷ୍ଠ ପ୍ରଶାସକ ବାଞ୍ଛାନିଧି ବିଶୋୟୀଙ୍କର ଝାରପଡାସ୍ଥିତ ବାସଭବନରେ ବୁଧବାର ପରଲୋକ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କ ବୟସ ୯୫ ବର୍ଷ ହୋଇଥିଲା। ଶେଷ ନିଶ୍ୱାସ ତ୍ୟାଗ ବେଳକୁ ତାଙ୍କ ନିକଟରେ ତାଙ୍କର ଚାରିପୁତ୍ର ସମଲାଇ ପ୍ରସାଦ, ସୁରେନ୍ଦ୍ର…
ମାଲ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ
ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତଟ ରେଳପଥ ୨୦୧୯-୨୦ ଆର୍ଥିକ ବର୍ଷରେ ୨୦୦.୮୫ ମିଲିଅନ୍ ଟନ୍ ମାଲ୍ ପରିବହନ କରି ରେକର୍ଡ଼ କରିଛି। ପୂର୍ବ ଆର୍ଥିକବର୍ଷ ଅର୍ଥାତ୍ ୨୦୧୮-୧୯ରେ ପରିହବନ ହୋଇଥିବା ୧୯୧.୭୬ ମିଲିୟନ ଟନ୍ଠାରୁ ଏହା ୪.୭୩ ପ୍ରତିଶତ ଅଧିକ ରହିଛି। ସେହିଭଳି ୨୦୧୯-୨୦ବର୍ଷରେ…
ଓଡ଼ିଶା ଦିବସ: ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୨।୪(ବ୍ୟୁରୋ): ଭାଷା ଭିତ୍ତିରେ ୧୯୩୬ ମସିହା ଏପ୍ରିଲ ପହିଲାରେ ସ୍ବତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଅତୀତର ଏହି ଗୌରବର ସ୍ମୃତି ଚାରଣ କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୧ରେ ଉତ୍କଳ ତଥା ଓଡ଼ିଶା ଦିବସ ପାଳନ ହୋଇ ଆସୁଛି। ହେଲେ ସାରା…
Archives


