ସାଢ଼େ ଚାରି କୋଟି ଓଡ଼ିଆ ମୋ ପରିବାର, ସେମାନଙ୍କୁ ସମସ୍ତ ସୁଖ ସୁବିଧା ମିଳୁ ବୋଲି ମୁଁ ଚାହେଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋ ପରିବାର। ସେମାନଙ୍କ ଜୀବନଧାରଣର ମାନରେ ପରିବର୍ତ୍ତନ ଆଣିବା ଲାଗି କାମ କରିବା ଉଚିତ। ଆମ ସରକାର ଉପରେ ଜନସାଧାରଣଙ୍କ ଅତୁଟ ଆଶା ଓ ବିଶ୍ୱାସ ରହିଛି। ସାଧାରଣ ଲୋକଙ୍କ ଇଚ୍ଛା, ବିଶ୍ୱାସକୁ...
କଂଗ୍ରେସ ଭବନରେ ଇତିଶଙ୍କ ଧାରଣା
ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟିକୁ ନେଇ ଛାତ୍ର କଂଗ୍ରେସର ପୂର୍ବତନ ଆବାହକ ଇତିଶ ପ୍ରଧାନ ଶୁକ୍ରବାର ଧାରଣାରେ ବସିଛନ୍ତି। ସାଧାରଣ ନିର୍ବାଚନ ପରବର୍ତ୍ତୀ ବୈଠକ ବସିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି...
ଦାୟିତ୍ୱ ଗ୍ରହଣ କଲେ ସମୀର
ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଦଳର ପ୍ରମୁଖ ନେତାମାନଙ୍କ ଗହଣରେ ସେ ଦାୟିତ୍ୱ ନେଇଛନ୍ତି। ଏହି ଅବସରରେ ରାଜ୍ୟ ପ୍ରଭାରୀ ଅରୁଣ...
‘ମୋ ସରକାର’ରେ ସାମିଲ ହେଲା ଶିଳ୍ପ, ଏମ୍ଏସ୍ଏମ୍ଇ ବିଭାଗ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଶିଳ୍ପ ବିଭାଗ ଏବଂ ସୂକ୍ଷ୍ମ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ (ଏମ୍ଏସ୍ଏମ୍ଇ) ‘ମୋ ସରକାର’ରେ ସାମିଲ ହେଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହା ଘୋଷଣା କରିଛନ୍ତି। ଏହି ଅବସରରେ...
ଅବହେଳିତ ଅବସ୍ଥାରେ ଜୟଦେବ ପୀଠ
ବାଲିଅନ୍ତା,୧୭ା୧(ଡି.ଏନ.ଏ): ଗୀତ ଗୋବିନ୍ଦର ରଚୟିତା କବି ଜୟଦେବଙ୍କ ଜନ୍ମପୀଠ ବାଲିଅନ୍ତା ବ୍ଲକ କେନ୍ଦୁଲିକୁ ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ମିଳିଛି । ହେଲେ ଦୀପତଳ ଅନ୍ଧାର ଭଳି ଏହି ପର୍ଯ୍ୟଟନ କେନ୍ଦ୍ରଟି ଅବହେଳିତ ଅବସ୍ଥାରେ ରହିଛି । ପୀଠ ପରିସର ରକ୍ଷଣାବେକ୍ଷଣ...
ବାଇକ୍ ଷ୍ଟଣ୍ଟ୍କୁ ନେଇ ଆକ୍ରମଣ ଘଟଣାରେ ଆଉ ୩ ଗିରଫ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ବିପଜ୍ଜନକ ଭାବେ ବାଇକ୍ ଷ୍ଟଣ୍ଟ୍ କରି ଧୂଳି ଉଡ଼ାର ପ୍ରତିବାଦ କରିଥିବା ଯୁବତୀଙ୍କୁ ଗାଳିଗୁଲଜ ଓ ତାଙ୍କ ବାପାଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଆଉ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ...
ଭୁବନେଶ୍ୱର ପରିଦର୍ଶନରେ ଆସୁଛନ୍ତି ସଂସଦୀୟ ଷ୍ଟାଣ୍ଡିଂ କମିଟି
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ନେଇ ଗଢାଯାଇଥିବା ସଂସଦୀୟ ଷ୍ଟାଣ୍ଡିଂ କମିଟିର ୨୦ ଜଣ ସଦସ୍ୟା, ସଦସ୍ୟ ଏବଂ ୫ ଜଣ ସଂସଦୀୟ ବ୍ୟାପାର ଅଧିକାରୀ ଓଡ଼ିଶା ପରିଦର୍ଶନରେ ଆସୁଛନ୍ତି। ଏହି କମିଟି ସିଧାସଳଖ କ୍ଷେତ୍ର ପରିଦର୍ଶନ କରି ୨୦୧୯-୨୦ ମସିହାରେ...
ସଫଳତା ପଥରେ ଓଡ଼ିଶା ମିଲେଟ୍ସ ମିଶନ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଫିଙ୍ଗର୍ ମିଲେଟ୍ ବା ରାଗି। ଓଡ଼ିଆରେ ମାଣ୍ଡିଆ। ଦିନ ଥିଲା ଓଡ଼ିଶାର ଘରେ ଘରେ ଏହା ପରିଚିତ ଥିଲା। ଗରିବଙ୍କ ଠାରୁ ଧନୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପ୍ରିୟ ଖାଦ୍ୟ ମାଣ୍ଡିଆ ଜାଉ ଥିଲା। ହେଲେ ଧୀରେ ଧୀରେ ଆଧୁନିକତାର...
ଖବରଦାତା ନିର୍ଭୀକ ହୋଇ ଖବର ପରିବେଷଣ କରନ୍ତୁ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଦୈନିକ ଖବରକାଗଜ ସ୍ବାଧିକାରର ୭ମ ବାର୍ଷିକୋତ୍ସବ ଉପଲକ୍ଷେ ଗୁରୁବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଧିକାର ସ୍ବନକ୍ଷତ୍ର ବିଶେଷାଙ୍କକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ବାଧିକାରର ଉନ୍ନତି ସହ ଶୁଭକାମନା କରିଛନ୍ତି। ସ୍ବନକ୍ଷତ୍ର ଉତ୍ସବ ଉପଲକ୍ଷେ...
୨୦୨୦ ସୁଦ୍ଧା ସବୁ ଗାଁରେ ପହଞ୍ଚିବ ଇଣ୍ଟରନେଟ୍
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଭାରତୀୟ କମ୍ପ୍ୟୁଟର ସୋସାଇଟିର ୫୩ତମ ବାର୍ଷିକ ଅନ୍ତର୍ଜାତୀୟ ସମ୍ମିଳନୀ ସିଏସ୍ଆଇ-୨୦୨୦ ଉଦ୍ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏପରି ଏକ ସର୍ବବୃହତ ଆଇଟି ସମ୍ମିଳନୀ ଅନୁଷ୍ଠିତ ହେଉଛି ଯେଉଁଠାରେ ସାରାଦେଶର ହଜାରରୁ ଊର୍ଦ୍ଧ୍ୱ କମ୍ପ୍ୟୁଟର ପ୍ରଫେସନାଲ ଓ ଛାତ୍ରୀଛାତ୍ର...
ଗରିବଙ୍କୁ ଖାଦ୍ୟ ଯୋଗାଇବ ମୋବାଇଲ୍ ଫୁଡ୍ ବ୍ୟାଙ୍କ୍
ଭୁବନେଶ୍ୱର,୧୭ା୧(ବ୍ୟୁରୋ): କ୍ଷୁଧା ଦୂରୀକରଣ ତଥା ଗରିବଙ୍କୁ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ଭୁବନେଶ୍ୱରସ୍ଥିତ ‘ସୋ ଆମ୍ ଆଇ(ସାଇ) ଫାଉଣ୍ଡେଶନ ଟ୍ରଷ୍ଟ’ ପକ୍ଷରୁ ‘ହଙ୍ଗର୍ ଫ୍ରି ଓଡ଼ିଶା’ କ୍ୟାମ୍ପେନ୍ ମାଧ୍ୟମରେ ଏକ ନୂଆ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଗୁରୁବାର କଳ୍ପନାଛକସ୍ଥିତ...
ସହରାଞ୍ଚଳ ପ୍ରଦୂଷଣକୁ ନେଇ ଏନ୍ଜିଟିଙ୍କ ଉଦ୍ବେଗ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ଗଭୀର ଉଦ୍ବେଗ ପ୍ରକାଶ କରିବା ସହ କଠୋର ହୋଇଛନ୍ତି। ସହରାଞ୍ଚଳ ପରିବେଶକୁ ସୁରକ୍ଷିତ ରଖିବା ଲାଗି କି ପଦକ୍ଷେପ ନିଆଯାଇଛି, ଏ ନେଇ ତୁରନ୍ତ ଜବାବ ଦାଖଲ କରିବାକୁ ଏନ୍ଜିଟି...
Archives


