ମେଟ୍ରୋ

ଗୋଟିଏ ଦିନର ଦରମା ଦେଲେ ଓୟୁଏଟି କର୍ମଚାରୀ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସ୍ଥିତିର ମୁକାବିଲା କରିବା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ର ବୈଜ୍ଞାନିକ ଓ କର୍ମଚାରୀମାନେ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି। ଶୁକ୍ରବାର ଓୟୁଏଟି କୁଳପତି ଡ. ପବନ କୁମାର…

ଶ୍ରୀଲିଙ୍ଗରାଜଙ୍କ ଚନ୍ଦନଯାତ୍ରା ବନ୍ଦ

ପୁରୁଣା ଭୁବନେଶ୍ୱର,୨୫ା୪(ଡି.ଏନ.ଏ.): କରୋନା ସଂକ୍ରମଣକୁ ରୋକିବାକୁ ଲକ୍‌ଡାଉନ ଚାଲିଥିବାରୁ ଠାକୁରଙ୍କ କୌଣସି ବାହାର ନୀତି ଅନୁଷ୍ଠିତ ହୋଇପାରିବ ନାହିଁ। ଏଥିଲାଗି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨୨ ଦିନିଆ ଚନ୍ଦନ ଯାତ୍ରା ବନ୍ଦ ରହିବ। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଶୁକ୍ରବାର ବିଜ୍ଞାପନ…

ଆଣ୍ଡାମାନ ନିକଟରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୨୪ା୪(ବ୍ୟୁରୋ)-କରୋନା ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ସଙ୍କଟ ଦେଇ ଗତି କରୁଛି। ଏଭଳି ଘଡିସନ୍ଧି ସମୟରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ମେ ୩ ତାରିଖ ବେଳକୁ ଓଡିଶା ପୁଣି ଏକ ବାତ୍ୟାର ସମ୍ମୁଖୀନ ହେବା ନେଇ ଆଶଙ୍କା ଦେଖାଦେଇଛି।…

ରେଭେନ୍‌ଶା ୱେବ୍‌ସାଇଟରୁ ମିଳୁଛି ପାଠ୍ୟପୁସ୍ତକ

କଟକ ଅଫିସ,୨୪ା୪: କରୋନା ମହାମାରୀ ପାଇଁ ଜୁନ ୧୭ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଥିଲା। ଅନ୍‌ଲାଇନରେ ହେଉଥିବା କ୍ଲାସର ପାଠପୁସ୍ତକ…

CORONAVIRUS UPDATE: ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲାର। ଏହାକୁ ମିଶାଇ ଓଡ଼ିଶାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ରାଜଧାନୀରୁ ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ: ବାରମ୍ବାର ଫୋନ କରି ଲକ୍‌ଡାଉନ୍‌ ନିୟମ କୋହଳ, କନଷ୍ଟେବଳଙ୍କ ଡ୍ୟୁଟି ପରିବର୍ତ୍ତନ ପାଇଁ ପକାଉଥିଲେ ଚାପ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କ୍ୟାପିଟାଲ ଥାନା ପୋଲିସ ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଗିରଫ କରିଛି। ତାଙ୍କ ନାମ ଶର୍ମିଷ୍ଠା ବେହେରା। ସେ ନିଜକୁ ଜଣେ ଆଇପିଏସ ଅଫିସର ପରିଚୟ ଦେଇ ଲକ୍‌ଡାଉନ୍‌ ନିୟମକୁ କୋହଳ କରିବା ସହ କିଛି ନିର୍ଦ୍ଧିଷ୍ଟ…

‘ରବି ଧାନ ସଂଗ୍ରହ ଉପରେ ସରକାରଙ୍କ ଗୁରୁତ୍ୱ’

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ସଂକ୍ରମଣର ମୁକାବିଲା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ ବଳବତ୍ତର ରହିଛି। ଏହି ଦୃଷ୍ଟିରୁ ରାଜ୍ୟରେ ଲୋକମାନଙ୍କର ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ତ୍ୱରାନ୍ବିତ ପଦକ୍ଷେପ ନେବା ଲାଗି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ…

ଏପ୍ରିଲ ଶେଷସୁଦ୍ଧା ଦୈନିକ ୩ହଜାର ନମୁନା ପରୀକ୍ଷା ଲକ୍ଷ୍ୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ରାଜ୍ୟରେ ଦୈନିକ ୩ ହଜାର କରୋନା ନମୁନା ପରୀକ୍ଷା କରାଯିବ। ଏଥିପାଇଁ ବଲାଙ୍ଗୀର, ବାଲେଶ୍ୱର, ବାରିପଦା ଓ କୋରାପୁଟଠାରେ ଥିବା ମେଡିକାଲ କଲେଜ ହସ୍ପିଟାଲଗୁଡିକରେ ନମୁନା ପରୀକ୍ଷା ପାଇଁ ଲାବୋରେଟୋରି ଖୋଲାଯିବ। ଗୁରୁବାର ଭିଡିଓ କନ୍‌ଫରେନ୍ସିଂ…

ବଢ଼ିବ ବଣ୍ଟନ କମ୍ପାନୀଙ୍କ ଆର୍ଥିକ ବୋଝ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ଲକ୍‌ଡାଉନ୍‌ ଜାରି ରହିଛି। ଏଥିଯୋଗୁ ଲୋକମାନଙ୍କର ଆର୍ଥିକ ସ୍ଥିତି ଦୋହଲିଯାଇଛି। ଏଭଳି ପରିସ୍ଥିତିର କେବେ ସୁଧାର ଆସିବ ତାହା ଜଣାପଡୁନାହିଁ। ଏହି ଘଡିସନ୍ଧି ମୁହୂର୍ତ୍ତରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ଓଡିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ସାମୟିକ…

ପ୍ରବାସୀ ଶ୍ରମିକଙ୍କୁ ଫେରାଇଆଣିବା ନିଷ୍ପତ୍ତି ଭୁଲ୍‌: ନିରଞ୍ଜନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ବାହାର ରାଜ୍ୟରେ ଥିବା ଶ୍ରମିକମାନଙ୍କୁ ଓଡ଼ିଶା ଫେରାଇ ଆଣିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। କିନ୍ତୁ ଏହି ନିଷ୍ପତ୍ତି ଭୁଲ୍‌ ହେବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ଲକ୍‌ଡାଉନ ଖୋଲିବା ପରେ ବସ୍‌…

ଏଲ୍‌ପିଜି ଯୋଗାଣ ଠିକ୍‌ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦେଶର ତୈଳ ବିପଣନ କମ୍ପାନୀର ଜିଲା ନୋଡାଲ ଅଫିସରମାନଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡିଓ କନ୍‌ଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି। ଏହି ଅବସରରେ ସେ ଏଲ୍‌ପିଜି ଯୋଗାଣକୁ ଠିକ୍‌ଭାବେ କାର୍ଯ୍ୟକାରୀ କରିବା, ଉଜ୍ଜ୍ୱଳା ହିତାଧିକାରୀଙ୍କୁ ମାଗଣାରେ ଗ୍ୟାସ୍‌…

ବାଉଁଶ ବୁଣାକାରଙ୍କ ବଞ୍ଚିବା ଚିନ୍ତା: ଭାତ, ଲୁଣରେ କଟୁଛି ଦିନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ଉଜାଡ଼ି ଦେଇଛି ବେପାର, ଛଡ଼ାଇନେଇଛି ରୋଜଗାର। ଲକ୍‌ଡାଉନ୍‌ ଯୋଗୁ ବଡ଼ ବିପଦର ମୁକାବିଲା କରାଯାଉଛି ସତ, ହେଲେ ଅସହାୟ ଓ ଦୈନିକ ରୋଜଗାରରେ ଗୁଜୁରାଣ ମେଣ୍ଟାଉଥିବା ରାଜଧାନୀର ହଜାର ହଜାର ପରିବାର ଉପରେ ଦୁଃଖ ଭାରିପଡିଛି। ସବୁଠୁ ବଳିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?