ମେଟ୍ରୋ

କରୋନା ସଂକ୍ରମଣ ଭୟ: ବାଲେଶ୍ୱର ଭୋଗରାଇରୁ ଆସିଥିବା ଲୋକଙ୍କୁ ନେଇ ଘାଟିକିଆରେ ଉତ୍ତେଜନା

ଭୁବନେଶ୍ୱର,୨୩।୪(ବ୍ୟୁରୋ): କିଛି ଦିନ ବ୍ୟବଧାନ ପରେ ପୁଣି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାରେ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ପଶ୍ଚିମବଙ୍ଗ ଫେରନ୍ତାକୁ ନେଇ ଏହି ସଂଖ୍ୟା ବଢ଼ୁଥିବା…

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି…

CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍‌ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଚିନ୍ତା ବଢ଼ାଇଲାଣି କରୋନା: ୩ ବରିଷ୍ଠ ସଚିବଙ୍କୁ ୩ ଜିଲାର ଦାୟିତ୍ୱ; କୋଭିଡ ମୁକାବିଲାର ତଦାରଖ କରିବେ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟର ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲାରେ ହଠାତ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହିସବୁ ଜିଲାରୁ ଅଧିକ କରୋନା ପଜିଟିଭ୍‌ ମାମଲା ଆସିବା ପରେ ରାଜ୍ୟ ସରକାର ପଦକ୍ଷେପ ନିଆଯାଇଛି। ରାଜ୍ୟର ୩ ଜଣ ବରିଷ୍ଠ ସଚିବଙ୍କୁ ଏହି…

୫ଦିନ ମଧ୍ୟରେ ବହି ବଣ୍ଟା ଶେଷ କର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ପିଲାମାନଙ୍କ ପାଠପଢା ଏକ ପ୍ରକାର ଠପ୍‌ ହୋଇଯାଇଛି। ଦଶମ ପିଲାଙ୍କ ପରୀକ୍ଷା ମୂଲ୍ୟାୟନ ଶେଷ ହୋଇପାରି ନ ଥିବାବେଳେ ଯୁକ୍ତ୨ ପରୀକ୍ଷା ମଧ୍ୟ ଶେଷ ହୋଇନାହିଁ। ଏସବୁକୁ ନେଇ ସରକାର ଚିନ୍ତାରେ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ…

ବଢ଼ିବନି ବିଦ୍ୟୁତ୍‌ ଶୁଳ୍କ, ଉପଭୋକ୍ତା ଆଶ୍ୱସ୍ତ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଚଳିତବର୍ଷ ବିଦ୍ୟୁତ ଶୁଳ୍କ ବଢ଼ିବ ନାହିଁ। କରୋନା(କୋଭିଡ୍‌-୧୯) ମହାମାରୀ ମୁକାବିଲା କରୁଥିବା ରାଜ୍ୟବାସୀଙ୍କ ଉପରେ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆର୍‌ସି) ଏବେ ଆଉ ଶୁଳ୍କ ବୋଝ ଲଦିବାକୁ ଚାହୁଁ ନାହାନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଓଇଆର୍‌ସି ବିଦ୍ୟୁତ ଦରକୁ…

ଗଣମାଧ୍ୟମ କର୍ମଚାରୀଙ୍କୁ ସଂକ୍ରମଣ ଭୟ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା କ୍ଷେତ୍ରରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ ଏବଂ ସଫେଇ କର୍ମଚାରୀଙ୍କ ଭଳି ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ନିଜ ଜୀବନ ବିପନ୍ନ କରି ଜନସାଧାରଣଙ୍କ ପାଖରେ ଖବର ପହଞ୍ଚାଉଛନ୍ତି। କରୋନା ପ୍ରଭାବିତ ଅଞ୍ଚଳରୁ ଖବର ଆଣିବା ସମୟରେ ଖବରଦାତା, ଫଟୋଗ୍ରାଫର…

୧୧ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ରାଜ୍ୟରେ ଆଉ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ପାରଦ ୪୦ ଡିଗ୍ରୀ ସେଲସିୟସ ତଳେ ରହିବ। ଉପକୂଳରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ଏବଂ ଆଭ୍ୟରୀଣ ଓଡ଼ିଶାରେ ୪୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ଆସନ୍ତା ୩ତାରିଖ ଯାଏ ତାତି…

‘ଇନ୍‌ଟାଞ୍ଜିବଲ କଲ୍‌ଚରାଲ ହେରିଟେଜ୍‌’ ତାଲିକାରେ ଓଡ଼ିଶାର ୩ ପରମ୍ପରା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ‘ଇନ୍‌ଟାଞ୍ଜିବଲ କଲ୍‌ଚରାଲ ହେରିଟେଜ୍‌’ ତାଲିକାରେ ଭାରତ ସରକାର ଓଡ଼ିଶାର ୩ ସାଂସ୍କୃତିକ ପରମ୍ପରାକୁ ସାମିଲ କରିଛନ୍ତି। ସେଗୁଡିକ ହେଲୋ ମାଣବସା ଗୁରୁବାର, ଛଉନୃତ୍ୟ ଏବଂ ରାବଣଛାୟାକୁ ଏହି ତାଲିକାରେ ସ୍ଥାନିତ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରିଛନ୍ତି।…

ବେସରକାରୀ ଡାକ୍ତରଖାନା କର୍ମଚାରୀ ପାଇବେ ବୀମା ସୁବିଧା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କରୋନା ରୋକିବା ପାଇଁ ଆଗଧାଡିରେ କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟ, କର୍ମୀ ଓ ପାରାମେଡିକାଲ କର୍ମଚାରୀଙ୍କ ସକାଶେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପ୍ରୋତ୍ସାହନ ରାଶି ଦେବାକୁ ଘୋଷଣା କରିଛନ୍ତି। କର୍ତ୍ତବ୍ୟ ସମ୍ପାଦନ ବେଳେ ଯଦି କାହାର ମୃତ୍ୟୁ ହୁଏ…

ପଞ୍ଚାୟତରେ ହେବ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପଞ୍ଚାୟତସ୍ତରରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଚେଷ୍ଟା କରାଯାଉଛି। ପଞ୍ଚାୟତୱାରୀ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯାଇଛି। ଇତି ମଧ୍ୟରେ ରାଜ୍ୟର ୬୭୯୮ ପଞ୍ଚାୟତରେ ୨,୨୨,୯୬୩ ଶଯ୍ୟା ପ୍ରସ୍ତୁତ କରାଯାଇଛି। ରାଜ୍ୟ ବାହାରେ ଶ୍ରମିକ, କର୍ମଚାରୀ, ଛାତ୍ରୀଛାତ୍ର ମଧ୍ୟ…

ବିଧାନସଭାରେ ଖୋଲିଲା ନିୟନ୍ତ୍ରଣ କକ୍ଷ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିିବା ପାଇଁ ଲକ୍‌ଡାଉନ ଜାରି ରହିଛି। ଓଡ଼ିଆ ଶ୍ରମିକ, କର୍ମଚାରୀ ଏବଂ ଛାତ୍ରୀଛାତ୍ରମାନେ ଭାରତର ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ସେମାନେ ଫେରିବା ସମ୍ଭବ ହେଉନାହିଁ। ସେମାନଙ୍କୁ ଯୋଗାଯୋଗ କରି ଯଥାସମ୍ଭବ ସହଯୋଗ କରିବା ପାଇଁ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?