ମେଟ୍ରୋ

ମିଳିଗଲେ କି ନବୀନଙ୍କ ଉତ୍ତରାଧିକାରୀ? ଜଣାପଡିଲା ଦିଲ୍ଲୀ କାହିଁକି ଯାଇଥିଲେ…

ଭୁବନେଶ୍ୱର,୨୫।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ସେ କାହିଁକି ଦିଲ୍ଲୀ ଯାଇଥିଲେ ଏନେଇ କିଛି ସ୍ପଷ୍ଟ ହୋଇ ନ ଥିଲେ ବି ରାଜନୀତି ପାଣିପାଗ ଉଷ୍ମ ହୋଇଛି। ଏନେଇ ବିଜେଡିର...

ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା, ଅରୁଣ କହିଦେଲେ ଏଇ ପଦିଏ କଥା…

ଭୁବନେଶ୍ୱର,୨୫।୩: ପୂର୍ବ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ  ଦିଲ୍ଲୀ ଗସ୍ତକୁ ନେଇ ଅରୁଣ ସାହୁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି।  ଏହା ସଂପୂର୍ଣ୍ଣ ବ୍ୟକ୍ତିଗତ ବୋଲି ଅରୁଣ ଅରୁଣ କହିଛନ୍ତିି। ଏବେ କୌଣସି ରାଜନୈତିକ ସମୀକରଣ ହେବାର ନାହିଁ।...

‘ଛି ଛି ଛିରେ ମୋହନ ସରକାର ଛି’ ବିଧାନସଭାରେ ଏ କ’ଣ କହିଦେଲେ ତାରା

ଭୁବନେଶ୍ୱର,୨୫।୩: ନିକଟରେ ନିଲମ୍ବନ ପ୍ରତ୍ୟାହାର ଉଠିବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାକୁ ଫେରିଛନ୍ତି। ଫେରିବା ପ୍ରଥମ ଦିନରୁ ହିଁ କଂଗ୍ରେସ ବିଧାୟକମାନେ କଳା ଡ୍ରେସ ପିନ୍ଧି ବିଧାନସଭା ଆସିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାରାଙ୍କୁ...

ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରୁ ମଳିଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୨୫।୩ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ବାବୁଙ୍କ ଭୁବନେଶ୍ବରସ୍ଥିତ ଫ୍ଲାଟରୁ ନଗଦ ୧୭ ଲକ୍ଷ ଟଙ୍କା ଜବତ ହୋଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘରେ ରେଡ ହୋଇଛି। ଅଫିସ ସମେତ ଏକକାଳୀନ ୯ଟି ସ୍ଥାନରେ...

ରାସ୍ତା ନିର୍ମାଣ ସମୟରେ ପିଚୁଗାଡ଼ିକୁ ଧକ୍କା ଦେଲା ଟ୍ରକ୍: ତିନି ମୃତ

ଢେଙ୍କାନାଳ,୨୫ା୩: ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଢେଙ୍କାନାଳ ଜିଲାର କାମାକ୍ଷାନଗର ଥାନା ଅନ୍ତର୍ଗତ ରେକୁଲା ଗ୍ରାମ ନିକଟରେ ଗତକାଲି ବିଳମ୍ବିତ ରାତିରେ ରାସ୍ତା ନିର୍ମାଣ କାର୍ଯ୍ୟ ସମୟରେ ଏକ ଟ୍ରକ୍ ତିନି ଜଣଙ୍କୁ ଧକ୍କା ଦେଇଥିଲା, ଯାହା ଫଳରେ ଘଟଣାସ୍ଥଳେ ସମସ୍ତଙ୍କର...

କଟକ SCB ହସ୍ପିଟାଲରେ ଶିଶୁ ଅଦଳବଦଳ: ଜବାବ ମାଗିଲେ ଓଡ଼ିଶା ହାଇକୋର୍ଟ

କଟକ,୨୫ା୩: ସରକାରୀ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ସମ୍ପ୍ରତି ଏକ ଶିଶୁ ଅଦଳବଦଳ ଅଭିଯୋଗ ସମ୍ପର୍କରେ କଟକ ସହରର SCB ମେଡିକାଲ କଲେଜ ଏବଂ ହସ୍ପିଟାଲ (SCBMCH)ର ଅଧୀକ୍ଷକଙ୍କୁ ସୋମବାର ଏପ୍ରିଲ ୨, ୨୦୨୫ କିମ୍ବା ତା ପୂର୍ବରୁ ଉତ୍ତର ଦେବାକୁ ନିର୍ଦ୍ଦେଶ...

୩୦ରେ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ୫୦ ହଜାର ଘର , ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦେଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ରବିନାରାୟଣ ଜେନା): ପ୍ରଧାନମନ୍ତ୍ରୀ ଆବାସ ସର୍ଭେରେ ଅଧିକାରୀଙ୍କୁ କଡ଼ା ଚେତାବନୀ ଦିଆଯାଇଛି। ଯଦି କୌଣସି କ୍ଷେତ୍ରରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରା ନ ଯାଏ ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କଳାହାଣ୍ଡିରେ ଚଳିତମାସ ୩୦ରେ ଅନ୍ତ୍ୟୋଦୟ ଯୋଜନାରେ ୫୦...

ବର୍ଷା ପାଇଁ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଛି। ସୋମବାର ଗୋପାଳପୁରରେ ସର୍ବାଧିକ ୩୦.୮ ମି.ମି. ବର୍ଷା ହୋଇଥିବାବେଳେ କୋରାପୁଟରେ ୨୯, ରାୟଗଡ଼ାରେ ୨୮.୨ ମିମି ରେକର୍ଡ କରାଯାଇଛି। ସେହିଭଳି କେନ୍ଦୁଝର, କଟକ, ଭୁବନେଶ୍ୱର, ବଲାଙ୍ଗୀର...

୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ଜବତ, ମହିଳା ଗିରଫ

ପୁରୀ,୨୫ା୩(ଅଜିତ୍‌ କୁମାର ମହାନ୍ତି): ଋଣ ବା ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ସୋମବାର ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉକ୍ତ ମହିଳାଙ୍କ ଘରେ ଚଢ଼ାଉ ସମୟରେ...

ବିଦେଶରେ ବଢ଼ୁଛି ଓଡ଼ିଶା ଆମ୍ବର ଚାହିଦା: ଏଣିକି ବିଦେଶକୁ ଆମ୍ବ ଯୋଗାଇବ ଓଡ଼ିଶା

ଭୁବନେଶ୍ୱର,୨୪।୩: ବିଦେଶକୁ ଆମ୍ବ ଯୋଗାଇବ ଓଡ଼ିଶା। ଏନେଇ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ରାଜ୍ୟ ସରକାରଙ୍କ ସହ ଏକ ଏନ୍‌ଜିଓ ସହ ଚୁକ୍ତି ସ୍ବାକ୍ଷରିତ ହୋଇଛି। ୧୫ ବର୍ଷ ପାଇଁ MOU ହୋଇଛି। ତେଣୁ ଏହି ଆଧାରରେ ଢେଙ୍କାନାଳ ଆମ୍ବ...

ଆଗକୁ ଓଡ଼ିଶାରେ ଅସହ୍ୟ ଗରମ: ୩ ଦିନ ମଧ୍ୟରେ ୪୦ ଡିଗ୍ରୀ ଅତିକ୍ରମ କରିବ ତାପମାତ୍ରା

ଭୁବନେଶ୍ୱର,୨୪।୩: କାଳବୈଶାଖୀ ପ୍ରଭାବରେ ଓଡ଼ିଶାର ବିଭିନ୍ନ ପ୍ରବଳ ବର୍ଷା ଏବଂ ବଜ୍ରପାତ ପରେ, ଓଡ଼ିଶାରେ ପୁଣି ଥରେ ଉଷ୍ମ ପାଗ ଫେରିବାକୁ ଯାଉଛି, ଯାହା ଆଗାମୀ ଦିନରେ ସାଧାରଣ ଜୀବନକୁ ପ୍ରଭାବିତ କରିବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ,...

ବିଦ୍ୟୁତ ଶୁଳ୍କ ଘୋଷଣା ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ଜାଣନ୍ତୁ ଏଥର କେତେ ବଢ଼ିଛି କେତେ କମିଛି

ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିଛି। ଏହି ବିଦ୍ୟୁତ ଶୁଳ୍କକୁ ନେଇ ବଡ଼ ଖବର ଆସିଛି। ୨କିଲୋ ଓ୍ବାଟ୍‌ ପର୍ଯ୍ୟନ୍ତ ସ୍ମାଟ ମିଟର ଣେଣ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri