ମେଟ୍ରୋ

ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା

ବାରଙ୍ଗ,୧୪।୧(ଡି.ଏନ୍‌.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍‌ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍‌ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ ନାବାଳକ ହୋଇଥିବା ବେଳେ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ। ଏଥିସହ ତାଙ୍କର ଡିଏଲ୍‌...

ମନେପକାଇଲା ସେସୁ, ଦୁଇ ଦିନ ମଧ୍ୟରେ ବକେୟା ବିଲ୍‌ ନ ଦେଲେ କଟିବ ଲାଇନ୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ କଲେ ବିଦ୍ୟୁତ୍‌ କାଟ୍‌ ହେବ ବୋଲି କହିଛି। ଆସନ୍ତା ୧୬ ତାରିଖରୁ ହିଁ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯିବ ବୋଲି ସେସୁ ସିନିୟର ଜେନେରାଲ ମ୍ୟାନେଜର...

ଏଣିକି ଯୁକ୍ତ୨ ପ୍ରଥମ ବର୍ଷରେ ପାସ୍‌ ହେବା ଜରୁରୀ, ନଚେତ ଛାତ୍ରୀଛାତ୍ରଙ୍କୁ ଦ୍ୱିତୀୟ ବର୍ଷ ମନା: ମନ୍ତ୍ରୀ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା ନିୟମକୁ କଡ଼ାକଡ଼ି କରାଯାଇଛି। ଏଣିକି ପ୍ରଥମ ବର୍ଷ ପରୀକ୍ଷାରେ ପାସ ନ କଲେ ପିଲାମାନେ ଦ୍ୱିତୀୟ ବର୍ଷକୁ ଯାଇପାରିବେ ନାହିଁ। ଦ୍ୱିତୀୟ ବର୍ଷକୁ ଯିବା ଲାଗି ଛାତ୍ରୀଛାତ୍ରଙ୍କୁ ପ୍ରଥମ ବର୍ଷରେ ୩୩% ମାର୍କ...

ଅଧ୍ୟାପିକାଙ୍କୁ ବଳାତ୍କାର, ଅପହରଣ ମାମଲା: ଥାନା ଆଗରେ ଧାରଣା ଦେଲେ ଗିରଫ ବ୍ୟାଙ୍କ୍‌ ମ୍ୟାନେଜରଙ୍କ ମା’

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଅଧ୍ୟାପିକାଙ୍କୁ ବଳାତ୍କାର ଓ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ଅପହରଣ କରି ଟଙ୍କା ଲୁଟିବା ଘଟଣାରେ ପୋଲିସ ବ୍ୟାଙ୍କ୍‌ ମ୍ୟାନେଜର ସମେତ ୪ଜଣଙ୍କୁ ଗିରଫ କରିଛି। ବ୍ୟାଙ୍କ୍‌ ମ୍ୟାନେଜର ସୁନୀଲଙ୍କ ବିରୋଧରେ ପୋଲିସ କେସ୍‌ ନଂ.୨୧/୨୦ରେ ବଳାତ୍କାର, ବ୍ଲାକ୍‌ମେଲିଂ ଦଫା...

ସିଏଏ ସପକ୍ଷରେ ଭାଜପା ଯୁବମୋର୍ଚ୍ଚାର ମାନବ ଶୃଙ୍ଖଳ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ନାଗରିକତା ସଂଶୋଧନ ବିଧେୟକ (ସିଏଏ)କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତତ୍କାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ହିଁ ଏହି ଆଇନ ଦ୍ୱାରା ପୂରଣ କରାଯାଇ ପାରିଛି। ଭାରତର ଜଣେ ହେଲେ...

ଡ୍ରୋନ୍‌ ପଞ୍ଜୀକରଣ ପାଇଁ ଶେଷ ସୁଯୋଗ:୩୧ ପରଠାରୁ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଏଣିକି ମନଇଚ୍ଛା ଆଉ ଉଡ଼ିପାରିବନି ଡ୍ରୋନ୍‌।ଏପରି କି ବିନା ପଞ୍ଜୀକରଣରେ ବେଆଇନ ଭାବେ ଡ୍ରୋନ୍‌ ପାଖରେ ରଖିଲେ ଓ ବିନାନୁମତିରେ ଉଡ଼ାଣ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏଥିପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଶରେ ରହିଥିବା ଘରୋଇ...

ଚର୍ଚ୍ଚାରେ କଂଗ୍ରେସ ସାଂଗଠନିକ ନେତୃତ୍ୱ: ଯୁବ ସଭାପତି ଚୟନକୁ ନେଇ ବଢୁଛି ଅଡୁଆ

ଭୁବନେଶ୍ୱର,୧୪-୧(ବ୍ୟୁରୋ):ପୁଣିଥରେ କଂଗ୍ରେସର ସାଙ୍ଗଠନିକ ନେତୃତ୍ୱକୁ ନେଇ ବିବାଦ ଦେଖିବାକୁ ମିଳିଛି। ଗୋଟିଏ ପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱରୁ ହଟାଇବା ପାଇଁ ଗୋଟିଏ ଗୋଷ୍ଠୀ ଜୋରଦାର ପ୍ରୟାସ ଚଳାଇଥିବା ବେଳେ ବର୍ତ୍ତମାନ ଯୁବ କଂଗ୍ରେସକୁ ନେଇ...

୧୫ରୁ କମିବ ଶୀତ: ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୪-୧(ବ୍ୟୁରୋ)-ଆସନ୍ତା ୧୫ ତାରିଖରୁ ଶୀତ ହ୍ରାସ ପାଇବ। ସର୍ବନିମ୍ନ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ଅନୁଗୋଳ, ସୋନପୁର, ଦେବଗଡ, ବୌଦ୍ଧ ଓ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳ ଶୀତ...

ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବେ ବାଚସ୍ପତି

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌ ବିଧାନ ଭବନରେ ଆସନ୍ତା ୧୮ରେ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ(ଭାରତ ଅଞ୍ଚଳ) ସମ୍ମିଳନୀ ଆୟୋଜିତ ହେବ। ଏହି ସମ୍ମିଳନୀରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେବେ। ଏଥିରେ ଲୋକସେବା ଓ ରାଜ୍ୟ ବିଧାନସଭାକୁ କିପରି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସିରିଆ ରାଷ୍ଟ୍ରଦୂତ;ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପ ପ୍ରଶଂସନୀୟ: ଆବାସ

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଭାରତରେ ଥିବା ସିରିଆ ରାଷ୍ଟ୍ରଦୂତ ରିଆଦ ଆବାସ ଏବଂ ତାଙ୍କ ନେତୃତ୍ୱରେ ଆସିଥିବା ଏକ ପ୍ରତିନିଧି ମଣ୍ଡଳୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲୋକସେବା ଭବନରେ ଭେଟି ଆଲୋଚନା କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀ ଓଡ଼ିଶା ଏବଂ ସିରିଆର ମିଳିତ...

ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪-୧:ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର କରାଯିବ। ଜଷ୍ଟିସ ଏନ୍‌.ଭି. ରମାନା, ଜଷ୍ଟିସ ସଞ୍ଜୀବ ଖାନ୍ନା ଓ...

ରାଜା ବାହାଦୁର ନିଷ୍ଠାପର ଜନସେବକ ଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଖଲ୍ଲିକୋଟର ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଜଣେ ସଫଳ ବ୍ୟକ୍ତିତ୍ୱ ଥିଲେ। ଉଭୟ ରାଜତନ୍ତ୍ର ଏବଂ ଗଣତନ୍ତ୍ରରେ ସେ ସଫଳତାର ସହ ଦାୟିତ୍ୱ ନିର୍ବାହ କରି ଜନସାଧାରଣଙ୍କ ଶ୍ରଦ୍ଧା ଓ ଆଦର ଲାଭ କରିପାରିଥିଲେ। ସ୍ବତନ୍ତ୍ର ଉତ୍କଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri