ମେଟ୍ରୋ

ବିପତ୍ତି ବେଳେ ବିକୃତ ମାନସିକତା: ୧୦୪ ନଂକୁ ଆସୁଛି ଫେକ୍‌ କଲ୍‌, ମହିଳା କର୍ମଚାରୀଙ୍କୁ କରୁଛନ୍ତି ଅଶାଳୀନ ବ୍ୟବହାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୋଟିଏ ପଟେ କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଆକ୍ରାନ୍ତଙ୍କୁ ଶୀଘ୍ର ଚିହ୍ନଟ କରାଯିବା ଫଳରେ ରୋଗକୁ ସଠିକ୍‌ ଭାବେ ମୁକାବିଲା କରାଯିବା ହୃଦୟଙ୍ଗମ କରି ୧୦୪ ହେଲ୍‌ପଲାଇନ୍‌…

ବିଦ୍ୟୁତ କର୍ମଚାରୀଙ୍କ ପାଇଁ ପ୍ରୋତ୍ସାହନ ଦାବି କଲା ସଂଘ

ଭୁବନେଶ୍ୱର,୨୧।୪(ବ୍ୟୁରୋ)- ସାରା ମାନବ ସମାଜ କରୋନା ମୁକାବିଲାରେ ଲାଗିପଡିଛି। ଏହି ଲଢେଇରେ ବିଦ୍ୟୁତ ବିଭାଗର ବହୁତ ଅବଦାନ ରହିଛି। ଏହା କେବଳ ଜରୁରୀ ନୁହେଁ, ଅତ୍ୟନ୍ତ ଆବଶ୍ୟକତା ମଧ୍ୟ। ସାମାଜିକ ଦୂରତା ରକ୍ଷା କରି ସୀମିତ ମାନବସମ୍ବଳରେ ବିଭାଗୀୟ କାର୍ଯ୍ୟ ଚାଲିଛି।…

ଅନ୍‌ଲାଇନରେ ବିକ୍ରି ହେବ କୃଷିଜାତ ଦ୍ରବ୍ୟ

ଭୁବନେଶ୍ୱର,୨୧।୪(ବ୍ୟୁରୋ)- କୃଷି ଭିତ୍ତିକ ଦ୍ରବ୍ୟ ଲକ୍‌ଡାଉନ ସମୟରେ ଯେପରି ବଜାରରେ ପହଞ୍ଚି ପାରିବ, ସେଥିପାଇଁ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହି କ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ ସାହୁ ମଙ୍ଗଳବାର ଅନ୍‌ଲାଇନ କୃଷିଜାତ ଦ୍ରବ୍ୟ ବ୍ୟବସ୍ଥାର…

କରୋନାରେ ନୁହେଁ କ୍ୟାନ୍‌ସରରେ ୪୪ ନମ୍ବର ଆକ୍ରାନ୍ତଙ୍କ ମୃତ୍ୟୁ: ବାଗ୍‌ଚୀ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ତେବେ ସଂପୃକ୍ତ ବ୍ୟକ୍ତିଙ୍କ କରୋନାରେ ନୁହେଁ, କ୍ୟାନ୍ସରରେ ମୃତ୍ୟୁ ଘଟିଥିବା କରୋନା ମୁଖପାତ୍ର ସୁବ୍ରତୋ ବାଗଚୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ତଳେ ସେ ପଶ୍ଚିମବଙ୍ଗ…

୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ତଳେ ପଶ୍ଚିମବଙ୍ଗ ମେଦିନିପୁରରୁ ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଆସିଥିଲେ। ସେଠାରେ ଅନ୍ୟ ରୋଗର ଚିକିତ୍ସା ଚାଲିଥିବା…

୪ ଜିଲା କରୋନା ମୁକ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ ଲେଖାଏ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ତେବେ ଏହି ୫ କରୋନା ଆକ୍ରାନ୍ତ…

ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ: ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହେଲେଣି ୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର। ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ସୁସ୍ଥ ହୋଇଛନ୍ତି। ମଙ୍ଗଳବାର ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି,…

୨ ମାସରେ ୨୮ଶହ ଲୋକ ସୀମା ଡେଇଁ ବାଲେଶ୍ୱରରେ ପଶିଛନ୍ତି: ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। ସ୍ଥିତି ସମୀକ୍ଷା ପରେ ଆରଡିସି ଅନୀଏ ସାମଲ କହିଛନ୍ତି, ପଡୋଶୀ ରାଜ୍ୟରେ କାମ କରୁଥିବା…

କରୋନା ଯୋଦ୍ଧାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: କରୋନା ଚିକିତ୍ସା ବେଳେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦ ଲକ୍ଷ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ କାର୍ଯ୍ୟକରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି ଯେ, ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର…

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି: ସ୍ଥିତି ତଦାରଖ କଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। କଣ୍ଟେନମେଣ୍ଟ ଜୋନ୍‌ ସମ୍ପର୍କରେ ତଦାରଖ କରିବା ସହ କଣ୍ଟାକ୍ଟ ଟ୍ରେସିଂ କିଭଳି ହେଉଛି ସେ…

ମେ’ ୩ ଯାଏ ବନ୍ଦ ରହିବ ୫ ଆଞ୍ଚଳିକ ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଭୁବନେଶ୍ୱର, ସମ୍ବଲପୁର, ବ୍ରହ୍ମପୁର, ବାଲେଶ୍ୱର, ଜୟପୁର ଆଦି ୫ ଆଞ୍ଚଳିକ ନିର୍ଦ୍ଦେଶାଳୟ ମେ’ ୩ ତାରିଖ ଯାଏ ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ନିର୍ଦ୍ଦେଶାଳୟ ଖୋଲିବ…

ମେ ୩ ଯାଏ ଜିଏମ୍‌, ରେଭେନ୍ସା ବିଶ୍ୱବିଦ୍ୟାୟ ବନ୍ଦ: ୨ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତିି ପ୍ରକାଶ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ସମ୍ବଲପୁର ଗଙ୍ଗଧର ମେହେରା ବିଶ୍ୱବିଦ୍ୟାଳୟ ଓ କଟକ ରେଭେନ୍ସା ବିଶ୍ୱବାଦି୍ୟାଳୟ ମେ’ ୩ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏ ନେଇ ଏହି ୨ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତିି ପ୍ରକାଶ ପାଇଛି। ରେଭେନ୍ସାରେ ଜୁନ୍‌ ୧୭ ଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?