ମେଟ୍ରୋ

ବାଲେଶ୍ୱର, ଭଦ୍ରକ, ଯାଜପୁର ପାଇଁ ଷ୍ଟେଟ୍‌ ର଼୍ୟାପିଡ୍‌ ରେସପନ୍ସ ଟିମ୍‌ ଗଠିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨ ଦିନ ଭିତରେ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୩ଟି ଷ୍ଟେଟ୍‌ ରାପିଡ୍‌ ରେସପନ୍ସ ଟିମ୍‌ ଗଠନ କରାଯାଇଛି। ଏହି…

ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଅନୁରୋଧ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସାମ୍ପ୍ରତିକ ସ୍ଥିତିରେ କରୋନା ବ୍ୟତୀତ ଅନ୍ୟ କିଛି ଗୁରୁତର ରୋଗରେ ପୀଡ଼ିତଙ୍କୁ ଅଧିକାଂଶ ସରକାରୀ ଏବଂ ଘରୋଇ ଡାକ୍ତରଖାନା ଉପଯୁକ୍ତ…

କୋଭିଡ୍‌-୧୯ ମୁକାବିଲା: ଓଡ଼ିଶା ଆଗରେ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ନେଇ ଦୁଇପାଦ ଆଗକୁ ଯାଇଛନ୍ତିି। କୋଭିଡ୍‌-୧୯ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଆଉ ୫ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର କୋଇଲା,…

ବାଲେଶ୍ୱରର ୫ କରୋନା ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ପଜିଟିଭ୍‌ଙ୍କ ମଧ୍ୟରେ ଜଣେ ନାବାଳକ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ଜରିଆରେ ତଥ୍ୟ ପ୍ରକାଶ ପାଇଛି। ତେବେ…

ଅଧିକାରୀଙ୍କ ଅଫିସ୍‌ ଆସିବା ନିୟମ ବଦଳିଲା

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବିଭିନ୍ନ ଅଫିସ୍‌ କାର୍ଯ୍ୟ। ଏଥିପାଇଁ କ୍ରିଟିକାଲ ବିଭାଗର ସମସ୍ତ ଗ୍ରୁପ୍‌-ଏ ଅଧିକାରୀ ଓ ୫୦% କର୍ମଚାରୀ ଏବଂ ଆଂଶିକ କ୍ରିଟିକାଲ ବିଭାଗର ୩୩% କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ ରାଜସ୍ବ ବିଭାଗ ପକ୍ଷରୁ…

କଟକଣା ସହ ଖୋଲିବ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ ବନ୍ଦ ରହିଛି। ଏଥିଯୋଗୁ ଉଚ୍ଚଶିକ୍ଷା କ୍ଷେତ୍ର ଓ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ତେଣୁ ବିକଳ୍ପ ବ୍ୟବସ୍ଥା ସ୍ବରୂପ କେତେକ କଟକଣା ସହିତ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ…

ଡାକ୍ତରଙ୍କ ପ୍ରତି ହିଂସା ଅଗ୍ରହଣୀୟ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ସଂକ୍ରମଣରେ ବିଶ୍ୱ ଛଟପଟ। ସମଗ୍ର ଦେଶ ମଧ୍ୟ ଏହି ମହାମାରୀ ସହିତ ଲଢୁଛି। ଏହାକୁ ମୁକାବିଲା କରିବାରେ ଡାକ୍ତର, ନର୍ସ ଓ ପାରାମେଡିକାଲ କର୍ମଚାରୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତିି। ସେମାନେ ଜୀବନକୁ ବିପନ୍ନ କରି କରୋନା ରୋଗୀଙ୍କ…

୨ ହଜାରରୁ ଊର୍ଦ୍ଧ୍ୱ ନମୁନାର ରାପିଡ୍‌ ଟେଷ୍ଟ

ଭୁବନେଶ୍ୱର, ୨୧ା୪ବ୍ୟୁରୋ): ରାଜଧାନୀକୁ ସଂକ୍ରମଣ ମୁକ୍ତ ଲକ୍ଷ୍ୟ ନେଇ ବିଏମ୍‌ସି ପକ୍ଷରୁ ରାପିଡ୍‌ ଟେଷ୍ଟ ଚାଲିଛି। ଏହି ଅଭିଯାନର ୩ୟ ଦିନ ସୋମବାରରେ ଭୁବନେଶ୍ୱରରୁ ୨ହଜାରରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଦକ୍ଷିଣ ପଶ୍ଚିମ ମଣ୍ଡଳରୁ…

ଭୁବନେଶ୍ୱରରେ ବୁଲିବ ମାସ୍କ ମୋବାଇଲ ଭ୍ୟାନ୍‌

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ଭୂୂତାଣୁ ସଂକ୍ରମଣ ରୋକିବା ଦିଗରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। ସାଧାରଣ ଲୋକଙ୍କ ଲାଗି ରାଜ୍ୟର ବିଭିନ୍ନ ଜିଲାରେ ଥିବା ସ୍ବୟଂ ସହାୟକ ଗୋଷ୍ଠୀ ତଥା ଉତ୍ପାଦକ ଗୋଷ୍ଠୀର ସଦସ୍ୟାମାନେ…

ଇନ୍ଦୋର ଉଦାହରଣ ଦେଇ ବୁଝାଇଲେ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସରକାର। ସେହିଭଳି ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ବାହାବା ସାଉଣ୍ଟିଛନ୍ତି ରାଜ୍ୟ ସରକାର। ତେବେ ଏହି ପରିପ୍ରେକ୍ଷୀରେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ…

୬ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ମୁକାବିଲା କରୁଥିବା ରାଜ୍ୟ ସରକାର ସୋମବାର ୯୧୦୦.୨୯ କୋଟି ଟଙ୍କାର ପୁଞ୍ଜିିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତିି। ଏଥିଯୋଗୁ ରାଜ୍ୟରେ ୬ ହଜାର ୫୨୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୨ ତମ…

ଶ୍ରୀଲିଙ୍ଗରାଜଙ୍କ ଚନ୍ଦନଯାତ୍ରା ବନ୍ଦ

ପୁରୁଣା ଭୁବନେଶ୍ୱର, ୨୧ା୪(ଡି.ଏନ.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣାରଥ ଯାତ୍ରା ପରେ ଏବେ ଚନ୍ଦନ ଯାତ୍ରା ମଧ୍ୟ ବନ୍ଦ ହେବ। ଆସନ୍ତା ୨୬ ତାରିଖଠାରୁ ଠାକୁରଙ୍କ ଚନ୍ଦନଯାତ୍ରା ଆରମ୍ଭ ହୋଇଥାନ୍ତା। କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?