‘ମୋ ସରକାର’ ଅଧୀନ ହେଲା ଗୃହନିର୍ମାଣ, ନଗର ଉନ୍ନୟନ ବିଭାଗ
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଶୁକ୍ରବାର ମୋ ସରକାର କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ହୋଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ପଦକ୍ଷେପ ବିଭାଗରେ ଅଧିକ ପେସାଗତ...
ଓଡ଼ିଶା ହରାଇବ ୩୦ ହଜାର କୋଟି
ଭୁବନେଶ୍ୱର,୧୧ା୧(ବ୍ୟୁରୋ):ପଞ୍ଚଦଶ ଅର୍ଥ କମିଶନରେ ଓଡ଼ିଶାକୁ କେନ୍ଦ୍ରୀୟ ଟିକସ ବାବଦ ଅଂଶଧନ କମିବ। କମିଶନ ୨୦୧୧ ଜନସଂଖ୍ୟାକୁ ସଂଶୋଧିତ ମାନଦଣ୍ଡ ଭାବେ ଗ୍ରହଣ କରିଥିବାରୁ ରାଜ୍ୟ ପାଇଁ ବଡ ଆର୍ଥିକ କ୍ଷତି ହେବ। ଜନସଂଖ୍ୟା ନିୟନ୍ତ୍ରଣ ଏବଂ ଦାରିଦ୍ର୍ୟ ହ୍ରାସ ଯୋଗୁ...
ଧଉଳିରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର: ନୃତ୍ୟ, ସଙ୍ଗୀତ, ଚିତ୍ରକଳାରେ ଗୁରୁକୁଳ ଢାଞ୍ଚାରେ ମିଳିବ ଶିକ୍ଷା
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ, ଚିତ୍ରକଳା ଆଦି ବିଷୟରେ ପିଲାମାନଙ୍କୁ ସ୍ବଳ୍ପ ଅବଧିର ପାଠ୍ୟକ୍ରମରେ ଶିକ୍ଷାଦେବା ଲାଗି ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଏକ ଉତ୍କର୍ଷ କେନ୍ଦ୍ର। ଗୁରୁକୁଳ ଢାଞ୍ଚାରେ ଶିକ୍ଷାଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ସହଯୋଗରେ ଚଣ୍ତିଗଡ଼ ପ୍ରାଚୀନ କଳାକେନ୍ଦ୍ର ପକ୍ଷରୁ...
ଓଡ଼ିଶା ହସ୍ତତନ୍ତରେ ଇଣ୍ଡୋ-ଓ୍ବେଷ୍ଟର୍ନ କଲେକ୍ସନ: ୫ ଡିଜାଇନର୍ଙ୍କ ପରିବେଶ ଉପଯୋଗୀ ପୋଷାକ
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପାରମ୍ପରିକ ସହ ଫ୍ୟୁଜନ୍ର ଝଲକ। ପ୍ରତି ପୋଷାକରେ ଥିଲା ଏକ କାହାଣୀ। ପଟଚିତ୍ରରୁ ଆରମ୍ଭ କରି ସମ୍ବଲପୁରୀ ପର୍ଯ୍ୟନ୍ତ, ପ୍ରତ୍ୟେକ ଡିଜାଇନ୍ରେ ଓଡ଼ିଶାର ଉତ୍କୃଷ୍ଟ କଳା ଓ କାରିଗରିର ଝଲକ ଦେଖିବାକୁ ମିଳିଥିଲା। ୟୁନିଟ୍-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ...
କୃତ୍ରିମ ଅଙ୍ଗ ତିଆରି ଉପରେ ଗୁରୁତ୍ୱ ଦେବେ ସରକାର
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଦିବ୍ୟାଙ୍ଗଙ୍କ ଲାଗି କୃତ୍ରିମ ଅଙ୍ଗ ନିର୍ମାଣ ଉପରେ ଅଧିକ ଗୁରୁତ୍ୱ ଦେବେ ରାଜ୍ୟ ସରକାର। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏ ଦିଗରେ ବିଶେଷ ଧ୍ୟାନ ଦେବ। କୃତ୍ରିମ ଅଙ୍ଗ ନିର୍ମାଣ ହେବା ପରେ ଦିବ୍ୟାଙ୍ଗମାନଙ୍କୁ...
୮ଜଣଙ୍କୁ କଳିଙ୍ଗ ପ୍ରତିଭା ସମ୍ମାନ
ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ସଂସ୍କୃତି ଓ ସଂସ୍କୃତି ଏବଂ ଶିକ୍ଷାବିତ୍ ହାଡିବନ୍ଧୁ ହାଲି ଫାଉଣ୍ଡେଶନ୍ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୫ମ ରାଜ୍ୟସ୍ତରୀୟ କଳିଙ୍ଗ ପ୍ରତିଭା ସମ୍ମାନ ଉତ୍ସବ-୨୦୨୦ ଓ ସଙ୍ଗୀତ ସନ୍ଧ୍ୟା ‘ହୋପ୍ ୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥିଭାବେ...
ଚିତ୍ରରେ ଶିମିଳିପାଳ ଅଭୟାରଣ୍ୟର ସୌନ୍ଦର୍ଯ୍ୟ
ଭୁବନେଶ୍ୱର, ୧୧ା୧(ବ୍ୟୁରୋ): କେତକୀ ଫାଉଣ୍ଡେଶନ୍ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ରାଷ୍ଟ୍ରୀୟ ଲଳିତ କଳା ଏକାଡେମି ପରିସରରେ ‘ଆଇ ଆମ୍ ୱିଥ୍ ନେଚର’ ଶୀର୍ଷକ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ ହୋଇଯାଇଛି। ଏଥିରେ ଦେଶର ବିଭିନ୍ନ ସ୍ଥାନରେ ରହୁଥିବା ୧୦ ବିଶିଷ୍ଟ ଓଡ଼ିଆ...
ଭାରତରେ ବଢ଼ୁଛି ଆତ୍ମହତ୍ୟା ସଂଖ୍ୟା: ୧ ଲକ୍ଷରେ ୧୬.୫% ଯୁବଗୋଷ୍ଠୀ କରୁଛନ୍ତି ଆତ୍ମହତ୍ୟା
ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଆତ୍ମହତ୍ୟା ଦୃଷ୍ଟିରୁ ଦକ୍ଷିଣ-ପୂର୍ବ ଏସିଆରେ ଭାରତର ସ୍ଥିତି ଅନ୍ୟ ଦେଶ ଅପେକ୍ଷା ବହୁ ଆଗରେ ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ରିପୋର୍ଟ ଅନୁଯାୟୀ, ଦେଶରେ ପ୍ରତି ୧ ଲକ୍ଷ ଲୋକଙ୍କ ମଧ୍ୟରେ ୧୬.୫% ଯୁବଗୋଷ୍ଠୀ ଆତ୍ମହତ୍ୟା କରୁଛନ୍ତି।...
ହୋସ୍ଲା-୨୦୧୯ର କୃତୀ ପ୍ରତିଯୋଗୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ
ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜାତୀୟସ୍ତର ପ୍ରତିଯୋଗିତା ହୋସ୍ଲା-୨୦୧୯ରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଚାମ୍ପିୟନ ହୋଇଥିବା ଓଡ଼ିଆ ପ୍ରତିଯୋଗୀମାନଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧନା ଜଣାଇଛନ୍ତି।...
ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯିବ ଲୋକସେବା ଭବନ ଉଦ୍ୟାନ
ଭୁବନେଶ୍ୱର,୧୦।୧(ବ୍ୟୁରୋ): ଲୋକସେବା ଭବନ ବିଭିନ୍ନ କିସମର ଶୀତଦିନିଆ ଫୁଲର ସମ୍ଭାରରେ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ସର୍ବସାଧାରଣ ଜାନୁୟାରୀ ୧୧(ଦ୍ୱିତୀୟ ଶନିବାର),୧୨(ରବିବାର), ୧୯(ରବିବାର), ୨୫(ଚତୁର୍ଥ ଶନିବାର), ୨୬(ରବିବାର ତଥା ସାଧାରଣତନ୍ତ୍ର ଦିବସ) ଉଦ୍ୟାନର ଶୋଭା ଉପଭୋଗ କରପାରିବେ। ଏହି...
ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ଆତ୍ମାହୁତି ଆନ୍ଦୋଳନ ପ୍ରତ୍ୟାହୃତ କଲେ ସୁର
ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ବିଭିନ୍ନ ଦାବି ପୂରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବି ପୂରଣ ନ ହେଲେ ସେ ଦାରୁଠେଙ୍ଗ ଏବଂ ଜଟଣୀର ୨୭ଟି ଗ୍ରାମର ବାସିନ୍ଦାଙ୍କ ସହ ନବୀନ...
ଗରିବ ଲୋକଙ୍କ ବିଦ୍ୟୁତ୍ କାଟିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ: ସୁର
ଭୁବନେଶ୍ୱର,୧୦।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ବିଦ୍ୟୁତ୍ କାଟ୍ ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଛି। ଗରିବ ଲୋକଙ୍କ ଲାଇନ୍ କାଟିଲେ କଂଗ୍ରେସ ଆନ୍ଦୋଳନ କରିବ। କାହାରିକୁ ଗାଁକୁ ପୂରାଇ ଦିଆଯିବ ନାହିଁ। ମୁଣ୍ଡ ଉପରେ ପିଲାଙ୍କ ପରୀକ୍ଷା ଥିବାରୁ ଏହି...
Archives


