ମେଟ୍ରୋ

ବିନା ମାସ୍କରେ ଧରାପଡ଼ିଲେ ୨୬୯

ଭୁବନେଶ୍ୱର,୨୧ା୪ (ବ୍ୟୁରୋ): ସୋମବାରଠାରୁ କେନ୍ଦ୍ର ଓ ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ ଲକ୍‌ଡାଉନ୍‌ ନିୟମରେ କୋହଳ କରାଯାଇଛି। ସେମାନେ ଆଇକାର୍ଡ ଦେଖାଇ ଅଫିସ୍‌ ଯାଉଛନ୍ତି। ପୂର୍ବଦିନ ଭଳି ପୋଲିସ ଏତେଟା କଡ଼ାକଡ଼ି ଚେକିଂ କରିନଥିଲା। ଏହାର ସୁଯୋଗ ନେଇ କେତେକ ଅମାନିଆ…

ଓଡ଼ିଶାକୁ ଜାତୀୟ, ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ସଂକ୍ରମଣ ମୁକାବିଲା ନେଇ ରାଜ୍ୟ ସରକାର ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛନ୍ତିି। ଏହି ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଆଗୁଆ ପଦକ୍ଷେପ ଓ ପ୍ରସ୍ତୁତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ, ସାମାଜିକ ଦୂରତ୍ୱ କଡାକଡି ଭାବେ…

୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲକ୍‌ଡାଉନ ଯୋଗୁ ଲୋକମାନେ ଘରୁ ପଦାକୁ ବାହାରୁ ନାହାନ୍ତି। ଏଥିଯୋଗୁ ଗ୍ରୀଷ୍ମ କଷ୍ଟରୁ ଆଶ୍ୱସ୍ତି ମିଳିଛି। ତେବେ କୃଷି ଓ ଅନ୍ୟାନ୍ୟ କାର୍ଯ୍ୟରେ…

ସ୍ବଳ୍ପ ମୂଲ୍ୟର ଭେଣ୍ଟିଲେଟର ତିଆରି କଲା ସିଟିଟିସି

ଭୁବନେଶ୍ୱର(ବ୍ୟୁରୋ), ୨୧ା୪: କୋଭିଡ୍‌-୧୯ର ମୁକାବିଲା ଲାଗି ସହଯୋଗର ହାତ ବଢ଼ାଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଟୁଲ୍‌ ରୁମ୍‌ ଆଣ୍ଡ୍‌ ଟ୍ରେନିଂ ସେଣ୍ଟର (ସିଟିଟିସି)। କରୋନା ସଂକ୍ରମିତଙ୍କ ଚିକିତ୍ସାରେ ଭେଣ୍ଟିଲେଟରର ଆବଶ୍ୟକତା ସର୍ବାଧିକ ରହିଥିବାବେଳେ ଦେଶ ଓ ରାଜ୍ୟରେ ଏହାର ଅଭାବ ଦେଖାଦେଇଛି। ଏହି…

ସକାଳୁଆ ଅଫିସ ନେଇ ସବୁ ଜିଲାପାଳଙ୍କୁ ଚିଠ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ପ୍ରତିବର୍ଷ ଭଳି ଖରା ଯୋଗୁ ସବୁ ଜିଲାର ସରକାରୀ ଅଫିସ ଏବଂ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ କୋର୍ଟଗୁଡିକ ପ୍ରତିଦିନ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ। ବିନା ମଧ୍ୟାହ୍ନଭୋଜନ ବିରତିରେ ଏହି କାର୍ଯ୍ୟାଳୟ ଏବଂ କୋର୍ଟଗୁଡିକ ଚାଲିବ। ୧୦ଏପ୍ରିଲରୁ…

ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୭୯ ଛୁଇଁଲା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଏବେ କରୋନା ପଜିଟିଭଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ସେପଟେ ଆଉ ଜଣେ ରୋଗୀ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୋଟ…

ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ: ରାଜ୍ୟରେ ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ। ସୋମବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରନ୍ତଙ୍କ ମଧ୍ୟରେ ୧୦ଜଣ ପଞ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା ୭୪ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୨୪…

୧୦ ଆକ୍ରାନ୍ତଙ୍କ କୋଲକାତା ଲିଙ୍କ୍‌: ଗତ ୨୮ ଦିନ ଭିତରେ କୋଲକାତାରୁ ଫେରିଥିଲେ ତୁରନ୍ତ ଜଣାନ୍ତୁ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଗତ ୨୮ ଦିନ ମଧ୍ୟରେ କୋଲକାତାରୁ ଫେରିଥିଲେ ତୁରନ୍ତ ସ୍ଥାନୀୟ ତହସିଲଦାର, ବିଡିଓ, ସରପଞ୍ଚଙ୍କୁ ଜଣାନ୍ତୁ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଭଦ୍ରକ ଓ ଯାଜପୁର ଜିଲାର ୧୦ ଜଣଙ୍କ କରୋନା ପଜିଟିଭ୍‌ ରିପୋର୍ଟ ଆସିବା…

ଭଦ୍ରକର ୫ ପୁରୁଷ କରୋନା ପଜିଟିଭ୍‌

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ସୋମବାର ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲେଶ୍ୱର ଜିଲାର ୨ ଓ ଭଦ୍ରକର ଜିଲାର ୫ ପଜିଟିଭ୍‌ ରହିଛନ୍ତି। ଭଦ୍ରକର ୫ଜଣ ପୁରୁଷଙ୍କଠାରେ କରୋନା ଭୂତାଣୁ ଠାବ ହୋଇଛି। ଆକ୍ରାନ୍ତଙ୍କ ବୟସ…

ବାଲେଶ୍ୱରର ୨ ବର୍ଷର ଶିଶୁକନ୍ୟା, ୩୨ ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଫଳରେ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ ୬୮ରେ ପହଞ୍ଚିଛି। ତେବେ ବାଲେଶ୍ୱର ଜିଲାରେ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ…

‘କୋହଳ ଆଭିମୁଖ୍ୟ ନ ଭାଙ୍ଗୁ କଟକଣା’

ଭୁବନେଶ୍ୱର,୨୦।୪: କରୋନା କଟକଣା ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ମେ’ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌କୁ ବଢ଼ାଇ ଦିଆଯାଇଛି। ତେବେ ଏଥିଯୋଗୁ ଜୀବନଜୀବିକାଠାରୁ ଆରମ୍ଭ କରି ଅର୍ଥନୀତି ଓ ସାମାଜିକ ସ୍ଥିତି ବିଗିଡି ଯାଉଥିବାରୁ ସରକାର ୨୦ ତାରିଖରୁ କଟକ ଓ ଭୁବନେଶ୍ୱରକୁ ଛାଡ଼ି…

ଘରୋଇ ବସ୍‌ ଉପରେ ଲକ୍‌ଡାଉନ ମାଡ଼: ଆଶଙ୍କାରେ ଦିନ ବିତାଉଛନ୍ତି ମାଲିକ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ରୋକିବାକୁ ଲକ୍‌ଡାଉନ ଘୋଷଣା ଘରୋଇ ବସ୍‌ ମାଲିକଙ୍କ ଉପରେ ଭାରି ପଡ଼ିଛି। ମାର୍ଚ୍ଚ ୨୪ରୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ରାଜ୍ୟରେ ୧୪ ହଜାରରୁ ଊର୍ଦ୍ଧ୍ୱ ଘରୋଇ ବସ୍‌ ଚଳାଚଳ କରିଥାଏ। ଲକ୍‌ଡାଉନ ପରଠାରୁ ଗାଡ଼ିଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?