ମେଟ୍ରୋ

ପ୍ରବାଦ ପୁରୁଷଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ: ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ପ୍ରବାଦ ପୁରୁଷ, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର…

ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍‌ସ୍ପଟ୍‌ କୁହାଯାଉଛି। ଆଗାମୀ ଦିନରେ କରୋନାର ଚିତ୍ର ସ୍ପଷ୍ଟ କରିବା ଲାଗି ନମୂନା ପରୀକ୍ଷଣକୁ ଅଧିକ କରାଯିବ। ୭ଦିନ ମଧ୍ୟରେ ୫,୦୦୦…

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି। ଏଥିରୁ ଭୁବନେଶ୍ୱର ହଟ୍‌ସ୍ପଟ୍‌ ବୋଲି ସ୍ପଷ୍ଟ ହୋଇଛି। ଖୋର୍ଦ୍ଧାକୁ ଛାଡ଼ି ବାକି ୮ଟି…

ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଏଥିପାଇଁ ୨୪/୭ କାମ କରୁଛନ୍ତି। ଇତିମଧ୍ୟରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ୭ଟି…

ଥାନାଧିକାରୀଙ୍କୁ ମିଳିଲା ଅଧିକ କ୍ଷମତା: ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କଲେ ସାଧାରଣ ଜନତା, ସରକାରୀ ଅଧିକାରୀଙ୍କ ଉପରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନାର ମୁକାବିଲା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ସଚେତନତା ସତ୍ତ୍ୱେ ଅନେକେ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଥାନାଧିକାରୀଙ୍କୁ ଅଧିକ…

ବୁଲା ପ୍ରାଣୀଙ୍କ ଖାଇବା ଲାଗି ସରକାର ଖର୍ଚ୍ଚ କରିବେ ୮୦ଲକ୍ଷ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାସ୍ତାରେ ବୁଲୁଥିବା କୁକୁର ଏବଂ ଅନ୍ୟ ପ୍ରାଣୀମାନଙ୍କ ଖାଇବା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ଆଣି ଲକ୍‌ଡାଉନ ସମୟ ଶେଷ ହେବା ପର୍ଯ୍ୟନ୍ତ ବୁଲା ପଶୁଙ୍କୁ ଖାଦ୍ୟ ପ୍ରଦାନ କରିବେ।…

ସୀମିତ ଖଣ୍ଡପୀଠରେ କାର୍ଯ୍ୟକରିବ ହାଇକୋର୍ଟ

କଟକ ଅଫିସ୍‌,୧୭ା୪: କେନ୍ଦ୍ର ସରକାରଙ୍କ ତରଫରୁ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି ପାଇଛି। ତେଣୁ ଏହି ସମୟରେ ସୀମିତ ଖଣ୍ଡପୀଠରେ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରାଯିବ ବୋଲି ହାଇକୋର୍ଟଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ମେ’ ୧ ତାରିଖ…

ବାହାରେ ଫସିଥିବା ଶ୍ରମିକଙ୍କ ପରିବାରକୁ ସହାୟତା ଦିଆଯାଉ: ଶ୍ରୀକାନ୍ତ ଜେନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଦେଶର ବିଭିନ୍ନ ସ୍ଥାନରେ ଓଡ଼ିଆ ଶ୍ରମିକ ଫସି ରହିଛନ୍ତି। ରେଳ ଚଳାଚଳ ଏବଂ ବେସରକାରୀ ପରିବହନ ବନ୍ଦ ରହିଥିବାରୁ ସେମାନେ ବର୍ତ୍ତମାନ ରାଜ୍ୟକୁ ଫେରିବା ସମ୍ଭବ ନୁହେଁ।…

‘ଟିକ୍‌ ମି’ ଆପ୍‌ ଦ୍ୱାରା ମିଳିବ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଲୋକେ ଘରେ ରହିଛନ୍ତି। ସେମାନଙ୍କର ଯେପରି ସମସ୍ୟା ନ ଉପୁଜିବ ସେଥିପାଇଁ ଅନ୍‌ଲାଇନ୍‌ ଓ ହୋମ୍‌ ଡେଲିଭରି ସେବାକୁ ଅନୁମତି ଦେଇଛନ୍ତି ସରକାର। ଖୁବ୍‌ଶୀଘ୍ର ‘ଟିକ୍‌ ମି’ ମୋବାଇଲ୍‌ ଆପ୍‌ ମାଧ୍ୟମରେ ଅତ୍ୟାବଶ୍ୟକ ସେବା ପ୍ରଦାନ ପାଇଁ…

ଭୁବନେଶ୍ୱରରେ ବଢ଼ିବ ପରୀକ୍ଷଣ ସୁବିଧା: ସଂଗ୍ରହ ହେବ ଇଚ୍ଛୁକ ବ୍ୟକ୍ତିଙ୍କ ନମୁନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ଲୋକଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଇଚ୍ଛୁକ ବ୍ୟକ୍ତିଙ୍କର ନମୁନା ସଂଗ୍ରହ କରାଯିବ। ସ୍ବାସ୍ଥ୍ୟ ପରୀକ୍ଷା ଓ ନମୁନା ପରୀକ୍ଷଣ ପାଇଁ ଭୁବନେଶ୍ୱର ଜନସାଧାରଣଙ୍କ ପକ୍ଷରୁ ବହୁ ଅନୁରୋଧ ଆସିବା ପରେ ଗୁରୁବାର ଭୁବନେଶ୍ୱର ମହାନଗର…

କଳାକାରଙ୍କ ଉପରେ କରୋନା ଚଡ଼କ: ସବୁ ଉପାର୍ଜନବାଟ ବନ୍ଦ

ଭୁବନେଶ୍ୱର, ୧୭ା୪(ବ୍ୟୁରୋ): କଳାକାରଙ୍କ ଉପରେ କରୋନା ଚଡ଼କ। ଲକ୍‌ଡାଉନ୍‌ ପାଇଁ ଉପାର୍ଜନର ସବୁ ବାଟ ବନ୍ଦ ହୋଇଯାଇଥିବାରୁ ରାଜ୍ୟର ହଜାର ହଜାର କଳାକାର ଏବେ ନାନା ଦୁର୍ଦ୍ଦଶାରେ କାଳାତିପାତ କରୁଛନ୍ତି। ନା ସେମାନଙ୍କ ହାତରେ କାମ ଅଛି ନା ପେଟ ପୋଷିବାକୁ…

ବନ୍ୟପ୍ରାଣୀ, ବନ କର୍ମଚାରୀଙ୍କ ସୁରକ୍ଷା ଚିନ୍ତା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଓ କରୋନା କଟକଣାରୁ ମୁକ୍ତ ରହିଛି ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର କାର୍ଯ୍ୟ। ତେବେ ସଂକ୍ରମଣ ଭୟ ଥିବାରୁ ଚିନ୍ତା ବଢ଼ିଛି। କୋଭିଡ୍‌-୧୯ ଦ୍ୱାରା ସବୁକିଛି ପ୍ରଭାବିତ ହୋଇଥିବାବେଳେ ଏହି ମହାମାରୀର ମୁକାବିଲା ପାଇଁ ବିଭାଗୀୟ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?