କାହିଁକି ନିରଞ୍ଜନ କହିଲେ ନିର୍ବାଚନ ଲଢ଼ିବେନି….
ଭୁବନେଶ୍ୱର,୨୪।୩: ଏଣିକି ଆଉ ନିର୍ବାଚନ ଲଢ଼ିବେ ନାହିଁ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ସେ ଆଉ ନିର୍ବାଚନ ଲଢ଼ିବି ନାହିଁ ବୋଲି କହିଛନ୍ତି।ବୟସାଧିକ କାରଣରୁ ଆଉ ନିର୍ବାଚନ ଲଢ଼ିବି ନାହିଁ ବୋଲି ନିରଞ୍ଜନ...
କଣ୍ଟିଲୋରେ ରାଷ୍ଟ୍ରପତି
ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେଠାରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ନୟାଗଡ଼ ଜିଲା କଣ୍ଟିଲୋରେ...
ସ୍ତ୍ରୀ ଆତ୍ମହତ୍ୟା ଧମକ ଦେବା, ଝଗଡ଼ା କରିବା ସ୍ୱାମୀଙ୍କୁ ଏକ ପ୍ରକାର ବ୍ଲାକମେଲିଂ: ଓଡ଼ିଶା ହାଇକୋର୍ଟ
ଭୁବନେଶ୍ୱର,୨୪ା୩: ଜଣେ ସ୍ତ୍ରୀ ବାରମ୍ବାର ଆତ୍ମହତ୍ୟା ଏବଂ ଝଗଡ଼ା କରିବାକୁ ଧମକ ଦେବା କେବଳ ଅତ୍ୟାଚାର ନୁହେଁ ବରଂ ସ୍ୱାମୀଙ୍କ ପ୍ରତି ମାନସିକ ଅତ୍ୟାଚାରର ବୋଲି ଓଡ଼ିଶା ହାଇକୋର୍ଟ ମତ ଦେଇଛନ୍ତି। ଛାଡପତ୍ର ମାମଲାରେ ପରିବାର କୋର୍ଟଙ୍କ ବିବାହ ଭାଙ୍ଗିବା...
ରାଜଧାନୀରେ ନକଲି ପୋଲିସ ଅଫିସର-କନଷ୍ଟେବଲ ଗିରଫ, ଲକ୍ଷାଧିକ ନକଲି ଟଙ୍କା ଜବତ
ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତ ମାନସ ରଞ୍ଜନ ସେନାପତି ଭଦ୍ରକର ବାସୁଦେବପୁରର ବାସିନ୍ଦା ଏବଂ ଭୁବନେଶ୍ୱରର...
୨୦୨୫-୨୬ ବର୍ଷ ପାଇଁ ଘୋଷଣା ହେବ ନୂଆ ବିଦ୍ୟୁତ୍ ଦର: ଜାଣନ୍ତୁ ବଢିବା ନା କମିବ
ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିବାକୁ ଯାଉଛି। ଅପରାହ୍ନରେ ଆଶା କରାଯାଉଥିବା ଏହି ନିଷ୍ପତ୍ତି ଫେବୃଆରୀ ୧୭ ତାରିଖରୁ ଆରମ୍ଭ ହୋଇଥିବା ଏକ ସାଧାରଣ...
ବିପଦରେ ସାଧାରଣ ଲୋକଙ୍କ ଜୀବନ: ରାଜ୍ୟରେ ୮୪ଟି ନକଲି ମେଡିସିନ୍ ଚିହ୍ନଟ
ଭୁବନେଶ୍ୱର,୨୪ା୩: ରାଜ୍ୟରେ ସବୁ ମିଳୁଛି ନକଲି। ପୂଜା ଘିଅଠାରୁ ଆରମ୍ଭ କରି ଗାଡ଼ି ଇଞ୍ଜିନ ଅଏଲ ସବୁ ନକଲି। ଏବେ ଲୋକମାନଙ୍କର ଜୀବନ ରକ୍ଷା ପାଇଁ ନକଲି ଔଷଧ ମଧ୍ୟ ମିଳୁଥିବା ଜଣା ପଡିଛି। ସୋମବାର ବିଧାନସଭାରେ ଏହି ସୂଚନା...
ଭୁବନେଶ୍ୱର ହେବ ୨ ପୋଲିସ ଜିଲା
ଭୁବନେଶ୍ୱର,୨୪ା୩(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ପୂର୍ବାପେକ୍ଷା ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏପରି କି ମାମଲା ସଂଖ୍ୟାରେ ବୃଦ୍ଧି, ଆଇନଶୃଙ୍ଖଳା ଚ୍ୟାଲେଞ୍ଜ୍, ବିକ୍ଷୋଭ ଓ ସହରକୁ ନିୟମିତ ଭିଭିଆଇପି ତଥା ଭିଆଇପି ଗସ୍ତକୁ ନେଇ କମିଶନରେଟ୍ ପୋଲିସ ଚିନ୍ତାରେ...
ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା: ପ୍ରସ୍ତୁତ ଚାଲିଛି ନିର୍ଦ୍ଦେଶାବଳୀ
ଭୁବନେଶ୍ୱର,୨୪ା୩: ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା। ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଛି।ନୂଆ ସରକାର ଟଙ୍କା ଫେରସ୍ତ...
୭୬୪ ପଞ୍ଚାୟତରେ ନାହିଁ ଇଣ୍ଟରନେଟ ବ୍ୟବସ୍ଥା: ମନ୍ତ୍ରୀ
ଭୁବନେଶ୍ୱର,୨୪।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ସୋମବାର ଗୃହର ଏକ ପ୍ରଶ୍ନର ଉତ୍ତରରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୭୬୪ ପଞ୍ଚାୟତରେ ଇଣ୍ଟରନେଟ ସେବା ନ ଥିବା...
ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ ଦେଲେ ସଫଳତା ମିଳେ
ସମ୍ବଲପୁରସ୍ଥିତ ଜାଶ୍ ହୋଣ୍ଡାର ନିର୍ଦ୍ଦେଶକ ସମଶେର୍ ସିଂ ହୁରା ଏକ ବ୍ୟବସାୟଭିତ୍ତିକ ପରିବାରରେ ଜନ୍ମ ନେଇଥିବାବେଳେ ତାଙ୍କର ଅଟୋମୋବାଇଲ ଶିଳ୍ପ ପ୍ରତି ଖୁବ୍ ରୁଚି ରହିଥିଲା। ସୁଯୋଗର ସଦୁପଯୋଗ କରି ସର୍ବଦା ଅର୍ଥପୂର୍ଣ୍ଣ ପ୍ରଭାବ ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା...
ବିରି ଖାଇଦେଲା ବୋଲି ଶୁଆକୁ ଫାଶୀ
ଭୁବନେଶ୍ୱର, ୨୪।୩ (ବନ୍ଦନା ସେଠୀ): ବନ୍ୟପ୍ରାଣୀଙ୍କୁ ଶିକାର କରି ରାନ୍ଧି ଖାଇବା, ପୋଷା ମନାଇ ରଖିବା ଓ ଅତ୍ୟାଚାର କରିବାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଛଡ଼ାଯାଉଛି। ଏହାକୁ ନେଇ ଅନେକ ସମୟରେ ବିବାଦ ସୃଷ୍ଟି ହେଉଥିବାବେଳେ ଏବେ...
ଅରୁଣ ବୋଥ୍ରାଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୪ା୩(ସତ୍ୟଜିତ୍ ରାଉତ): ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡ଼ିତ ୨ଟି ମାମଲାକୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିବାକୁ ନେଇ ଚାରିଆଡ଼େ ଚର୍ଚ୍ଚା ସୃଷ୍ଟି ହୋଇଛି। ଶନିବାର ମୁମ୍ବାଇସ୍ଥିତ ଏକ କୋର୍ଟରେ ସିବିଆଇ...
Archives


