ମେଟ୍ରୋ

ପିଆଜ ପରେ ଆଳୁ ଚଡ଼କ: ଦର ଛୁଇଁଲା ୩୦

ଭୁବନେଶ୍ୱର,୬ା୧(ବ୍ୟୁରୋ): ପିଆଜ ପରେ ଏବେ ଆଳୁ ଦର ବଢ଼ିଛି। ୧୮ରୁ ୨୦ ଟଙ୍କା ଦରରେ ମିଳୁଥିବା ଆଳୁ ଏବେ ୩୦ଟଙ୍କା ଛୁଇଁଛି। ରାଜ୍ୟର ନୂଆ ଆଳୁ ଅମଳରେ ବିଳମ୍ବ ସହ ପଶ୍ଚିମବଙ୍ଗରୁ ଆଳୁ ଆମଦାନୀ ହ୍ରାସ ପାଇବାରୁ ଦର ହଠାତ୍‌...

୧୧ରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଲ୍‌ ଓଡିଶା ଲ ଅଫିସର୍ସ ଆସୋସିଏଶନ ପକ୍ଷରୁ ଆସନ୍ତା ୧୧ ତାରିଖରେ ଇଡ୍‌କଲ ଅଡିଟୋରିୟମରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ ହେବ। ରାଜ୍ୟର ବିଭିନ୍ନ ଅଦାଲତରେ କାର୍ଯ୍ୟ କରୁଥିବା ସରକାରୀ ଓକିଲ(ଦଓ୍ବୋନୀ ଓ ଫୌଜଦାରୀ)ମାନେ ଯୋଗଦେବେ। ଏହି ସମ୍ମିଳନୀରେ...

ରାଜ୍ୟରେ ଆରମ୍ଭ ହେବ ସ୍ବଚ୍ଛ ସର୍ବେକ୍ଷଣ ଲିଗ୍‌

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳଗୁଡିକ କେତେ ସଫାସୁତୁରା ରହିଛି ତାହା ଜାଣିବା ଲାଗି ପ୍ରଥମଥର ସାରା ରାଜ୍ୟରେ ସ୍ବଚ୍ଛ ସର୍ବେକ୍ଷଣ (ଏସ୍‌ଏସ୍‌) ଲିଗ୍‌ ୨୦୨୦ ଆରମ୍ଭ ହେବ। ତରଳ, କଠିନ ଓ ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା ସହ ସ୍ବଚ୍ଛତା କ୍ଷେତ୍ରରେ ସମସ୍ତ...

ଓଡ଼ିଶାରୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆଶା ଉଜ୍ଜ୍ୱଳ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ କରିବା ଆଶା ଉଜ୍ଜ୍ୱଳ ହେବାରେ ଲାଗିଛି। ଆସନ୍ତା ୨୨ ତାରିଖରେ ଓଡ଼ିଶାରେ ୧୫ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ବିମାନ ଚଳାଚଳ ସଂସ୍ଥାର ସିଇଓଙ୍କ ବୈଠକ ଅନୁଷ୍ଠିତ ହେବ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ,...

ସରିଲା ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା: ଫେବୃୟାରୀ ପ୍ରଥମ ସପ୍ତାହରେ ପରୀକ୍ଷାଫଳ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଭୁବନେଶ୍ୱର ଏବଂ ନୂଆ କରି ଆରମ୍ଭ ହେବାକୁ ଥିବା ସୈନିକ ସ୍କୁଲ ସମ୍ବଲପୁର ପାଇଁ ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ଓଡ଼ିଶାର ୮ ସେଣ୍ଟରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରବେଶିକା ପରୀକ୍ଷାରେ ସୈନିକ ସ୍କୁଲ ଭୁବନେଶ୍ୱର ନିମନ୍ତେ...

ଜମି ଅଧିଗ୍ରହଣରେ ଅଟକିଛି ଅଧିକାଂଶ ରେଳ ପ୍ରକଳ୍ପ

ଭୁବନେଶ୍ୱର,୬ା୧(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଓଡ଼ିଶାରେ ଚାଲୁଥିବା ନୂଆ ରେଳ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଧିମେଇଛି। ଜମି ଅଧିଗ୍ରହଣ, ଜଙ୍ଗଲ ବିଭାଗର ଅନୁମତି ଆଦି କ୍ଷେତ୍ରରେ ଉପୁଜିଥିବା କେତେକ ସମସ୍ୟା ଯୋଗୁ ପ୍ରକଳ୍ପ ସରିବାରେ ବିଳମ୍ବ ହେଉଛି। ପୁଣି ଓଡ଼ିଶା ସରକାରଙ୍କ...

ଲେଉଟିବ ଶୀତ: ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ପୁଣି ଥରେ ବଢ଼ିବ ଶୀତ। ସୋମବାରଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇବା ସହ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। କିଛିଦିନ ହେବ ରାଜ୍ୟରେ ବର୍ଷା ପାଗ...

ଜେଲ୍‌ ଗଲେ ଆଇଏଏସ୍‌ ବିଜୟ କେତନ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟ ରବିବାର ଜେଲ ଯାଇଛନ୍ତି। ରିମାଣ୍ଡ ଅବଧି ସରିବା ପରେ ତାଙ୍କୁ ଭୁବନେଶ୍ୱର ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଗତ ୩୦ ତାରିଖରେ...

‘ଓଡ଼ିଆ ମୋ ପରିବାରର’ ପ୍ରଥମ ବୈଠକ: ୩ ଦିଗ ଉପରେ କାର୍ଯ୍ୟ ଲାଗି ଖସଡା ପ୍ରସ୍ତୁତି

ଭୁବନେଶ୍ୱର,୫।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ‘ଓଡ଼ିଆ ମୋ ପରିବାରର’ ପ୍ରଥମ ଆନୁଷ୍ଠାନିକ ବୈଠକ ରବିବାର ନବୀନ ନିବାସରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଆବାହକ ଅରୂପ ପଟ୍ଟନାୟକ କହିଛନ୍ତି ୩ ଦିଗ ଉପରେ କାର୍ଯ୍ୟ କରାଯିବାକୁ ଖସଡା ପ୍ରସ୍ତୁତ...

ଆଇଟିର ଉନ୍ନତି ପାଇଁ ମିଳିତ ଭାବେ କାର୍ଯ୍ୟ କରିବେ ଓଡ଼ିଶା-ୟୁପି, ୨ ରାଜ୍ୟର ଆଇଟି ମନ୍ତ୍ରୀଙ୍କ ସାକ୍ଷାତ

ଭୁବନେଶ୍ୱର,୫।୧(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଓଡ଼ିଶା ଏବଂ ଉତ୍ତର ପ୍ରଦେଶ ମିଳିତ ଭାବେ କାର୍ଯ୍ୟ କରିବେ। ଉଭୟ ରାଜ୍ୟର ଆଇଟି ବିଭାଗ ମନ୍ତ୍ରୀଙ୍କ ମଧ୍ୟରେ ଏନେଇ ଏକ ସୌଜନ୍ୟମୂଳକ ସାକ୍ଷାତ ଅନୁଷ୍ଠିତ ହୋଇଯାଇଛି। ୟୁପି ଆଇଟି ରାଷ୍ଟ୍ରମନ୍ତ୍ରୀ...

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ

ଭୁବନେଶ୍ୱର,୫।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଭାଜପା ପକ୍ଷରୁ ରବିବାରଠାରୁ ଜନଜାଗରଣ ସୃଷ୍ଟି କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ ଓଡ଼ିଶା ଆସୁଛନ୍ତି। କୁଲସ୍ତେ ରବିବାର କେନ୍ଦ୍ରାପଡା ଜିଲା ମହାକାଳପଡାଠାରେ ସର୍ବଭାରତୀୟ...

ସୀମାଚଳମ୍‌ରୁ ଫେରିବାବେଳେ ଦୁର୍ଘଟଣା: ଚାଲିଗଲା ୨ ପରିବାରର ୫ ଜୀବନ

ଭୁବନେଶ୍ୱର (ବ୍ୟୁରୋ)/ ପାତ୍ରପୁର(ଡି.ଏନ୍‌.ଏ),୫।୧: ପୁଅର ମୁଣ୍ଡନ ପାଇଁ ଭୁବନେଶ୍ୱରରୁ ୨ଟି ପରିବାର ଏକ କାର୍‌ ଯୋଗେ ଆନ୍ଧ୍ରପ୍ରଦେଶ ସୀମାଚଳମ୍‌ର ଶ୍ରୀବରାହଲକ୍ଷ୍ମୀନାରାୟଣ ମନ୍ଦିରକୁ ଯାଇଥିଲେ। ଶୁକ୍ରବାର ସେଠାରେ ମୁଣ୍ଡନ ସାରିବା ପରେ ବୁଲାବୁଲି କରି ରାତିରେ ହସଖୁସିରେ ଫେରୁଥିଲେ। ମାତ୍ର ନିୟତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri