ଡାକ୍ତର, ପାରାମେଡିକାଲ କର୍ମଚାରୀ ଆବଶ୍ୟକ କଲା ସ୍ବାସ୍ଥ୍ୟବିଭାଗ
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର ଓ ପାରାମେଡିକାଲ କର୍ମଚାରୀ ଆବଶ୍ୟକ କଲା ରାଜ୍ୟ ସ୍ବାସ୍ଥ୍ୟବିଭାଗ। ୩ ମାସ ପାଇଁ ଚୁକ୍ତି ଭିତ୍ତିରେ ଡାକ୍ତର, ନର୍ସ, ଫାର୍ମାସିଷ୍ଟ ନିଯୁକ୍ତି ପାଇଁ ସ୍ବାସ୍ଥ୍ୟବିଭାଗର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ବିଜ୍ଞାପନ ଦିଆଯାଇଛି। ଜୁନ୍ ୩୦…
ଡାକ୍ତର, ନର୍ସଙ୍କୁ ଦିଆଯିବ ୪ ମାସର ଆଗୁଆ ଦରମା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଡ଼ ଘୋଷଣା କରିଛନ୍ତି। ସବୁ ଡାକ୍ତର, ପାରାମେଡିକାଲ କର୍ମଚାରୀଙ୍କୁ ଆଗୁଆ୪ ମାସର ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେମାନଙ୍କୁ ଏପ୍ରିଲ, ମେ, ଜୁନ୍ ଏବଂ ଜୁଲାଇ ମାସର ଦରମା…
ଆଇସିୟୁରେ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ : ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି
ଭୁବନେଶ୍ୱର, ୨୫।୩(ବ୍ୟୁରୋ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ(୯୭) ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁଧବାର ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ୧୯୨୨ ମସିହାରେ ପୁରୀ ଜିଲା…
କ୍ୱାରାଣ୍ଟାଇନ କ୍ୟାମ୍ପ ପାଇଁଁ ୬ ୱାର୍ଡ ଖାଲିକଲେ ଏସ୍ ଭି ନିରତାର କର୍ତ୍ତୃପକ୍ଷ
କଣ୍ଟାପଡା,୨୫ା୩(ଡି.ଏନ୍.ଏ.)- ମହାମାରୀ କରୋନାର ପ୍ରତିଷେଧକ ପାଇଁ ସାରା ଭାରତ ୨୧ଦିନ ପାଇଁ ଲକଡାଉନ କରାଯାଇଛି। କରୋନା ଆକ୍ରାନ୍ତ, ରାଜ୍ୟ ଓ ଦେଶ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଚିକିତ୍ସା ପାଇଁ କଟକ ଜିଲା ଓଲଟପୁରସ୍ଥିତ ଏସ୍ ଭି ନିରତାର ଦିବ୍ୟାଙ୍ଗ ଗବେଷଣା ଓ…
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଓଏମ୍ସି ଦେଲା ୫ଶହ କୋଟି ଟଙ୍କା
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍ଆର୍ଏଫ୍)କୁ ଓଡ଼ିଶା ଖଣି ନିଗମ(ଓଏମ୍ସି) ସହଯୋଗ କରିଛି। ଓଏମ୍ସି ସିଏମ୍ଆର୍ଏଫ୍ ଫଣ୍ଡକୁ ୫ଶହ କୋଟି ଟଙ୍କା ପ୍ରଦାନ କରିଥିବା ସୂଚନା ମିଳିଛି। ପ୍ରକାଶ ଯେ, ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ…
ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଭାଇଜାନ୍
ଭୁବନେଶ୍ୱର,୨୫ା୩(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିସାରିଲାଣି। ଅହେତୁକ ଭାବେ ବଢ଼ୁଥିବା ଏହାର ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶକୁ ୨୧ଦିନିଆ ଲକଡାଉନ ଜାରି କରିଛନ୍ତି। ଏଥିରେ ରାଜ୍ୟଗୁଡ଼ିକୁ ମଧ୍ୟ ସମର୍ଥନ କରିବାକୁ ନିବେଦନ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ତିନି ମାସର ଦରମା ପ୍ରଦାନ କଲେ କୃଷି ମନ୍ତ୍ରୀ, ଏମ୍ପି ସସ୍ମିତ୍
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ଏହାପରଠାରୁ ସିଏମ୍ଆର୍ଏଫ୍କୁ ସହାୟତାର ସୁଅ ଛୁଟିଛି। ଏହି କ୍ରମରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ,…
ଆନ୍ଧ୍ରପ୍ରଦେଶରେ ଫସିଥିବା ୭୦ ଓଡ଼ିଆ ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଲା ‘ଓଡ଼ିଶା-ମୋ ପରିବାର’
ଭୁବନେଶ୍ୱର,୨୫।୩(ବ୍ୟୁରୋ):ଘାତକ କରୋନା ଭୂତାଣୁ ମୁକାବିଲାକୁ ନେଇ ଉପୁଜିଥିବା ଜଟିଳ ପରିସ୍ଥିତିରେ ଓଡ଼ିଶାର ୭୦ ଶ୍ରମିକ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ପେଡ଼ାତଡ଼େପଲ୍ଲୀ ସ୍ଥାନରେ ଫସି ରହିଥିଲେ। ସେମାନଙ୍କୁ ସହାୟତାର ହାତ ବଢ଼ାଇଛି ‘ଓଡ଼ିଶା ମୋ ପରିବାର’। ସୂଚନାନୁଯାୟୀ, ଭଦ୍ରକର ୧୫ଜଣ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତାର ସୁଅ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆରଏଫ୍)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ସ୍ବୟଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜ ୩ ମାସର ଦରମା କରୋନା ମୁକାବିଲା ପାଇଁ ଦାନ କରିଥିଲେ। ଏହା…
୫୦ରୁ ଊର୍ଦ୍ଧ୍ୱ ବୟସ୍କ କର୍ମଚାରୀଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ଅଫିସ ମନା
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିବାରେ ଲାଗିଛନ୍ତି। ମଙ୍ଗଳବାର ୫୦ବର୍ଷ ଏବଂ ତା’ଠାରୁ ଅଧିକ ବୟସର ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିିୟମ ଘୋଷଣା କରାଯାଇଛି। ୫୦ବର୍ଷରୁ ଅଧିକ ବୟସ୍କ…
ଔଷଧ ଦୋକାନରୁ ହାଇଡ୍ରୋକ୍ସି କ୍ଲୋରୋକୁଇନ ଖାଲି
କଟକ ଅଫିସ, ୨୫ା୩: କରୋନା ରୋକିବା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଆଉ ଯଦି କୌଣସି ଔଷଧ ଏହା ଭଲ ହେବା ପାଇଁ ଶୁଣିବାକୁ ମିଳୁଛି ତାହା ବଜାରରୁ ଗାଏବ ହୋଇଯାଇଛି। କିଛିଦିନ ପୂର୍ବେ ଇଣ୍ଡିଆନ କାଉନସିଲ ଫର…
ସିଲ୍ ହେଲା ହୋଟେଲ ଦେବଭୂମି
ପୁରୀ ଅଫିସ,୨୫ା୩: କରୋନା ଭାଇରସ୍ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍ଡାଉନ ଘୋଷଣା କରିଛନ୍ତି। ଲକ୍ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା ଦୋକାନ ଖୋଲିବା ପାଇଁ ଅନୁମତି ରହିଛି। କିନ୍ତୁ ଏହି ନିୟମକୁ ନ ମାନି…
Archives


