ମେଟ୍ରୋ

ପୁରୀ-ବାରିପଦା ମଧ୍ୟରେ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୫।୧(ବ୍ୟୁରୋ): ନିୟମିତ ଟ୍ରେନ୍‌ରେ ମାତ୍ରାଧିକ ଭିଡ଼ ଯୋଗୁ ପୁରୀଠାରୁ ବାରିପଦାର ଭଞ୍ଜପୁରକୁ ଏକ ସ୍ପେଶାଲ ସାପ୍ତାହିକ ଟ୍ରେନ୍‌ ଚାଲିବ। ପ୍ରତୀକ୍ଷା ତାଲିକା (ଓ୍ବେଟିଂ ଲିଷ୍ଟ)ରେ ରହୁଥିବା ଟିକେଟଧାରୀଙ୍କୁ ଏହି ସ୍ପେଶାଲ ଟ୍ରେନରେ ନିଶ୍ଚିତ ଟିକେଟ ସୁବିଧା ମିଳିପାରିବ। ଏହି ପୁରୀ-ଭଞ୍ଜପୁର...

କାଳିଆ ଯୋଜନା ଅର୍ଥ କାଟ୍‌କୁ ନବନିର୍ମାଣ କୃଷକ ସଂଗଠନର ବିରୋଧ: ଅକ୍ଷୟ କୁମାରଙ୍କୁ ଭେଟିଲେ ତଥାଗତ

ଭୁବନେଶ୍ୱର,୫।୧(ବ୍ୟୁରୋ): କାଳିଆ ଯୋଜନାରୁ ଅର୍ଥ କାଟକୁ ବିରୋଧ କରି ୨୦୧୯ ଡିସେମ୍ବର ୨୬ରୁ ନବନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ କୁମାର ସୁନ୍ଦରପଦାସ୍ଥିତ ବୀରବନ୍ଧ ରାଜ୍ୟ କାର୍ଯ୍ୟାଳୟରେ ଅନଶନରେ ବସିଛନ୍ତି। ଶୁକ୍ରବାର ଧରିତ୍ରୀ ତଥା ଓଡିଶା ପୋଷ୍ଟର ସମ୍ପାଦକ ତଥାଗତ...

ଓଡ଼ିଶାରେ ଚାଲିଛି ୪୯,୯୮୪ କୋଟିର ରେଳ ପ୍ରକଳ୍ପ; ୧୦ ନୂଆ ଲାଇନ, ୨୫ ଦୋହରୀକରଣ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ରେଳ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟରେ ୩୬ ପ୍ରକଳ୍ପ ଅଧୀନରେ ୪୫୬୭ କିଲୋମିଟର ରେଳପଥ କାର୍ଯ୍ୟ ଜାରି ରହିଛି। ଏହି ସମସ୍ତ ପ୍ରକଳ୍ପର ମୂଲ୍ୟ ୪୯,୯୮୪ କୋଟି ଟଙ୍କା। ଏହି ପ୍ରକଳ୍ପଗୁଡିକ ମଧ୍ୟରେ କେତେକ ସମ୍ପୂର୍ଣ୍ଣଭାବେ ଓଡ଼ିଶାର ହୋଇଥିବାବେଳେ...

ମଣ୍ଡିରୁ ଉଠୁନି ଧାନ: ଚିଠି, ଟୁଇଟର ମାଧ୍ୟମରେ ମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ସାରା ରାଜ୍ୟରେ ଧାନ ସଂଗ୍ରହ ଆରମ୍ଭ ହୋଇଛି। ହେଲେ କେତେକ ସ୍ଥାନରେ ମଣ୍ଡିରୁ ଧାନ ଉଠି ନ ଥିବା ଅଭିଯୋଗ ହୋଇଛି। ଏପରି କି ରାଜଧାନୀ ଭୁବନେଶ୍ୱରସ୍ଥିତ ଶିଶୁପାଳଗଡ଼ ମଣ୍ଡିରୁ ଧାନ ଉଠି ନ ଥିବା ଅଭିଯୋଗ...

ସାଉଥକୋ, ଓ୍ବେସ୍‌କୋ, ନେସ୍‌କୋ ପାଇଁ ନିଯୁକ୍ତ ହେଲେ ସ୍ଥାୟୀ ଅଧିକାରୀ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ପରିଚାଳନା ଦାୟିତ୍ୱ ରିଲାଏନ୍ସ ଏନର୍ଜି ହାତରୁ ଯିବା ପରେ ସାଉଥକୋ, ଓ୍ବେସ୍‌କୋ ଓ ନେସ୍‌କୋ ଗ୍ରୀଡ୍‌କୋ ଅଧୀନରେ ରହି ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି)ଙ୍କ ନିର୍ଦ୍ଦେଶରେ ୩ ଜଣ ଅସ୍ଥାୟୀ ଅଥରାଇଜ ଅଫିସରଙ୍କୁ ନିଯୁକ୍ତି...

ବର୍ଷା ଛାଡ଼ିଲା, ବଢ଼ିବ ଥଣ୍ଡା; ୩ ଦିନ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୫।୧(ବ୍ୟୁରୋ)-ଗତ ଦୁଇଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସାଙ୍ଗକୁ କୋହଲା ପାଗ ଥଣ୍ଡା ପରିବେଶ ସୃଷ୍ଟି କରିଛି । ବର୍ଷା ଛାଡିଯାଇଥିଲେ ମଧ୍ୟ ଆକାଶ ମେଘାଚ୍ଛନ୍ନ ରହିଛି। ଆସନ୍ତା ୬ ଓ ୭ ତାରିଖରେ ପାଗରେ...

ସହରାଞ୍ଚଳ ରାସ୍ତାକଡ଼ ଖାଦ୍ୟ ନିରାପତ୍ତାକୁ ଗୁରୁତ୍ୱ: ରାସ୍ତାକଡ଼, ଭେଣ୍ଡିଂ ଜୋନ ଖାଦ୍ୟ ବ୍ୟବସାୟୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ୱର,୫।୧(ବ୍ୟୁରୋ)-ରାସ୍ତାକଡ ଠେଲା ଗାଡିରେ କିମ୍ବା ଭେଣ୍ଡିଂ ଜୋନରେ ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ତାଲିମ ଦିଆଯିବ। ଖାଦ୍ୟ ପ୍ରସ୍ତୁତି, ପରିବେଶ ଓ ପରିଚ୍ଛନ୍ନତା ଆଦି ବିଷୟରେ ବ୍ୟବସାୟୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଶନିବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ...

ଆର୍ଥିକ ଅନିୟମିତତା; ୩ ସରପଞ୍ଚ ନିଲମ୍ବିତ

ଭୁବନେଶ୍ୱର,୫।୧(ବ୍ୟୁରୋ)-ଆର୍ଥିକ ଅନିୟମିତତା ଏବଂ ଦୀର୍ଘଦିନ ଧରି ଅନୁପସ୍ଥିତ ରହିବା କାରଣରୁ ରାଜ୍ୟ ସରକାର ଶନିବାର ୩ ଜଣ ସରପଞ୍ଚଙ୍କୁ ନିଲମ୍ବିତ କରିଛନ୍ତି। କେନ୍ଦୁଝର ଜିଲା ହାଟଡିହି ବ୍ଲକ ସୁଲଣା ସରପଞ୍ଚ ଅଲିଭା ପଲେଇ, ବରଗଡ଼ ବ୍ଲକ କଳାପାଣି ସରପଞ୍ଚ କେ.ଭି....

ଦୁର୍ବିପାକ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ: ସଚେତନତା ପାଇଁ ୨୩ରେ ମାରାଥନ

ପୁରୀ ଅଫିସ, ୫।୧:  ଜାତୀୟ ଦୁର୍ବିପାକ ପ୍ରଶମନ ବାହିନୀ ପକ୍ଷରୁ ପୁରୀ ଜିଲାରେ ଦୁର୍ବିପାକ ପରିଚାଳନା ଅଭ୍ୟାସ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ଶନିବାର ସର୍କିଟ ହାଉସ୍‌ରେ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ...

ପୁରୀ ହେବ ଐତିହ୍ୟ ସହର: ଐତିହ୍ୟସ୍ଥଳୀରେ ଲାଗିପାରିନି ନାମଫଳକ

ପୁରୀ ଅଫିସ, ୫।୧: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ପର୍ଯ୍ୟଟନ ଭିତ୍ତିଭୂମି ସଜଡ଼ାଯିବ। ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା କରାଯିବ। ରାସ୍ତାଘାଟଠାରୁ ଆରମ୍ଭ କରି ସବୁଥିରେ ଉନ୍ନତି କରାଯିବ। ଏଥିପାଇଁ ରାଜ୍ୟ ସରକାର ବିଭିନ୍ନ...

ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ ଅଫିସ, ୫।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌. ଝାବେରି ଶନିବାର ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଜଷ୍ଟିସ...

କନଜରଭାନସି ଲେନରୁ ହଟିଲା ଜବରଦଖଲ

କଟକ ରୋଡ,୫।୧(ଡି.ଏନ୍‌.ଏ.): ରାଜଧାନୀର ଅଧିକାଂଶ ଅଞ୍ଚଳରେ କନଜରଭାନସି ଲେନ ଅବରୋଧ ହୋଇଛି। ଫଳରେ ନିୟମିତ ଏଗୁଡିକ ସଫେଇ ହୋଇ ନ ପାରିବା ସହ ସ୍ବେରେଜ ଚାମ୍ବର ସଫା କରିବାରେ ସମସ୍ୟା ଦେଖାଯାଉଛି। ଏ ନେଇ ଓଡ଼ିଶା ଜଳ ଯୋଗାଣ ସ୍ବେରେଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri