ଜାନୁୟାରୀ ୨୬ରୁ ଆଦିବାସୀ ମେଳା
ଭୁବନେଶ୍ୱର,୪ା୧(ବ୍ୟୁରୋ): ଆଦିବାସୀ ମେଳା-୨୦୨୦ ଆସନ୍ତା ଜାନୁୟାରୀ ୨୬ରୁ ଫେବୃୟାରୀ ୯ ପର୍ଯ୍ୟନ୍ତ ୟୁନିଟ-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ମେଳା ନିମନ୍ତେ...
୧୦ ସୁଦ୍ଧା ସିସିଟିଭି ଇନ୍ଷ୍ଟାଲେଶନ ସମ୍ପର୍କିତ ତଥ୍ୟ ଦେବାକୁ ନିର୍ଦ୍ଦେଶ: ରେକର୍ଡିଂ ହେବ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର, ୪ା୧(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ପରୀକ୍ଷାକୁ ସ୍ବଚ୍ଛ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ବ୍ୟବସ୍ଥା କରୁଛନ୍ତି। ଯେଉଁଠାରେ ସିସିଟିଭି ନ ଥିବ ସେଠାରେ ପରୀକ୍ଷା ହେବ ନାହିଁ। ଏଥିପାଇଁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଇନ୍ଷ୍ଟାଲେଶନ ସମ୍ପର୍କିତ ତଥ୍ୟ...
ପକ୍ଷୀ ଗଣନା ଆରମ୍ଭ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ସାରା ରାଜ୍ୟର ବିଭିନ୍ନ ବନଖଣ୍ଡରେ ଶୁକ୍ରବାରଠାରୁ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏଥିପାଇଁ ୨୫ ଟିମ୍ ଗଠିତ ହୋଇଛି। ଟିମ୍ରେ ବନବିଭାଗ କର୍ମଚାରୀ, ପରିବେଶବିତ୍, ବନ୍ୟପ୍ରାଣୀ ବିଶେଷଜ୍ଞ ଓ ସ୍ଥାନୀୟ ସାଧାରଣ ଲୋକଙ୍କୁ ସାମିଲ କରାଯାଇଛି।...
୧୬ ନୂତନ ଅଧ୍ୟାପକ ନିଯୁକ୍ତ: ଶିକ୍ଷକତାକୁ ବୃତ୍ତି ନୁହେଁ, ବ୍ରତ ଭାବେ ଗ୍ରହଣ କର; ମନ୍ତ୍ରୀ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ମାର୍ଗଦର୍ଶକ। ତେଣୁ ସେମାନେ ପ୍ରଭାବଶାଳୀ ହେବା ଆବଶ୍ୟକ। ବ୍ୟକ୍ତିଗତ ସଫଳତାକୁ ସମାଜର ବୃହତ୍ତର ସ୍ବାର୍ଥ ନିମନ୍ତେ ଉପଯୋଗ କରିବାର ମାନସିକତା ରହିଲେ ସଫଳତାର ଶୀର୍ଷରେ ପହଞ୍ଚତ୍ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ...
ଓଡ଼ିଆ ବୋହୂ ଅମିତା ମିସେସ୍ ୟୁନିଭର୍ସ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ମିସେସ୍ ୟୁନିଭର୍ସ ହୋଇ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଅମିତା ପଣ୍ଡା। ନିକଟରେ ଚୀନ୍ରେ ଅନୁଷ୍ଠିତ ୪୨ତମ ମିସେସ୍ ୟୁନିଭର୍ସ-୩ ପ୍ରତିଯୋଗିତାରେ ଅମିତା ବିଜୟୀ ହୋଇଛନ୍ତି। ଏହି ପ୍ରତିଯୋଗିତାରେ ୯୦ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏହା ପୂର୍ବରୁ...
ଫ୍ୟାନରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ଇନ୍ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ ଏକ ଘରୋଇ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଭିନ୍ନ ମୋଡ ନେଇଛି। ପରିବାର ଲୋକେ ସମ୍ପୃକ୍ତ ଘରୋଇ ଇଞ୍ଜିନିୟରିଂ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ପଶ୍ଚିମବଙ୍ଗର...
ଡାକ୍ତର ପରିଚୟ ଦେଇ କାର୍ ଲୋନ୍ ଆଳରେ ୧୮ ଲକ୍ଷ ଠକେଇ: ଫେରାର ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ କାର ଲୋନ୍ ନେବା ଆଳରେ ବ୍ୟାଙ୍କରେ ଜାଲ କାଗଜପତ୍ର ଦାଖଲ କରି ୧୮ଲକ୍ଷ ଠକେଇ କରିଥିବା ଅଭିଯୁକ୍ତଙ୍କୁ ଶୁକ୍ରବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ କଟକ ଜିଲା...
ବିଏମ୍ସିର ଘୋଷଣା: ଭୁବନେଶ୍ୱର ଖୋଲା ମଳମୁକ୍ତ ସହର
ଭୁବନେଶ୍ୱର, ୪ା୧(ବ୍ୟୁରୋ): ଭୁବନେଶ୍ୱରରେ ବର୍ତ୍ତମାନ ୨୨୬ଟି ଶୌଚାଳୟ କାର୍ଯ୍ୟରତ ଥିବାବେଳେ ଏଥିରେ ୧୬୯୮ଟି ସିଟ୍ରେ ଲୋକେ ଶୌଚ କରୁଛନ୍ତି। ସାମୂହିକ, ଗୋଷ୍ଠୀ, ଇ-ଟଏଲେଟ୍ ଓ ପେଟ୍ରୋଲପମ୍ପ ଆଦିରେ ଏହି ଶୌଚାଳୟଗୁଡ଼ିକୁ କାର୍ଯ୍ୟକାରୀ କରାଯାଇଛି। ମାର୍ଚ୍ଚ ଶେଷ ସୁଦ୍ଧା ଭୁବନେଶ୍ୱରର ୨୦ଟି...
ପ୍ରେମ ଜାଲରେ ଫସାଇ ନାବାଳିକାଙ୍କୁ ଅପହରଣ: କଟକରୁ ଅପହୃତା ଉଦ୍ଧାର, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ପ୍ରେମ ଜାଲରେ ଫସାଇ ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବା ସହ କଟକରୁ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ କୋଚସାହିର...
ସିପିଆଇ ପାଳିଲା ମହଙ୍ଗା ମାଡ଼ ଦିବସ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ପ୍ରଥମ ମହିଳା ଶିକ୍ଷାବିତ୍ ସାବିତ୍ରୀ ବାଈ ଫୁଲେଙ୍କ ଜନ୍ମଦିବସକୁ ଶୁକ୍ରବାର ସିପିଆଇ ନାରୀ ସୁରକ୍ଷା ଦିବସ ଭାବେ ପାଳନ କରିଛି। ଏହା ବ୍ୟତୀତ ଏହି ଦିବସକୁ ସିପିଆଇ ମହଙ୍ଗା ମାଡ଼ ଦିବସ ଭାବେ ମଧ୍ୟ ପାଳନ କରିଥିଲା।...
ସ୍ବଚ୍ଛ ସର୍ବେକ୍ଷଣରେ ବିଏମ୍ସିର କ୍ରମାଗତ ଖରାପ ପ୍ରଦର୍ଶନ: ରାଜ୍ୟର ୫ ସହର ତଳେ ଭୁବନେଶ୍ୱର
ଭୁବନେଶ୍ୱର, ୪ା୧(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିବା ପରେ ଆଗକୁ ଭଲ ପ୍ରଦର୍ଶନ ନିମନ୍ତେ ଅଣ୍ଟା ଭିଡ଼ିଲାଣି। ଇତିମଧ୍ୟରେ ଏହି ସର୍ବେକ୍ଷଣର ଦୁଇଟି କ୍ବାର୍ଟର ସରି ଫଳାଫଳ ପ୍ରକାଶ...
ପୋଲିସ କମିଶନରଙ୍କ ବକ୍ତବ୍ୟକୁ ନେଇ ଚର୍ଚ୍ଚା: ପ୍ରଶ୍ନ ଉଠାଇଲେ ବିଜେଡି ମୁଖପାତ୍ର
ଭୁବନେଶ୍ୱର, ୪ା୧(ବ୍ୟୁରୋ): କମିଶନରେଟ ପୋଲିସର ୧୨ତମ ପ୍ରତିଷ୍ଠା ଦିବସରେ ଗୁରୁବାର ମହିଳା ଓ ଯୁବତୀଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ୨୪୬ ଜଣ ମହିଳା ଏସ୍ପିଓଙ୍କୁ ନିଯୁକ୍ତି ଦିଆଯାଇଛି। ଏହି କାର୍ଯ୍ୟକ୍ରମ ଅବସରରେ ଟୁଇନ ସିଟି ପୋଲିସ କମିଶନର...
Archives


