ମେଟ୍ରୋ

ସମ୍ପୂର୍ଣ୍ଣ ଓଡ଼ିଶା ଲକ୍‌ଡାଉନ୍‌; ଅପରାହ୍ନ ସାଢ଼େ ୪ଟାରେ ଗଣମାଧ୍ୟମ ଜରିଆରେ ଦିଆଯିବ ସୂଚନା

ଭୁବନେଶ୍ୱରା,୨୪।୩(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ରୋଗର ବ୍ୟାପକତାକୁ ଦେଖି ସମସ୍ତ ୩୦ ଜିଲା ଅର୍ଥାତ୍‌ ସମ୍ପୂର୍ଣ୍ଣ ଓଡ଼ିଶା ଲକ୍‌ଡାଉନ୍‌ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଅବଶିଷ୍ଟ ୧୬…

ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡରେ ସାମିଲ ହେଲା କରୋନା ପ୍ରତିକାର ପ୍ରକଳ୍ପ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନାର ଭୟାବହତାକୁ ଦେଖି ଏମ୍‌ଏଲ୍‌ଏ ଲ୍ୟାଡ ଫଣ୍ଡରେ କରୋନା ପ୍ରତିକାର ପ୍ରକଳ୍ପକୁ ସାମିଲ କରାଯାଇଛି। କୋଭିଡ-୧୯ର ପ୍ରତିକାର ପାଇଁ ଆବଶ୍ୟକ କର୍ମଚାରୀ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପାଇଁ ଆବଶ୍ୟକ ଉପକରଣ, ପାଇଖାନା, ରୋଗୀଙ୍କୁ ନେବା ଲାଗି ଆମ୍ବୁଲାନ୍ସ, ଅଧିଗ୍ରହଣ, ଖାଦ୍ୟ,…

ବିନା ପାସ୍‌ରେ ଗଡ଼ିବନି ଗାଡ଼ି: ପାସ୍‌ ପାଇଁ ଥାନାରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା ସୃଷ୍ଟି ହୋଇଥିଲା। ଏପରିକି ଭୁବନେଶ୍ୱରରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କର ଅନେକ ଦପ୍ତର…

ହାତ ବାନ୍ଧି ବସିଛନ୍ତି ଦିନ ମଜୁରିଆ

ଭୁବନେଶ୍ୱର,୨୪।୩ (ବ୍ୟୁରୋ): କରୋନା ପାଇଁ ଏବେ ଦିନମଜୁରିଆଙ୍କ ଘରେ ଚୁଲି ଜଳୁନି। ପରିବାର ଲୋକେ ଉପାସ ରହୁଛନ୍ତି। ସହର ଲକ୍‌ ଡାଉନ୍‌ ଯୋଗୁ ଦିନମଜୁରିଆମାନେ କାମ କରିବାକୁ ଯାଇପାରୁ ନାହାନ୍ତି। ସେହିପରି ବିଭିନ୍ନ ବାଣିଜି୍ୟକ ପ୍ରତିଷ୍ଠାନଗୁଡ଼ିକ ବନ୍ଦ ଥିବାରୁ ନିର୍ମାଣାଧୀନ କାମ…

ଏସ୍‌ସିବିରେ ନାହିଁ ସାନିଟାଇଜର, ପିପି କିଟ୍‌

କଟକ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ହେଲେ ଏସ୍‌ସିବି ମେଡିକାଲରେ କରୋନା ମୁକାବିଲା ଲାଗି ନିୟୋଜିତ ଥିବା ଡାକ୍ତର, ନର୍ସ, ଲ୍ୟାବ୍‌ ଟେକ୍ନିସିଆନ, ଫାର୍ମାସିଷ୍ଟ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଗତ ୧୯…

ଲକ୍‌ଡାଉନ୍‌ ସତ୍ତ୍ୱେ ମାନିଲେନି

ଭୁବନେଶ୍ୱର,୨୪।୩(ବ୍ୟୁରୋ)/ ପୁରୀ ଅଫିସ/ ଖୋର୍ଦ୍ଧା ଅଫିସ/କଟକ ଅଫିସ୍‌: କରୋନାକୁ ପରାଜିତ କରିବାକୁ ହେଲେ ଲୋକଙ୍କ ମଧ୍ୟରେ ସଚେତନତା ଆବଶ୍ୟକ। ବାହାରେ ନୁହେଁ, ଲୋକେ ଘରେ ରହି ହିଁ ଲଢ଼େଇ କଲେ ଘାତକ ଭାଇରସ୍‌ କୋଭିଡ୍‌-୧୯କୁ ହରାଇ ହେବ। ଏକମାତ୍ର ମହୌଷଧି ସଚେତନତା…

କରୋନା ଆଗରୁ ମାରିବ କ୍ଷୁଧା

ଭୁବନେଶ୍ୱର,୨୪।୩(ବ୍ୟୁରୋ): କଲବଲ କରୁଛି କରୋନା। କରୋନା ଯୋଗୁ ନା ଗଣ୍ଡେ ଖାଇବାକୁ ମିଳୁଛି ନା ପିଇବାକୁ ମିଳୁଛି। ଗଛ ତଳେ, ବ୍ରିଜ୍‌ ତଳେ ନ ଖାଇ ନ ପିଇ ପଡ଼ି ପଡ଼ି ଦିନ କଟିଯାଉଛି। ଆହା ପଦେ କହିବାକୁ କେହି ନାହାନ୍ତି।…

ମିଡ୍‌ ଇଷ୍ଟ ଷ୍ଟିଲ କମ୍ପାନୀର ଆବେଦନ ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମ୍‌ କୋର୍ଟ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ମିଡ୍‌ ଇଷ୍ଟ ଇଣ୍ଟିଗ୍ରେଟେଡ୍‌ ଷ୍ଟିଲ୍‌ ଲିମିଟେଡ୍‌କୁ ଉତ୍ତୋଳିତ ଲୁହାପଥର ବିକ୍ରି ପାଇଁ ଅନୁମତି ଦିଆଯାଉନି। ଏ ସମ୍ପର୍କରେ ଜବାବ ରଖିବା ପାଇଁ ସୋମବାର ସୁପ୍ରିମ୍‌କୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ୍‌ ଏଲ୍‌.…

ହୋମ୍‌ କ୍ବାରାଣ୍ଟାଇନ୍‌ରେ ଥିବା ବ୍ୟକ୍ତିଙ୍କ ଘର ଆଗରେ ଲାଗିବ ଷ୍ଟିକର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜନସାଧାରଣଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହୁଥିବାବ୍ୟକ୍ତିଙ୍କ ଘର ସମ୍ମୁଖରେ ଏକ ନିର୍ଦ୍ଧାରିତ ଫର୍ମ ପୂରଣ କରି ଲଗାଯିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି…

୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ ଅଣଅତ୍ୟାବଶ୍ୟକ କାର୍ଯ୍ୟାଳୟ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସମସ୍ତ ଅଣ-ଅତ୍ୟାବଶକ (ନନ୍‌-ଏସେନ୍‌ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍‌ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ। ମହାମାରୀ ରୋଗ ଆଇନ-୧୮୯୭ର ଧାରା ୨ ଅନୁସାରେ ରାଜ୍ୟ ସରକାର ଏହି…

ରାଜ୍ୟ ସରକାରଙ୍କୁ ଚିଠି ଲେଖିଲା ଶ୍ରମ ମନ୍ତ୍ରଣାଳୟ

ଭୁବନେଶ୍ୱର,୨୪।୩:(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ବହୁ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତାହାର ପ୍ରଭାବରେ ବଡ଼ବଡ଼ କମ୍ପାନୀଠାରୁ ଆରମ୍ଭ କରି ଛୋଟ ବ୍ୟବସାୟୀଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରଭାବିତ ହୋଇଛନ୍ତି। ଏଭଳିସ୍ଥିତିରେ ବହୁ ଘରୋଇ କମ୍ପାନୀ ନିଜ ଶ୍ରମିକ, କର୍ମଚାରୀମାନଙ୍କ…

୩୧ ପର୍ଯ୍ୟନ୍ତ ବନ୍ଦ ରହିବ ପାସ୍‌ପୋର୍ଟ ସେବାକେନ୍ଦ୍ର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସମଗ୍ର ବିଶ୍ୱରେ ମହାମାରୀ କୋଭିଡ୍‌-୧୯ର ଭୟାବହତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ପାସ୍‌ପୋର୍ଟ ସେବା କେନ୍ଦ୍ରକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ମୁଖ୍ୟ ଡାକଘରେ ଥିବା ପୋଷ୍ଟଅଫିସ୍‌ ପାସ୍‌ପୋର୍ଟ ସେବା କେନ୍ଦ୍ରଗୁଡ଼ିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri