ଉତ୍ତର ଭାରତରେ ଘନ କୁହୁଡ଼ି: ଅଧିକାଂଶ ଟ୍ରେନ୍ ବାତିଲ୍ ଓ ବିଳମ୍ବ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ପୂର୍ବତଟ ରେଳପଥ ସହ ଜଡ଼ିତ ଟ୍ରେନଗୁଡ଼ିକ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହୋଇଛି। ଅଧିକାଂଶ ଟ୍ରେନ ବିଳମ୍ବରେ ଚାଲୁଥିବାବେଳେ ଓ ସୁରକ୍ଷାକୁ ଗୁରୁତ୍ୱ ଦେଇ କେତେକ...
ଭୁବନେଶ୍ୱର-ବାରାଣସୀ ବିମାନ ସେବା ଫେବୃୟାରୀ ୨୯ରୁ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ଲାଗି ଖୁସି ଖବର। ଫେବୃୟାରୀ ୨୯ରୁ ଆରମ୍ଭ ହେଉଛି ଭୁବନେଶ୍ୱର-ବାରାଣସୀ ବିମାନ ସେବା। ଘରୋଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଗୋ ଏହି ସେବା ଯୋଗାଇବ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରୁ ଦୈନିକ ରାତି ୯ଟାରେ ଓ ବାରାଣସୀରୁ ସନ୍ଧ୍ୟା...
ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା ଭଳି ଜନପ୍ରିୟ ମାର୍ଗରେ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ଯୋଜନା କରାଯାଇଛି। ହାଓଡ଼ା, କଲିକତା,...
ଶ୍ରୀଲିଙ୍ଗରାଜ ମନ୍ଦିର ଉଚ୍ଛେଦ ପ୍ରସଙ୍ଗ: ଜବରଦଖଲରେ ପାର୍ଶ୍ୱ ଦେବଦେବୀ ପୀଠ
ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଉଚ୍ଛେଦକୁ ସବୁ ମହଲରୁ ସ୍ବାଗତ କରାଯାଉଛି। ହେଲେ ଶ୍ରୀଲିଙ୍ଗରାଜଙ୍କ ରୀତିନୀତି ସହ ଜଡ଼ିତ ଅନ୍ୟ ପାର୍ଶ୍ୱ ଦେବଦେବୀଙ୍କ ପୀଠ ଓ ମନ୍ଦିର ଅବ୍ୟବସ୍ଥା ନେଇ ଭକ୍ତ ଓ ପର୍ଯ୍ୟଟକମାନେ କ୍ଷୋଭ...
ପ୍ରେମ ପାଇଁ ଜୀବନ ହାରିଲେ ଛାତ୍ରୀ
ଭୁବନେଶ୍ୱର,୩ା୧(ବ୍ୟୁରୋ): ପ୍ରେମ ପାଇଁ ଜୀବନ ହାରିଛନ୍ତି ଜଣେ ଇଞ୍ଜିନିୟରିଂ ଛାତ୍ରୀ। ହଷ୍ଟେଲ ଫ୍ୟାନ୍ରେ ଝୁଲି ଆତ୍ମହତ୍ୟା କରିଥିବା ଛାତ୍ରୀ ଜଣକ ହେଲେ ପଶ୍ଚିମବଙ୍ଗର ଝୁମ୍ପା ଦେବନାଥ (୨୭)। ଇନ୍ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ କ୍ରିଷ୍ଣା ଏନ୍କ୍ଲେଭ୍ରେ ଥିବା ଘରୋଇ...
ଯାଁଳାରୁ ଗାଡ଼ଭାଲୁ ଉଦ୍ଧାର
ଯାଁଳା,୩ା୧(ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଜଟଣୀ ବ୍ଲକ ୧୬ ନଂ. ଜାତୀୟ ରାଚପଥ କଡ ଯାଁଳା ଗାଁର ଶ୍ରୀରାଧାମାଧବ କ୍ଲବ ଖେଳପଡିଆରୁ କ୍ଲବର ପିଲାମାନଙ୍କ ଦ୍ୱାରା ଏକ ଗାଡ ଭାଲୁ ଗୁରୁବାର ରାତିରେ ଉଦ୍ଧାର ହୋଇଛି। ରାତି ୮ଟାରେ କ୍ଲବର ଖେଳପଡିଆ...
ଆଶାନୁରୂପ ହେଉନି ଜିଏସ୍ଟି ଆଦାୟ
ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍ଟି) ଆଦାୟ ଆଶାନୁରୂପ ହେଉନାହିଁ। ୨୦୧୯ ଡିସେମ୍ବରରେ ଜିଏସ୍ଟି ଆଦାୟରେ ମାତ୍ର ୨ ପ୍ରତିଶତ ଅଭିବୃଦ୍ଧି ହୋଇଛି। ଏହି ମାସରେ ରାଜ୍ୟରେ ୨୩୮୩ କୋଟି ଟଙ୍କା ଆଦାୟ କରାଯାଇଥିବା ବେଳେ ୨୦୧୮ରେ ୨୩୪୭...
ଓସ୍କାର ଦୌଡ଼ରେ ଆଉ ଜଣେ ଓଡ଼ିଆଙ୍କ ଚଳଚ୍ଚିତ୍ର: ବିଶ୍ୱ ଦରବାରରେ ଓଡ଼ିଶାକୁ ସଫଳତା
ଭୁବନେଶ୍ୱର,୩ା୧(ବ୍ୟୁରୋ): ନକଲ ତଥା କପି ପେଷ୍ଟ୍ର ଟ୍ରେଣ୍ଡ୍କୁ ନେଇ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରି ବିଭିନ୍ନ ସମୟରେ ସମାଲୋଚିତ ହେଉଥିବାବେଳେ ମୌଳିକଧର୍ମୀ ଫିଲ୍ମ ଦେଖିବାକୁ ପାଉ ନ ଥିବାରୁ ଦର୍ଶକ ଧୀରେ ଧୀରେ ଓଡ଼ିଆ ଫିଲ୍ମରୁ ମୁହଁ ଫେରାଇ ନେଉଛନ୍ତି। କ୍ରମାଗତଭାବେ...
ଓଡ଼ିଶାରେ ଅଲ୍ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍ସ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାରେ ଅଲ୍ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍ସ-୨୦୨୦ ଆୟୋଜନ କରାଯିବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱରକୁ ଦେଶର କ୍ରୀଡ଼ା ରାଜଧାନୀ କରିବାରେ ଏହି ପ୍ରତିଯୋଗିତା ସହାୟକ...
ସ୍ମିତାରାଣୀ ମୃତ୍ୟୁ ଘଟଣାକୁ ନେଇ ବର୍ଷିଲା ଭାଜପା
ଭୁବନେଶ୍ୱର,୩ା୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ଅଢ଼େଇ ମାସ ବିତିଥିଲେ ମଧ୍ୟ ଏହି ଘଟଣାର ରହସ୍ୟ ପର୍ଦ୍ଦାଫାଶ ହୋଇନାହିଁ। ପୂର୍ବରୁ ଏହି ହତ୍ୟା ଘଟଣାରେ ଯାଜପୁର ଏସ୍ପି ସ୍ମିତାରାଣୀଙ୍କୁ ଚରିତ୍ରହୀନ ଦର୍ଶାଇ ଘଟଣାକୁ...
ରାଜ୍ୟବ୍ୟାପୀ ପକ୍ଷୀଗଣନା ଆରମ୍ଭ
ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟବ୍ୟାପୀ ପକ୍ଷୀଗଣନା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ବନଖଣ୍ଡ ଏବଂ ଜଳାଶୟରେ ପକ୍ଷୀଗଣନା କରାଯାଉଛି। ଗଣନାରେ ୨୫ରୁ ଊର୍ଦ୍ଧ୍ୱ ଟିମ୍ ଏବଂ ହଜାରେରୁ ଅଧିକ ସଦସ୍ୟ ସାମିଲ ଅଛନ୍ତି। ଅନୁଗୋଳର ସାତକୋଶିଆରେ ୧୦ଟି ଟିମ୍ ନିୟୋଜିତ...
କାଳିଆ ଯୋଜନାରେ ଠକେଇ: ମୁଖ୍ୟ ବିଚାରପତିଙ୍କୁ ପତ୍ର ଲେଖିଲେ ଅକ୍ଷୟ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଚାଷୀଙ୍କ ଜୀବିକା ସୁରକ୍ଷା ସକାଶେ ରବି ଏବଂ ଖରିଫ ଋତୁରେ ସରକାର ବର୍ଷକୁ ୧୦ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ସରକାର ଏହି ପ୍ରତିଶ୍ରୁତି ପୂରଣରେ ଖିଲାପ କରିଥିବା ଦର୍ଶାଇ ନବ ନିର୍ମାଣ କୃଷକ ସଙ୍ଗଠନ ରାଷ୍ଟ୍ରୀୟ...
Archives


