ମେଟ୍ରୋ

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ, ମୋଟ୍‌ ୧୩ ସୁସ୍ଥ

ଭୁବନେଶ୍ୱର,୧୩ା୪(ବ୍ୟୁରୋ) : ରାଜ୍ୟବାସୀଙ୍କ ପାଇଁ ଏକ ପୁଣି ଏକ ଖୁସି ଖବର ଆସିଛି। କଳାହାଣ୍ଡିରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଏବେ ସୁସ୍ଥ ହୋଇଛନ୍ତି। ଏନେଇ ରବିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ପ୍ରକାଶ…

ଅନ୍‌ଲାଇନ୍‌ରେ ମଦ ବିକ୍ରି ନାଁରେ ଲକ୍ଷାଧିକ ଠକେଇ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଅନ୍‌ଲାଇନ୍‌ରେ ମଦ ବିକ୍ରି ପାଇଁ ବିଜ୍ଞାପନ ଦେଇ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଏନେଇ ଲକ୍ଷ୍ମୀସାଗର, ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ଏକାଧିକ ଅଭିଯୋଗ ହୋଇଛି। ସହରର ବିଭିନ୍ନ ମଦ ଦୋକାନର ଫଟୋ ନେଇ ଦୁର୍ବୃତ୍ତ ତାହାକୁ ଏଡିଟ୍‌…

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଆଜି ହେଉଛି ପଣାସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାର୍ତ୍ତାରେ ସେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ରହୁ। ମହାମାରୀ…

ଆଜି ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ: ମନ୍ଦିରରେ ନାହିଁ ଭକ୍ତଙ୍କ ଭିଡ଼

ଭୁବନେଶ୍ବର,୧୩ା୪(ବ୍ୟୁରୋ) : ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ହନୁମାନ ଜୟନ୍ତୀ। ଏଥିସହିତ ଓଡ଼ିଆ ନବବର୍ଷ ମଧ୍ୟ। ମାତ୍ର କରୋନା ମୁକାବିଲା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ କୌଣସି ମନ୍ଦିରରେ ଭିଡ଼ ନାହିଁ। ଚାରିଆଡ଼େ ଖାଁ ଖାଁ। ଲୋକେ ଘରେ ରହି…

ମାସ୍କ ନ ପିନ୍ଧି ଜରିମାନା ଗଣିଲେ ୧୬୦ଜଣ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନାକୁ ନେଇ ଯେତେ କଟକଣା, ସେତେ ଧରାପଡୁଛନ୍ତି ଅମାନିଆ। ତେବେ ପ୍ରଥମଥର ପାଇଁ ମାସ୍କ ନ ପିନ୍ଧି ଜରିମାନା ଗଣିଛନ୍ତି ୧୬୦ଜଣ। ମାସ୍କ ବାଧ୍ୟତାମୂଳକ କରାଯାଇଥିଲେ ମଧ୍ୟ ରବିବାର ଏମାନେ ନିୟମ ନ ମାନି ସହରରେ ବୁଲୁଥିଲେ। ପୋଲିସ ବିଭିନ୍ନ…

‘ହାତପାଆନ୍ତାରେ ସହାୟତା ପହଞ୍ଚାଇବାକୁ ପ୍ରାଥମିକତା’

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟର ୧୯,୦୫୯ ପରିବାରର ୫୧,୭୭୬ ଜଣଙ୍କୁ ଗତ ମାର୍ଚ୍ଚ ୨୧ରୁ ଏପ୍ରିଲ ୧୧ ତାରିଖ ମଧ୍ୟରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ସେହିଭଳି ଯୋଗ୍ୟ ହିତାଧିକାରୀ ଚୟନ କରାଯାଇ ଅନ୍ତର୍ଭୁକ୍ତ କରାଯିବା ପ୍ରକ୍ରିୟା ଜାରି ରହିଛି। ଖାଦ୍ୟ…

ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯) ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଛି। ଦେଶରେ ଏହି ମାରାତ୍ମକ ରୋଗ ବେଳକୁବେଳ ଭୟଙ୍କର ହେବାରେ ଲାଗିଛି। ଏହି ରୋଗର ଚିକିତ୍ସା କରିବା ସହିତ ସ୍କ୍ରିନିଂ ଏବଂ ସ୍ବାବ୍‌ ନମୁନା ପରୀକ୍ଷା କରିବା ଭଳି ବିପଜ୍ଜନକ କାର୍ଯ୍ୟରେ ଡାକ୍ତର…

ଏମ୍‌ଏସ୍‌ଏମ୍‌ଇ: ସ୍ବାସ୍ଥ୍ୟ ସାମଗ୍ରୀ ଉତ୍ପାଦନ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ବିଶ୍ୱ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପକାଇଛି। ବୃହତ୍‌ ଶିଳ୍ପ ଉତ୍ପାଦନ ବନ୍ଦ ରହିଛି। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସାମଗ୍ରୀକୁ ବାଦ୍‌ ଦେଇ ଅନ୍ୟ କୌଣସି ଉତ୍ପାଦନ ହେଉନାହିଁ। ଅପରପକ୍ଷରେ ସାରା ବିଶ୍ୱରେ ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ…

୯ ଜିଲାକୁ ବ୍ୟାପିଛି କରୋନା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ଏବେ ୯ ଜିଲାକୁ କରୋନା ଭୂତାଣୁ ‘କୋଭିଡ୍‌-୧୯’ ଡେଇଁଲାଣି। ରବିବାର ସନ୍ଧ୍ୟାସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖା ୫୪ଜଣ ରହିଥିବାବେଳେ ଏମାନଙ୍କ ଘର ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, ଭଦ୍ରକ, ଢେଙ୍କାନାଳ ଓ ସୁନ୍ଦରଗଡ଼ରେ। ତେବେ ର୍ଖୋଦ୍ଧା…

୪୦ ଡିଗ୍ରୀରେ ୧୦ ସହର, ଦୁଇଦିନ ଝଡ଼ତୋଫାନ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ସାରା ରାଜ୍ୟରେ ଏବେ ପ୍ରବଳ ଖରା। ତାତି ସାଙ୍ଗକୁ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ୧୦ ସହରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ଟିଟିଲାଗଡ଼ରେ ସର୍ବାଧିକ ୪୧ଡିଗ୍ରୀ ତାପମାତ୍ରା ଥିବାବେଳେ ମାଲକାନଗିରି ଓ କଟକ ୪୦, ବୌଦ୍ଧ…

ଚାଷୀଙ୍କ ସମସ୍ୟା ଦୂର କରିବ ନୂଆ ମାର୍ଗଦର୍ଶିକା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଦେଶବ୍ୟାପୀ ଲକ୍‌ଡାଉନ ବିଭିନ୍ନ ବର୍ଗର ଲୋକଙ୍କୁ ଦୁର୍ଦ୍ଦଶା ମଧ୍ୟକୁ ଠେଲିଦେଇଛି। ଚାଷୀମାନେ ତାଙ୍କ କଷ୍ଟ ଉତ୍ପାଦିତ ପନିପରିବା ଲୋକଙ୍କ ନିକଟରେ ପହଞ୍ଚାଉଥିଲେ ମଧ୍ୟ ଉଚିତ୍‌ ମୂଲ୍ୟ ପାଇପାରୁ ନାହାନ୍ତି। ଏହାର ସମାଧାନ ପାଇଁ କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ ଅନୁଯାୟୀ ରାଜ୍ୟ…

ଲକ୍‌ଡାଉନ୍‌ ସମୟରେ ବି ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ କମୁନି: ରାଜଧାନୀର ୨ ଘରୁ ଲୁଟିନେଲେ ଟଙ୍କା, ଅଳଙ୍କାର

କଲେଜରୋଡ୍‌,୧୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଯେଭଳି ନ ବ୍ୟାପେ ସେନେଇ କମିଶନରେଟ୍‌ ପୋଲିସ ସହରର ବିଭିନ୍ନ ସ୍ଥାନରେ ଚେକିଂ ଜାରିରଖିଛି। କିନ୍ତୁ ଏଭଳି ପରିସ୍ଥିତିରେ ମଧ୍ୟ ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ କମୁନି। ଘରେ ସମସ୍ତେ ଥିବା ବେଳେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?