ମେଟ୍ରୋ

କରୋନା ପାଇଁ ବନ୍ଦ ହେଲା ‘ରାଜଧାନୀ ପ୍ରତିଷ୍ଠା ଦିବସ’

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସୋମବାର ରାଜଧାନୀ ପ୍ରତିଷ୍ଠା ଦିବସ। ହେଲେ କରୋନା ଯୋଗୁ ରାଜ୍ୟବାପୀ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିବାରୁ ଏହି ଦିବସକୁ ପାଳନ ନ କରିବାକୁ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ନିଷ୍ପତ୍ତି କରିଛି। ଭବିଷ୍ୟତରେ ଏହାକୁ ଆୟୋଜନ କରାଯିବାକୁ ନିଷ୍ପତ୍ତି…

ଟ୍ବିନ୍‌ ସିଟିରେ ଉପଲବ୍ଧ ହେବ ‘ଓଲା’ କ୍ୟାବ୍‌ ସେବା, ମିଳିଲା ଲକ୍‌ଡାଉନ୍‌ ପାସ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଗୋଟିଏ ପଟେ ଲକ୍‌ଡାଉନ୍‌କୁ ନେଇ ରାଜ୍ୟର ସମସ୍ତ ଟ୍ରେନ୍‌ ବସ୍‌ ଚଳାଚଳକୁ ବାତିଲ କରାଯାଇଥିବା ବେଳେ ରବିବାର କିଛି ଓଲା ଗାଡ଼ିକୁ ପାସ୍‌ ଦିଆଯାଇଥିବା ସୂଚନା ମିଳିଛି। ଲକ୍‌ଡାଉନ୍‌ରେ କେବଳ ଟ୍ବିନ୍‌ ସିଟିରେ ଚଳାଚଳ ଲାଗି ଏହି ପାସ ଦିଆଯାଇଛି।…

ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪ ଛୁଇଁଲା; ୭ ସୁସ୍ଥ, ଜଣେ ମୃତ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ତେବେ ଶନିବାର ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ହୋଇଥିବା ବେଳେ ୨ଜଣ ସୁନ୍ଦରଗଡ଼ ଏବଂ ଜଣେ କେନ୍ଦ୍ରାପଡ଼ାର ଅଛନ୍ତି। ଏନେଇ ରବିବାର ରାଜ୍ୟ ସୂଚନା…

ଲକ୍‌ଡାଉନ୍‌ ପ୍ରଭାବ: କ୍ଷତି ସହୁଛନ୍ତି ପରିବା ଚାଷୀ

କଟକ ଅଫିସ୍‌,୧୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ତରଫରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଜନଜୀବନ ଉପରେ ଗଭୀର ଭାବେ ପଡ଼ିିଛି। ବିଶେଷ ଭାବେ ପରିବା ଚାଷୀମାନେ ଏବେ ପ୍ରବଳ କ୍ଷତି…

ଜୋମାଟୋରୁ ଖାଦ୍ୟ ଅର୍ଡର କରି ଗାଳି ଶୁଣିଲେ ଡାକ୍ତର, ଥାନାରେ ଏତଲା

ଭୁବନେଶ୍ୱର,୧୨।୪ (ବ୍ୟୁରୋ): କରୋନା ଲଢ଼େଇ ପାଇଁ ସମସ୍ତେ ଅଣ୍ଟା ଭିଡିଛନ୍ତି। ବିଶେଷକରି ଏହି ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ। ସେମାନଙ୍କୁ ଦୁର୍ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଲକ୍‌ଡାଉନ୍‌ ସମୟରେ…

ହ୍ବାଟ୍ସଆପ୍‌ରେ ବରିଷ୍ଠଙ୍କ କଥା ବୁଝିବେ ପୋଲିସ

ଭୁବନେଶ୍ୱର,୧୨।୪ (ବ୍ୟୁରୋ): କମିଶନରେଟ ପୋଲିସକୁ ଏବେ ଘାରିଛି ବରିଷ୍ଠ ନାଗରିକଙ୍କ ଚିନ୍ତା। କାରଣ ଏମାନଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିବାର ଅଧିକ ଆଶଙ୍କା ରହୁଛି। ଯଦିଓ ଓଡ଼ିଶାରେ ଏପରି ସ୍ଥିତିର ନଜିର ନାହିଁ, ତଥାପି ସମ୍ଭାବନାକୁ ଦୃଷ୍ଟିରେ ରଖି ତତ୍ପରତା ପ୍ରକାଶ…

ଶିକ୍ଷକଙ୍କ ଘରକୁ ଯିବ ନବମ ପରୀକ୍ଷା ଖାତା: ସ୍କୁଲ୍‌ରୁ ଅଭିଭାବକ ଘରକୁ ନେବେ ବହି

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ପାଇଁ ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଥିପଯୋଗୁ ସ୍କୁଲ୍‌, କଲେଜ ବନ୍ଦ ରହିଥିବାରୁ ପିଲାଙ୍କ ପାଠପଢ଼ା ଓ ପରୀକ୍ଷା ଗୁରୁତର ବାଧାପ୍ରାପ୍ତ ହୋଇଛି। ଅନେକ ପରୀକ୍ଷାକୁ ବନ୍ଦ କରାଯିବା ସହିତ କିଛି ପରୀକ୍ଷାକୁ ସ୍ଥଗିତ ମଧ୍ୟ ରଖାଯାଇଛି।…

‘ସପ୍ତାହକୁ ୩ ଦିନ ତୋଳାହେଉ କେନ୍ଦୁପତ୍ର’

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଜାରି ରହିଛି। ଓଡ଼ିଶାରେ ମଧ୍ୟ ଚଳିତ ମାସ ୩୦ତାରିଖ ଯାଏ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏଥିଯୋଗୁ କେନ୍ଦୁପତ୍ର ସଂଗ୍ରହ, ବିକ୍ରୟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ସାମାଜିକ ଦୂରତା ରକ୍ଷାକରି ଯଦି…

କୋଭିଡ୍‌-୧୯ ପରୀକ୍ଷଣ: ରାଜଧାନୀର ୫ ସ୍କୁଲରେ ନମୁନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ପରୀକ୍ଷଣ ପାଇଁ ଭୁବନେଶ୍ୱରର ୫ ସ୍କୁଲରେ ନମୁନା ସଂଗ୍ରହ କେନ୍ଦ୍ର ଖୋଲାଯାଇଛି। ଝାରପଡ଼ା ପ୍ରାଥମିକ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର ସରକାରୀ ହାଇସ୍କୁଲ, ଶହୀଦନଗର ସରକାରୀ ହାଇସ୍କୁଲ, ଗଣ୍ଡମୁଣ୍ଡା ୟୁଜି ହାଇସ୍କୁଲ ଓ ନୟାପଲ୍ଲୀ ମମତାଜ ଅଲୀ…

‘ମୁକାବିଲା ପାଇଁ ସଚେତନତାକୁ ଗୁରୁତ୍ୱ’

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି ଏବଂ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଉଛନ୍ତି। ଏଥିପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିିଧିମାନଙ୍କୁ ଅବଗତ କରାଇବା ପାଇଁ ଗତ ମାର୍ଚ୍ଚ ୧୯, ୨୦ ଓ ୨୧ ତାରିଖରେ ଗ୍ରାମପଞ୍ଚାୟତ,…

ତାସ୍‌ ନ ଖେଳିବାକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ହେଉଛି ବଡ଼ ଅସ୍ତ୍ର। ରାଜ୍ୟ ସରକାର ବାରମ୍ବାର ଏହାକୁ ଗୁରୁତ୍ୱ ଦେଉଥିବାବେଳେ ଅନେକ ପାଳନ କରୁନାହାନ୍ତି। ଲକ୍‌ଡାଉନ୍‌ ସମୟରେ ବିଶେଷକରି ଗ୍ରାମାଞ୍ଚଳରେ ତାସ୍‌ ଖେଳ ଆସର ଜମିଥିବା ଖବର ସରକାରଙ୍କ…

ଓଡ଼ିଶାରେ ଯୁବ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ସାରା ବିଶ୍ୱରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ କରୋନା ଅଧିକ ସଂକ୍ରମିତ ହେଉଛି। କିନ୍ତୁ ଓଡ଼ିଶାରେ ମାତ୍ର ୮% ଅର୍ଥାତ ୪ଜଣ ଆକ୍ରାନ୍ତ ୬୦ବର୍ଷରୁ ଅଧିକ ରହିଛନ୍ତି। ଏହା ଓଡ଼ିଶା ପାଇଁ ଭଲ ଲକ୍ଷଣ। ଯେଉଁମାନେ ରିସ୍କ ଫାକ୍ଟରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?