ମେଟ୍ରୋ

ଗଠନ ହେଲା କମିଶନରେଟ୍‌ ପୋଲିସର ଏସ୍‌ପିଓ ଟିମ୍‌: ପୋଲିସଙ୍କ ଭଳି ମିଳିବ କ୍ଷମତା, ଅଭିଯୁକ୍ତଙ୍କୁ ଗିରଫ କରିପାରିବେ

ଭୁବନେଶ୍ୱର,୨।୧(ବ୍ୟୁରୋ): ଦିନକୁ ଦିନ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ କରାଯାଇଥିବା ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ୟୁନିଟର ଶୁଭାରମ୍ଭ କରାଯାଇଛି। ଗୁରୁବାର କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ...

କମିଶନରେଟ୍‌ ପୋଲିସ ମୁଖ୍ୟାଳୟ ହେବ ‘ପୋଲିସ ସେବା ଭବନ’: ଏବେଠୁ ‘ଆମ ପୋଲିସ-ଆମ ସୁରକ୍ଷା’

ଭୁବନେଶ୍ୱର,୨।୧(ବ୍ୟୁରୋ): କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ ଗୁରୁବାର ଓଏସ୍‌ଏସ୍‌ ସପ୍ତମ ବାଟାଲିୟନ ଗ୍ରାଉଣ୍ଡରେ ପାଳନ କରାଯାଉଛି। ଏହି ଅବସରରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ବଡ଼ ଘୋଷଣା କରିଛନ୍ତି। କମିଶନରେଟ ପୋଲିସ ମୁଖ୍ୟାଳୟର ନାମ ବଦଳି ପୋଲିସ ସେବା...

ଓଡ଼ିଶାର ଇ-ଗେଜେଟ୍‌ ପୋର୍ଟାଲ ଉଦ୍‌ଘାଟିତ: ବ୍ୟବସ୍ଥାର ପୂର୍ଣ୍ଣ ବିନିଯୋଗ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ରାଜ୍ୟରେ ୫ମ ଥର ପାଇଁ ବିଜେଡି ନେତୃତ୍ୱାଧୀନ ସରକାର ଶାସନ କ୍ଷମତାକୁ ଫେରିବାପରେ ବିଭିନ୍ନ ପ୍ରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରାଯାଉଛି। ଦୁର୍ନୀତି ବିରୋଧରେ ସରକାର ଏକ ପ୍ରକାର ମିଶନ ଆରମ୍ଭ କରିଦେଇଛନ୍ତି। ସେହିକ୍ରମରେ ବର୍ତ୍ତମାନ...

୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨ା୧(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଗୁରୁବାର ୩ ଜିଲାରେ ପ୍ରବଳ ବର୍ଷିବ ଏବଂ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି...

ଭୁବନେଶ୍ୱରରେ ଲାଗିବ ଡପ୍‌ଲାର ରାଡାର

ଭୁବନେଶ୍ୱର,୨ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବିଶେଷ କରି ସହରାଞ୍ଚଳ ଜଳବାୟୁ ପରିବର୍ତ୍ତନ ଚିନ୍ତା ବଢାଇଲାଣି। ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ଦେଶର ୫ ସହରରେ ଡପ୍‌ଲାର ରାଡାର ଲଗାଇବାକୁ...

ଏଣିକି ତତ୍‌କ୍ଷଣାତ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ ଆବେଦନ କରିବାକୁ ଆଗକୁ ଆଉ ଘଣ୍ଟାଘଣ୍ଟା ଧରି ଧାଡ଼ିରେ ଆର୍‌ଟିଓ କାର୍ଯ୍ୟାଳୟରେ ଠିଆ ହେବାକୁ ପଡ଼ିବ ନାହିଁ। ଏଣିକି ଅନ୍‌ଲାଇନରେ ଆବେଦନ କରି ତତ୍‌କ୍ଷଣାତ୍‌ ଟେଷ୍ଟ ଦେଇ ଲର୍ନିଂ ଲାଇସେନ୍ସ ହାସଲ କରିହେବ। ଲାଇସେନ୍ସ...

ଭତ୍ତା ପାଇଁ ଏପ୍ରିଲରୁ ଆଧାର ଜରୁରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ପାଇବାକୁ ଓ ଧାନ ବିକିବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଏବେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନ୍‌ଏସ୍‌ଏପି) ଏବଂ ମଧୁବାବୁ ପେନ୍‌ସନ ଯୋଜନା(ଏମ୍‌ବିପିୱାଇ)ରେ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମଧ୍ୟ...

ନାରୀ ସୁରକ୍ଷା ଉପରେ ଫୋକସ: ଆଜି ଦାୟିତ୍ୱ ନେବେ ୩୦୦ ମହିଳା ଏସ୍‌ପିଓ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଏଣିକି ରାଜଧାନୀରେ ମହିଳାଙ୍କୁ ସୁରକ୍ଷା ଦେବେ ମହିଳା। ଦିନକୁ ଦିନ ବଢୁଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ଗଠନ କରାଯାଇଛି। ତେବେ ଗୁରୁବାର ଏହି ଏସ୍‌ପିଓମାନେ...

‘ଥିଲେ ଦିଅ, ନଥିଲେ ନିଅ’

ଭୁବନେଶ୍ୱର,୨ା୧(ବ୍ୟୁରୋ): ଶୀତ ଆନ୍ଦୋଳନର ପ୍ରବର୍ତ୍ତକ ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ଉଡ୍ର ଚାରିଟେବଲ୍‌ ଟ୍ରଷ୍ଟ ପକ୍ଷରୁ ବାପୁଜୀ ନଗରସ୍ଥିତ ପ୍ୟାରିସ୍‌ ବେକେରି ଆଉଟ୍‌ଲେଟ୍‌ରେ ପୁରୁଣା ବସ୍ତ୍ର ସଂଗ୍ରହ ଅଭିଯାନର ଶୁଭାରମ୍ଭ ହୋଇଛି। ‘ଥିଲେ ଦିଅ, ନ ଥିଲେ...

ଟ୍ରକ ଧକ୍କାରେ ଅଟୋ ଚାଳକ ମୃତ

ବାଲିଅନ୍ତା,୨ା୧(ଡି.ଏନ୍‌.ଏ): ନୂଆବର୍ଷ ଲାଗି ଚାରିଆଡ଼େ ଉତ୍ସବର ମାହୋଲ ଚାଲିଥିବାବେଳେ ବାଲିଅନ୍ତା ଅଞ୍ଚଳରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲିଅନ୍ତା- ଭିଙ୍ଗାରପୁର ରାସ୍ତାର ବେଣୁପୁର ପେଟ୍ରୋଲ ପମ୍ପ ନିକଟରେ ବୁଧବାର ଭୋର ୪ଟାରେ ଏକ ଟ୍ରକ ଧକ୍କାରେ ଜଣେ...

ନନ୍ଦନକାନନ: ୩୫ହଜାର ପର୍ଯ୍ୟଟକ

ବାରଙ୍ଗ,୨ା୧(ଡି.ଏନ୍‌.ଏ): ନୂଆବର୍ଷର ପ୍ରଥମ ଦିନରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ୩୫ହଜାର ୮୪୭ଜଣ ପର୍ଯ୍ୟଟକ ଆସିଥିବା ନନ୍ଦନକାନନ ଉପନିର୍ଦ୍ଦେଶ ଜୟନ୍ତ କୁମାର ଦାଶ କହିଛନ୍ତି। ଗତ କିଛିଦିନ ତଳେ ନନ୍ଦନକାନନର ପ୍ରତିଷ୍ଠା ଦିବସରେ ନୂଆ ଏନ୍‌କ୍ଲୋଜରରେ ଛଡ଼ାଯାଇଥିବା ଦୁଇ କଳାଲୋମଯୁକ୍ତ ବାଘଛୁଆକୁ...

ବୈଷୟିକ ଜ୍ଞାନ କୌଶଳ ସହ ବିଜ୍ଞତାର ଉପଯୋଗ କର: ମନ୍ତ୍ରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ସ୍ତରରେ କାର୍ଯ୍ୟକରୁଥିବା ଲୋକ ସମ୍ପର୍କ ଅଧିକାରୀଙ୍କ ନିକଟରେ ବିଜ୍ଞତା ରହିଛି। ଏବେ ବୈଷୟିକ ଜ୍ଞାନ କାୈଶଳ ଉନ୍ନତ ହୋଇଛି। ତେଣୁ ବୈଷୟିକ ଜ୍ଞାନକାୈଶଳ ସହ ବିଜ୍ଞତାର ଉପଯୋଗ କର। ଏହାର ସୁପରିଚାଳନା ହେଲେ ରାଜ୍ୟର ବିକାଶର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri