ମେଟ୍ରୋ

ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍‌ଡାଉନ୍‌ ପାଇଁ ମିଳିଛି ସଫଳତା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଖବର ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ…

ପୁନଃ ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ: କ୍ରିଟିକାଲ ବିଭାଗରେ ୫୦%, ପାର୍ସିଆଲି କ୍ରିଟିକାଲ ବିଭାଗରେ ୧୦% କର୍ମଚାରୀ କାର୍ଯ୍ୟାଳୟ ଆସିବେ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଛନ୍ତି। ପୂର୍ବରୁ ସମସ୍ତ ବିଭାଗକୁ ୩ଟି ବର୍ଗ(କ୍ରିଟିକାଲ, ପାର୍ସିଆଲି କ୍ରିଟିକାଲ ଏବଂ ନନ୍‌ କ୍ରିଟିକାଲ)ରେ ବିଭକ୍ତ କରିଥିଲେ। କ୍ରିଟିକାଲ ବର୍ଗରେ ଆସୁଥିବା ବିଭାଗର କର୍ମଚାରୀମାନେ…

ହିତାଧିକାରୀଙ୍କୁ ମାଗଣାରେ ଡାଲି, ଚାଉଳ ସହାୟତା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ ହିତାଧିକାରୀମାନଙ୍କୁ…

ମାଛ ଉପରୁ ହଟିଲା ଲକ୍‌ଡାଉନ କଟକଣା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣ ଆଶଙ୍କାକୁ ଦେଖି କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଏଥିଯୋଗୁ ମତ୍ସ୍ୟ ଉତ୍ପାଦନ ଓ ବ୍ୟବସାୟ ଗଭୀର ଭାବେ ପ୍ରଭାବିତ ହୋଇଛି। ମତ୍ସ୍ୟଜୀବୀଙ୍କ ଜୀବିକା ଉଜୁଡି ଯାଇଛି। ଅନ୍ୟରାଜ୍ୟରୁ ଓଡ଼ିଶାକୁ ମାଛ ଆମଦାନୀ ବନ୍ଦ…

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପରାମର୍ଶ: ୩୦ ଯାଏ ଜାରି ରହୁ ଲକ୍‌ଡାଉନ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଅନୁପାଳନ ହେବା ଆବଶ୍ୟକ। ଏଥିପାଇଁ ଲକ୍‌ଡାଉନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେଣୁ କରୋନା ଭୂତାଣୁ ସଂକ୍ରମଣ ଓ ଏହାର କୁପ୍ରଭାବକୁ ହ୍ରାସ କରିବା ପାଇଁ ଲକ୍‌ଡାଉନ ଅବଧି ବୃଦ୍ଧି କରାଯିବାର…

ପୁଣି ୪ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୪

ଭୁବନେଶ୍ୱର,୧୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୪କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଁଚିଛି।ଶନିବାର ୪ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ବିଷୟରେ ସବିଶେଷ ସୂଚନା…

ଏଯାବତ୍‌ ୧୨ କରୋନା ଆକ୍ରାନ୍ତ ହୋଇଛନ୍ତି ସୁସ୍ଥ, ଆଗାମୀ ଦିନରେ ଅନ୍ୟ ରୋଗୀ ସୁସ୍ଥ ହେବା ଆଶା : ଶାଳିନୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଶାଳିନୀ ପଣ୍ଡିତ ଶନିବାର ଜନସାଧାରଣଙ୍କୁ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ପାଇଁ ଶୁଭ ସୂଚନା ହେଉଛି, ୧୦ଜଣ କୋଭିଡ୍‌-୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ…

କରୋନା କବଳରେ ବିଶ୍ୱର ୨୧୦ ଦେଶ : ଲକ୍ଷେ ଟପିଲା ମୃତ୍ୟୁ ସଂଖ୍ୟା, ସଂକ୍ରମିତ ମାମଲାରେ ଭାରତର ସ୍ଥାନ ୨୧

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶନିବାର ମଧ୍ୟ ଜନସାଧାରଣଙ୍କୁ ଏ ସମ୍ପର୍କରେ ସୂଚନା ପ୍ରଦାନ କରି କହିଛନ୍ତି, ଆଜି ପର୍ଯ୍ୟନ୍ତ ବିଶ୍ୱରେ…

୩ ଜୋନ୍‌ର ୫୯୧ ଦୋକାନରେ ଉପଲବ୍ଧ ଅତ୍ୟବଶ୍ୟକ ସାମଗ୍ରୀ: ବିଏମ୍‌ସି

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଭୁବନେଶ୍ୱରର ୩ ଜୋନ ଦକ୍ଷିଣ ପୂର୍ବ, ଦକ୍ଷିଣ ପଶ୍ଚିମ ଓ ଉତ୍ତର ଜୋନ୍‌ରେ ୫୯୧ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିଛି। ସମ୍ପୃକ୍ତ ଦୋକାନରୁ ରାସନ, କ୍ଷୀର ଓ ଅନ୍ୟ ଆବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯାଇଛି। ସମ୍ପୃକ୍ତ ବ୍ୟବସାୟୀଙ୍କ ଟ୍ରେଡ୍‌ଲାଇସେନ୍ସ ଯାଞ୍ଚ…

କରୋନା ସହାୟତାରୁ ବଞ୍ଚିତ ୧୧ ହଜାର ଉଠାଦୋକାନୀ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ଡାଉନ୍‌ ପାଇଁ ପ୍ରତ୍ୟେକ ଉଠାଦୋକାନୀଙ୍କୁ ୩ ହଜାର ଟଙ୍କା ଲେଖାଏଁ କରୋନା ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ଏବେ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ୧୧ ହଜାରରୁ ଉର୍ଦ୍ଧ୍ୱ ଉଠାଦୋକାନୀଙ୍କୁ ସହାୟତା ବଣ୍ଟନ ହୋଇଥିବା ବେଳେ…

ରାଜ୍ୟର ୪୯, ୫୦ ନଂ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ସ୍ବାସ୍ଥ୍ୟ ବିଭାଗ, ଅଛନ୍ତି ଜଣେ ମହିଳା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଶନିବାର ସ୍ବାସ୍ଥ୍ୟ ବିଭାଗ ଜାରି କରିଛି। ଏହି ଦୁଇଜଣ ୟୁନିଟ୍‌-୪ ମଧୁସୂଦନ ନଗର ଅଞ୍ଚଳରେ ଥିବା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ଏମାନଙ୍କ ମଧ୍ୟରୁ…

‘ମୋ ବସ୍‌’ର ସାହାରା ନେଲା ବିଏମ୍‌ସି: ରାଜଧାନୀର ସିଲ୍‌ ଅଞ୍ଚଳରେ ଯୋଗାଇବ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀର ସିଲ୍‌ ହୋଇଥିବା ଅଞ୍ଚଳରେ ବିଏମ୍‌ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ କରାଯାଉଛି। ଶନିବାରଠାରୁ ମୋ ବସ୍‌ରେ ଏହି ସାମଗ୍ରୀ ଅଣାଯିବା ନେଇ ସ୍ଥିର ହୋଇଛି। ପ୍ରତି ସିଲ୍‌ ଅଞ୍ଚଳକୁ ଦିନକୁ ୨ ଥର ସକାଳେ ଓ ସନ୍ଧ୍ୟାରେ ମୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?