ହରେକୃଷ୍ଣ ମହତାବଙ୍କ ଜନ୍ମ ବାର୍ଷିକୀ ଲାଗି ବ୍ୟାପକ ପ୍ରସ୍ତୁତି: ବର୍ଷସାରା ଦେଶବ୍ୟାପୀ ଚାଲିବ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୧ା୧ (ବ୍ୟୁରୋ): ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୦ତମ ଜନ୍ମ ବାର୍ଷିକୀ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ନବ ଉତ୍କଳ ନିର୍ମାତା ଡ. ମହତାବଙ୍କର ରାଷ୍ଟ୍ର ନିର୍ମାଣ ଓ ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ଭୂମିକା...
କୁହୁଡ଼ି ପାଇଁ ବଦଳିଲା ଟ୍ରେନ୍ ସମୟ
ଭୁବନେଶ୍ୱର, ୧ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଜାରି ରହିଛି। ଏଥିଯୋଗୁ ଟ୍ରେନ୍ ସେବା ବାଧାପ୍ରାପ୍ତ ହୋଇଛି। ସଂଯୋଗୀକାରୀ ଟ୍ରେନ୍ଗୁଡିକ ବିଳମ୍ବରେ ଚଳାଚଳ କରୁଥିବାରୁ ଗୁରୁବାର ପାଇଁ ଦୁଇଟି ଏକ୍ସପ୍ରେସ୍ର ସମୟସୂଚୀ ପରିବର୍ତ୍ତନ କରାଯାଇଛି। ପୁରୀରୁ ପୂର୍ବାହ୍ନ ୧୦ଟା ୫୫ରେ...
ବରଦା ଦାସ ଲୋକ ସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ
ଭୁବନେଶ୍ୱର, ୧ା୧(ବ୍ୟୁରୋ): ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ତଥା ଉପ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ବରଦା ପ୍ରସନ୍ନ ଦାସ ବିଭାଗୀୟ ପଦନ୍ନୋତି ପାଇ ଯୁଗ୍ମ ନିର୍ଦ୍ଦେଶକ ପଦରେ ନିଯୁକ୍ତ ହୋଇଛନ୍ତି। ବରଦା...
ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଦାମଙ୍କ ଶୁଭେଚ୍ଛା: ଦୀର୍ଘଜୀବୀ ହୁଅନ୍ତୁ, ଅଧିକ ଦିନ ଶାସନ କରନ୍ତୁ
ଭୁବନେଶ୍ୱର,୧।୧: ନୂତନବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ଦାମୋଦର ରାଉତ ଶୁଭେଚ୍ଛା ଜଣାଇଛନ୍ତି। ସେ ଦୀର୍ଘଜୀବୀ ହୁଅନ୍ତୁ, ଅଧିକ ଦିନ ଶାସନ କରନ୍ତୁ, ଅଧିକ ସଫଳତା ହାସଲ କରନ୍ତୁ ବୋଲି ଦାମ କହିଛନ୍ତି। ଏହି ଅବସରରେ ଉଦ୍ୟାନ,...
ମୋ’ ସରକାର ଅଧୀନକୁ ଯିବ ଗ୍ରାମ୍ୟ ଉନ୍ନୟନ ବିଭାଗ
ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମୋ’ ସରକାର ଯୋଜନା ଅଧୀନକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଯିବ। ଫେବୃୟାରୀ ପହିଲାରୁ ଏହି ବିଭାଗ ସାମିଲ ହେବ ବୋଲି ଜଣାପଡ଼ିଛି। ବୁଧବାର ଗ୍ରାମ୍ୟ ଉନ୍ନୟନ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ତେବେ...
ବାଲୁକା କଳା ମାଧ୍ୟମରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର, ୧।୧(ବ୍ୟୁରୋ):ପୁରୁଣା ବର୍ଷକୁ ବିଦାୟ ଦେଇ ପାଦ ଥାପିଛି ନୂଆବର୍ଷ। ନୂଆବର୍ଷ ପାଳନ ନେଇ ସବୁଆଡେ ଉତ୍ସବ ଓ ଉଦ୍ଦୀପନାର ପରିବେଶ। ନାଚଗୀତ ସହ ଆନନ୍ଦରେ ନୂଆବର୍ଷକୁ ସ୍ବାଗତ କରାଯାଇଛି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ...
ଚନ୍ଦ୍ରଭାଗାରେ ସୂର୍ଯ୍ୟୋଦୟ ଦର୍ଶନ: ପର୍ଯ୍ୟଟକଙ୍କ ଭିଡ଼
କୋଣାର୍କ,୧.୧(ଡି.ଏନ.ଏ): ନବବର୍ଷ ଉପଲକ୍ଷେ ପ୍ରଥମ ସୂର୍ଯ୍ୟଦର୍ଶନ ପାଇଁ ବୁଧବାର ଭୋର ଚାରିଟାରୁ ଚନ୍ଦ୍ରଭାଗା କୂଳରେ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଥିଲା। ଲୋକମାନେ ସୂର୍ଯ୍ୟ ଦର୍ଶନ ସହ ପୂଜାର୍ଚ୍ଚନା ଓ ତିଳତର୍ପଣ...
ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦର୍ଶନ: ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ପୁରୀ ଅଫିସ,୧।୧: ଆରମ୍ଭ ହୋଇଛି ବର୍ଷ ୨୦୨୦। ନୂଆବର୍ଷର ପ୍ରଥମ ସୂର୍ଯ୍ୟଦର୍ଶନ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଛି। ମହାପ୍ରଭୁଙ୍କ ଦର୍ଶନ କରି ପରିବାର ତଥା ବନ୍ଧୁ ପରିଜନଙ୍କ ଶୁଭ ମନାସିବା ପାଇଁ...
ସଂଘର୍ଷର ସନ୍ତକ ଦେଲା ‘୧୯’
କଟକ ଅଫିସ, ୧-୧:ପିଲାଟି ବେଳୁ ସଂଘର୍ଷ କଲି। ସଂଘର୍ଷ ମୋ’ ପିଛା ଛାଡ଼ିନି କି କେବେ ସଂଘର୍ଷମୟ ଜୀବନ ବଞ୍ଚିବାକୁ ମୁଁ ଡରିନି। ବର୍ଷବର୍ଷ ଧରି ଗରିବ, ନିରାଶ୍ରୟ ଲୋକଙ୍କ ପାଇଁ କାମ କରିଥିଲି। ହେଲେ ଏଇ ୨୦୧୯ ହିଁ...
ଜ୍ଞାନ ଆହରଣର ପୀଠ ସୂଚନା ଭବନ ପାଠାଗାର
ଭୁବନେଶ୍ୱର, ୧-୧(ବ୍ୟୁରୋ):ସୂଚନା ଓ ଲୋକସମ୍ପର୍କ ବିଭାଗ ତତ୍ତ୍ବାବଧାନରେ ପରିଚାଳିତ ସୂଚନା ଭବନରେ ଥିବା ପାଠାଗାର ୧୯୭୬ ଅଗଷ୍ଟ ୧୫ରେ ପ୍ରତିଷ୍ଠା ହୋଇଥିଲା। ସ୍ବଳ୍ପ ସଂଖ୍ୟକ ପୁସ୍ତକକୁ ନେଇ ଆରମ୍ଭ ହୋଇଥିବା ଏହି ପାଠାଗାର କାଳକ୍ରମେ ରାଜଧାନୀ ତଥା ଏହାର ଆଖପାଖ...
ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ ଦୋକାନ ଖୋଲାକୁ ବିରୋଧ: ମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ
ଭୁବନେଶ୍ୱର,୧-୧(ବ୍ୟୁରୋ):ଜିରୋ ଆଓ୍ବାର ସେଲିବ୍ରେଶନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ରାତି ୧ଟା ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। କଟକ, ଭୁବନେଶ୍ୱର ଓ ପୁରୀ ପୌରାଞ୍ଚଳ ପାଇଁ ଏହି ନିର୍ଦ୍ଦେଶ ରହିଥିଲା। ଏହାକୁ ଛାତ୍ର...
ପ୍ରତି ବ୍ଲକରେ ପ୍ରତିଷ୍ଠା ହେବ କମ୍ୟୁନିଟି ରେଡିଓ
ଭୁବନେଶ୍ୱର, ୧-୧(ବ୍ୟୁରୋ): ଓଡ଼ିଶାର ପ୍ରତି ବ୍ଲକରେ କମ୍ୟୁନିଟି ରେଡିଓ ସ୍ଥାପନ କରିବା ଲକ୍ଷ୍ୟରେ ମଙ୍ଗଳବାର ଆରମ୍ଭ ହୋଇଛି ମିଶନ୍ ସି.ଆର୍. ୩୧୪। ଆକ୍ସନଏଡ୍ ସହଯୋଗରେ ୟଙ୍ଗ ଇଣ୍ଡିଆ, ନମସ୍କାର କମ୍ୟୁନିଟି ମିଡିଆ ନେଟ୍ୱର୍କ ଓ ଓଡ଼ିଶା ଗୋଷ୍ଠୀ ବେତାର ମହାସଂଘ...
Archives


