ବରଗଡ଼ ଧନୁଯାତ୍ରା ଉଦ୍ଘାଟିତ
ମଥୁରାନଗରୀ,୧-୧:ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଉଦ୍ଘାଟିତ ହୋଇଯାଇଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଏମ୍ପି ସୁରେଶ ପୂଜାରୀ, ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ଏହାକୁ ଉଦ୍ଘାଟନ କରିଥିଲେ। ଉଦ୍ଘାଟନୀ...
ଅତିରିକ୍ତ ପୋଲିସ କମିଶନର ହେଲେ ଅନୁପ ସାହୁ
ଭୁବନେଶ୍ୱର,୧-୧(ବ୍ୟୁରୋ): ପଦୋନ୍ନତି ପାଇଥିବା ୫ ଆଇପିଏସ୍ ଅଫିସରଙ୍କୁ ନୂଆ ପଦ ମିଳିଛି। କ୍ରାଇମ୍ବ୍ରାଞ୍ଚ ଏଡିଜି ଥିବା ୧୯୮୮ ବ୍ୟାଚ୍ର ଆଇପିଏସ୍ ଅଫିସର ସନ୍ତୋଷ କୁମାର ଉପାଧ୍ୟାୟଙ୍କୁ ଜେଲ ବିଭାଗର ଡିଜି ଭାବେ ନିଯୁକ୍ତି ମିଳିଛି। ଲ ଆଣ୍ଡ୍ ଅର୍ଡର ଦାୟିତ୍ୱରେ...
ଭାଜପା ରାଜ୍ୟ ସଭାପତି ଚୟନ ପ୍ରସଙ୍ଗ:ଗୋଟିଏ ନାମରେ ସହମତି ଲାଗି ପ୍ରଚେଷ୍ଟା
ଭୁବନେଶ୍ୱର, ୧-୧(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିସାରିଛି। ମଣ୍ଡଳ ସଭାପତି ଚୟନଠାରୁ ଆରମ୍ଭ କରି ଜିଲା ସଭାପତି ପର୍ଯ୍ୟନ୍ତ ନିର୍ବାଚନ ପ୍ରକ୍ରିୟା ଶେଷ ହେବାକୁ ବସିଛି। ଏହାସହ ରାଜ୍ୟ ପରିଷଦ ସଦସ୍ୟ ମଧ୍ୟ ଚୟନ ସରିଛି। ଜିଲା ସଭାପତି...
ସବୁ ବଡ଼ ସହରରେ ସୁରକ୍ଷା କଡ଼ାକଡି: ଡିଜିପି
କଟକ ଅଫିସ,୧-୧:୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର ପୋଲିସ...
ଆଜିଠୁ ୪ ଦିନ ବର୍ଷା
ଭୁବନେଶ୍ୱର, ୧-୧(ବ୍ୟୁରୋ):ନୂଆବର୍ଷ ଆରମ୍ଭରେ ଭିଜିବ ଓଡ଼ିଶା। ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ନୂଆବର୍ଷର ପ୍ରଥମ ଦିନରେ ବରଗଡ଼, ନୂଆପଡ଼ା, ଝାରସୁୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବୌଦ୍ଧ, ସୁବର୍ଣ୍ଣପୁର, ମୟୂରଭଞ୍ଜ...
ଆଇଏଏସ୍ ଅଫିସର ବିଜୟଙ୍କ ଜାମିନ ଆବେଦନ ଖାରଜ
ଭୁବନେଶ୍ୱର, ୧-୧(ବ୍ୟୁରୋ):ବିଲ୍ ପାସ୍ କରିବାକୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ମଙ୍ଗଳବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଉଭୟ ପକ୍ଷରୁ ଯୁକ୍ତି ଶୁଣିବା ପରେ...
ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ସରିଲା: ବଦଳୁଛି ମନ୍ଦିର ପାରିପାର୍ଶ୍ୱିକ ପରିବେଶ, ଜୋର୍ସୋର୍ରେ ଚାଲିଛି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ
ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ)- ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ପ୍ରାୟତଃ ସରି ଆସିଛି। ଏପଟେ ଆରମ୍ଭ ହୋଇଯାଇଛି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ। ପୁରୁଣା ମାର୍କେଟ କମ୍ପ୍ଲେକ୍ସ ସ୍ଥାନ ଓ ଭଜନ ମଣ୍ଡପ ସ୍ଥାନକୁ ଏକାକାର କରାଯିବାପରେ ମନ୍ଦିର ସମ୍ମୁଖ ସୌନ୍ଦର୍ଯ୍ୟକରଣକୁ ଆହୁରି...
ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍ମେଟରେ ବାଇକ୍ ରାଲି: ୨୫ ଜଣଙ୍କ ନାମରେ ଚାଲାଣ କାଟିଲା ପୋଲିସ
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ)- ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍ମେଟରେ ବାଇକ ରାଲି ମହଙ୍ଗା ପଡ଼ିଛି। କମିଶନରେଟ ପୋଲିସ ସିସି ଟିଭି ଫୁଟେଜକୁ ଯାଞ୍ଚ କରି ପ୍ରାଥମିକ ପର୍ଯ୍ୟାୟରେ ୨୫ଜଣ ବାଇକ ଚାଳକଙ୍କ ଉପରେ ଜରିମାନା କରିିଛି। ୧ହଜାର ଟଙ୍କା ହିସାବରେ...
ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ନୂଆବର୍ଷ ପାଳିବେନି। ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକରେ ବ୍ୟକ୍ତିଗତ ଶୋକ ପାଳନ କରୁଥିବାରୁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ନୂଆବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ନ ଆସିବାକୁ ଦଳୀୟ କର୍ମୀ...
ଶୋଭାରାମପୁର ବ୍ରିଜ୍ ଗାର୍ଡ଼ର ଭାଙ୍ଗିବା ଘଟଣା: ସୋମବାର ଚାଲିଲା ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ବାଲେଶ୍ୱର ଶୋଭାରାମପୁରଠାରେ ରେଳ ଟ୍ରାକ୍ ଉପରେ ବ୍ରିଜ୍ ଗାର୍ଡ଼ର ଭାଙ୍ଗିବାରୁ ରବିବାର ହାଓଡ଼ା-ଚେନ୍ନାଇ ମୁଖ୍ୟ ଲାଇନ୍ରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଅଧିକାଂଶ ଟ୍ରେନ୍ ବାତିଲ୍ ଓ ବିଳମ୍ବ ହେତୁ ବିଭିନ୍ନ ଷ୍ଟେଶନରେ ଯାତ୍ରୀ ଭିଡ଼ ଜମିଥିଲା।...
ଘରୋଇ ସଂସ୍ଥାକୁ ସେସୁ ପରିଚାଳନା ଦାୟିତ୍ୱକୁ ବିରୋଧ
ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ବିଦ୍ୟୁତ୍ ବିତରଣ ପରିଚାଳନା ସଂସ୍ଥା ସେସୁକୁ ଏକ ଘରୋଇ କମ୍ପାନୀକୁ ବିକ୍ରି କରିବାକୁ ସିପିଆଇଏମ ଘୋର୍ ବିରୋଧ କରିଛି। ଏନେଇ ଦଳ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଦିଆଯାଇଛି। ସିପିଆଇଏମର ବରିଷ୍ଠ...
୧୪ ଡିଏସ୍ପିଙ୍କୁ ଅତିରିକ୍ତ ଏସ୍ପି ର଼୍ୟାଙ୍କ୍କୁ ପଦୋନ୍ନତି
ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ୧୪ ଡିଏସ୍ପିଙ୍କୁ ଅତିରିକ୍ତ ଏସ୍ପି ର଼୍ୟାଙ୍କ୍କୁ ପଦୋନ୍ନତି ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ପୋଲିସ ମୁଖ୍ୟାଳୟରେ ଥିବା ଡିଏସ୍ପି ପ୍ରଦୀପ କୁମାର ଜାଲିଙ୍କୁ ଭୁବନେଶ୍ୱର ବାଣିଜ୍ୟ ଓ ପରିବହନ ବିଭାଗକୁ ନିଯୁକ୍ତ ଦିଆଯିବା ସହ ରୋଡ୍...
Archives


