ମେଟ୍ରୋ

ଭୋଗ ଦଖଲରେ ଜବରଦଖଲକାରୀ: ଖଜଣା ଭରୁଛନ୍ତି ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର, ୨୩ା୨(ଡି.ଏନ.ଏ.): ଏକାମ୍ର ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ସୌନ୍ଦର୍ଯ୍ୟକରଣ ନେଇ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ମାପଚୁପ ଚାଲିଛି। ହେଲେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ଜବରଦଖଲ ଯୋଗୁ କାର୍ଯ୍ୟ ଆଗେଇ ପାରୁନାହିଁ। ଏଠାରେ ପୂର୍ବରୁ ବହୁ ଅଫିସର ଶ୍ରୀଲିଙ୍ଗରାଜ ମନ୍ଦିର…

‘ଓଡ଼ିଆଙ୍କ ମଧ୍ୟରେ ସ୍ବାଭିମାନ କ୍ଷୁଣ୍ଣ ଶୁଭ ସୂଚନା ନୁହେଁ’

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ମାତୃଭାଷା ଗୋଟିଏ ଜାତିର ପରିଚୟ। ଏହା ନିଜ ଭିତରେ ସ୍ବାଭିମାନ ସୃଷ୍ଟି କରିବା ସହ ସମାଜକୁ ସମୃଦ୍ଧ କରିଥାଏ। ତେଣୁ ମାତୃଭାଷାର ସୁରକ୍ଷା ଓ ବ୍ୟବହାର ପ୍ରତି ସମସ୍ତେ ସଚେତନ ହେବା ଉଚିତ। କିନ୍ତୁ ଦୁର୍ଭାଗ୍ୟର କଥା ଓଡ଼ିଆ…

୨ଲକ୍ଷ ଟଙ୍କାର ଜାଲ୍‌ ଇ-ରେଳ ଟିକେଟ ଜବତ: ଖଡ଼ଗପୁରରୁ ଗିରଫ ହେଲେ ଦଲାଲ

ଭୁବନେଶ୍ୱର,୨୩ା୨(ବ୍ୟୁରେ): ରାଜଧାନୀରେ ଇ-ରେଳ ଟିକେଟ ଜାଲିଆତି ର଼୍ୟାକେଟ। ଇତିମଧ୍ୟରେ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ବିଭିନ୍ନ ସମୟରେ ଚଢ଼ାଉ କରି ବହୁ ଦଲାଲଙ୍କୁ ଗିରଫ କରିବା ସହ ତଦନ୍ତ ଚଳାଇଥିବାବେଳେ ଦେଶର ବିଭିନ୍ନ ସହରରେ ଏପରି ର଼୍ୟାକେଟ ଚାଲିଥିବା ଜାଣିବାକୁ ପାଇଛି।…

ବିଜେଡି ସଭାପତି ପଦ ପାଇଁ ନବୀନଙ୍କ ନାମାଙ୍କନ ଆଜି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁନର୍ବାର ଶାସକ ଦଳର ସଭାପତି ପଦ ପାଇଁ ରବିବାର ନାମାଙ୍କନପତ୍ର ଦାଖଲ କରିବେ। ରାଜଧାନୀସ୍ଥିତ ଦଳୀୟ ମୁଖ୍ୟାଳୟରେ ଏହି ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ପଦ ସମେତ ଦଳୀୟ…

ପ୍ରାକୃତିକ ବିପତ୍ତିକୁ ବଳିଯାଉଛି ସଡ଼କ ଦୁର୍ଘଟଣା: ୧୦ବର୍ଷରେ ଗଲାଣି ୪୩ ହଜାର ଜୀବନ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ଚାଲିଯାଉଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୧୧,୪୪୦ ଜଣଙ୍କ…

ଖାରବେଳନଗର ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ଆଗରେ ଧ୍ୱଂସ ହୋଇଥିଲା ପୋଲିସ ଗାଡ଼ି

ପୋଲିସର କାର୍ଯ୍ୟ ସବୁବେଳେ ଚ୍ୟାଲେଞ୍ଜପୂର୍ଣ୍ଣ। ଅନେକ ସମୟରେ ମାଓବାଦୀ ଏବଂ ଅପରାଧୀଙ୍କ ସହ ବଣଜଙ୍ଗଲରେ ସଂଘର୍ଷ କରିବାକୁ ପଢ଼େ। ଏଥିରେ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ଅତି ନିକଟରୁ ମୃତ୍ୟୁକୁ ଦେଖନ୍ତି। କେତେଜଣଙ୍କୁ ପ୍ରାଣ ହରାଇବାକୁ ପଡ଼େ ତ କେତେଜଣଙ୍କୁ ଗଭୀର…

ଭାଷା ବିବାଦକୁ ନେଇ ଭୁବନେଶ୍ୱର ଏମ୍ସର ସ୍ପଷ୍ଟୀକରଣ: କେବଳ ପ୍ରଶାସନିକ କାର୍ଯ୍ୟ ପାଇଁ ହିନ୍ଦୀ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ରେ କେବଳ ପ୍ରଶାସନିକ କାର୍ଯ୍ୟ ପାଇଁ ହିନ୍ଦୀ ଭାଷା ବ୍ୟବହାର କରାଯିବ ବୋଲି ଏହାର ନିର୍ଦ୍ଦେଶିକା ଡକ୍ଟର ଗୀତାଞ୍ଜଳି ବି. କହିଛନ୍ତି। ସେହିପରି ସଂସ୍ଥାନରେ ହେଉଥିବା ଅଧିକାଂଶ ଦସ୍ତଖତ ଇଂଲିଶ ଅଥବା ଓଡ଼ିଆରେ ହୋଇଥାଏ।…

ଆଖଡ଼ାଶାଳୀ ବନ୍ଦର ବାଟ ଫିଟିଲା: କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୩ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ନିର୍ମାଣ ପାଇଁ ବାଟ ଫିଟିଛି। ଆଖଡ଼ାଶାଳୀ ବନ୍ଦର ନିର୍ମାଣ ପାଇଁ ଘରୋଇ କମ୍ପାନୀ ମୁହଁ ମୋଡିବା ପରେ ରାଜ୍ୟ ସରକାର ଏହାର ନିର୍ମାଣ ଦାୟିତ୍ୱ କେନ୍ଦ୍ର ସରକାରଙ୍କ ହାତରେ ନ୍ୟସ୍ତ କରିବାକୁ…

‘ଗାନ୍ଧୀ ଶାନ୍ତିକେନ୍ଦ୍ର’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଅହିଂସା ଭାରତୀୟତାର ପରିଚୟ’

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରିଠାରେ ଶନିବାର ଗାନ୍ଧି ଶାନ୍ତିକେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ୫ ଏକର ଜମିରେ ସ୍ଥାପିତ ଗାନ୍ଧି ଶାନ୍ତିକେନ୍ଦ୍ର ଆଦିତ୍ୟ ବିର୍ଲା ଓ ରାଜ୍ୟ ସରକାରଙ୍କ ମିଳିତ…

କର୍ତ୍ତବ୍ୟରେ ଅବହେଳା: ୨ ଶିକ୍ଷକଙ୍କ ଦରମା ବନ୍ଦ ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରହିଆସୁଛନ୍ତି। କେତେବେଳେ ଅଚାନକ ସ୍କୁଲ ଗସ୍ତ କରିବା ହେଉ ଅଥବା କେବେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଏହି କ୍ରମରେ…

ଭୁବନେଶ୍ୱର ଏମ୍ସରେ ହିନ୍ଦୀ ଭାଷାର ଗୁରୁତ୍ୱକୁ ସବୁ ମହଲରେ ବିରୋଧ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ହିନ୍ଦୀ ଭାଷାରେ ଦସ୍ତଖତ କରିବା ସହ ରେକର୍ଡ ପ୍ରସ୍ତୁତ କରିବେ। ଏହି ମର୍ମରେ ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କୌଣସି କାରଣ ନ ଥାଇ ହିନ୍ଦୀଭାଷାକୁ ଓଡ଼ିଶାରେ…

ବନ୍ଧୁ ହେବ ତ ଏମିତି

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ),୨୨।୨: ଜୀବନରେ ବନ୍ଧୁର ସ୍ଥାନ ସ୍ବତନ୍ତ୍ର। ବନ୍ଧୁତ୍ୱ ଆଗରେ ଧନସମ୍ପତ୍ତି, ପଦପଦବୀ, ଉଚ୍ଚନୀଚ, ଜାତିଅଜାତିର କିଛି ମୂଲ୍ୟନାହିଁ। ବନ୍ଧୁଙ୍କ ଆଗରେ ସବୁକଥା କହି ହୋଇଥାଏ। ବନ୍ଧୁଙ୍କ ଖୁସିରେ ଖୁସି ହେବା ଏବଂ ଦୁଃଖ ସମୟରେ ସହାୟତାର ହାତ ବଢ଼ାଇବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri