ମେଟ୍ରୋ

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୪ା୩(ସୂର୍ଯ୍ୟକାନ୍ତ ବେହେରା): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ବାହାରି ଅପରାହ୍ନ ସାଢେ ୧ଟାରେ...

ସରକାରୀ କର୍ମଚାରୀଙ୍କ ପାଇଁ ସ୍ବାସ୍ଥ୍ୟବୀମା ଲାଗୁ ଦାବି

ଭୁବନେଶ୍ୱର,୨୪।୩(ବନ୍ଦନା ସେଠୀ): ରାଜ୍ୟ ସରକାର ଓଡ଼ିଶାରେ ଆୟୁଷ୍ମାନ୍‌ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲରେ ଚିକିତ୍ସା...

ଭୂତଳ ଜଳପତ୍ତନ ଖସୁଛି

ଭୁବନେଶ୍ୱର,୨୪।୩(ରବିନାରାୟଣ ଜେନା): ରାଜ୍ୟରେ ଭୂତଳ ଜଳପତ୍ତନ ଦିନକୁ ଦିନ ଖସିବାରେ ଲାଗିଛି। ଏମିତିକି ଗତ ୫ବର୍ଷ ମଧ୍ୟରେ ୦.୫୩ ମିଟର ତଥା ଦେଢ଼ଫୁଟରୁ ଊର୍ଦ୍ଧ୍ୱ ଖସିଲାଣି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ କହିଛନ୍ତି। ରାଜ୍ୟରେ ଭୂତଳ ଜଳର...

୨୫ ତାରିଖ ଯାଏ ଝଡ଼ବର୍ଷା, ଆସନ୍ତା ୪ରୁ ୫ଦିନ ମଧ୍ୟରେ…

ଭୁବନେଶ୍ୱର,୨୪ା୩: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଥିବାବେଳେ ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ମାତ୍ର ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି...

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି।...

ଏଲ୍‌ଟିଆର୍‌ ପରୀକ୍ଷାରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର,୨୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଓଡ଼ିଶା ଷ୍ଟାଫ ସିଲେକସନ୍‌ କମିଶନ(OSSC) ପକ୍ଷରୁ ଶିକ୍ଷକ ପରୀକ୍ଷାରେ ଅନିୟମିତତା ଅଭିଯୋଗ ହୋଇଛି। ସିଲ୍‌ ନ ଥିବା ପ୍ରଶ୍ନପତ୍ରକୁ ନେଇ କେନ୍ଦ୍ରରେ ଅସନ୍ତୋଷ ଜାହିର କରିଛନ୍ତି ପରୀକ୍ଷାର୍ଥୀ। ଲିଭ ଟ୍ରେନିଂ ରିସର୍ଚ୍ଚ ଟିଚର (ଏଲ୍‌ଟିଆର) ପରୀକ୍ଷା...

OAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୩।୩: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ତିନିଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସୁଶାନ୍ତ କୁମାର ମିଶ୍ରଙ୍କୁ...

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମିଳିବ କେନ୍ଦ୍ର ସରକାରଙ୍କ ସମର୍ଥନ

ଭୁବନେଶ୍ୱର,୨୩।୩: କେନ୍ଦ୍ର ଗୃହ ନିର୍ମାଣ ଏବଂ ନଗର ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ରବିବାର ଓଡ଼ିଶାରେ ପ୍ରମୁଖ ସହରାଞ୍ଚଳ ବିକାଶ ପଦକ୍ଷେପ ଏବଂ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନ ଏବଂ ଅଗ୍ରଗତି ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ, କେନ୍ଦ୍ର ମନ୍ତ୍ରୀ...

ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ

କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା ଅଭିଯୁକ୍ତଙ୍କୁ ସାଇବର ଠକେଇ ମାମଲାରେ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ରିପୋର୍ଟ...

ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ।...

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୩ ଜିଲାରେ ବଢୁଛି ବାଲି ଚୋରା ଚାଲାଣ ମାମଲା, ୨୭ ଜିଲାରେ ନାହିଁ

ଭୁବନେଶ୍ୱର,୨୩।୩:  ରାଜଧାନୀ ଉପକଣ୍ଠ ସମେତ କଟକ, ବ୍ରହ୍ମପୁର, ଗଞ୍ଜାମ, କୋରାପୁଟ, ବାଲେଶ୍ୱର ଆଦି ଜିଲାରେ ବାଲି ଚୋରି ପ୍ରବଳ ମାତ୍ରାରେ ଚାଲିଛି। ଏହାକୁ ନେଇ ଅଧିକାଂଶ ସମୟରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇଛି। ହେଲେ କାଗଜପତ୍ରରେ ଏସବୁ ଦେଖିବାକୁ ମିଳୁନାହିଁ।...

ଆହୁରି ୨ ଦିନ ପ୍ରବଳ ବର୍ଷା

ଓଡ଼ିଶା,୨୩।୩: କାଳବୈଶାଖୀ ରଚୁଛି ତାଣ୍ଡବ। ଏହାର ପ୍ରଭାବରେ ଶନିବାର ପ୍ରାୟ ସବୁ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଦେଖିବାକୁ ମିଳୁଛି। ତେବେ ଉତ୍ତର ଓଡ଼ିଶାରେ ୨ ଦିନ ହେବ ଝଡ଼ ପବନ ସହ କୁଆପଥର ବର୍ଷା ଅଣାୟତ୍ତ କରିଛି। ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri