ମେଟ୍ରୋ

ପୁଣି ଘୁଞ୍ଚିଲା ବିମାନବନ୍ଦର ରନ୍‌ଓ୍ବେ ରିକାର୍ପେଟିଙ୍ଗ: ଫେବୃୟାରୀରେ ଆରମ୍ଭ ହେବ କାମ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ହେବାକୁ ଥିବା ରନ୍‌ଓ୍ବେ ରିକାର୍ପେଟିଙ୍ଗ କାର୍ଯ୍ୟ ଆହୁରି ଦୁଇ ମାସ ଘୁଞ୍ଚତ୍ଲା। ପୂର୍ବରୁ ନଭେମ୍ବର ୧ରୁ ଘୁଞ୍ଚତ୍ ୧ ଡିସେମ୍ବରରେ ହେବାକୁ ଥିଲା। ଏବେ ଏହି ରିକାର୍ପେଟିଙ୍ଗ୍‌ କାର୍ଯ୍ୟ...

ସିଏଜି ରିପୋର୍ଟ ଦର୍ଶାଇଲା ଅନିୟମିତତା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ୨୦୧୪ରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର କ୍ଷମତାକୁ ଆସିବା ପରଠାରୁ ଅନେକ ଯୋଜନା ଆରମ୍ଭ କରିଛନ୍ତି। ଯୋଜନାର ସଫଳତା ନେଇ ମଧ୍ୟ ପ୍ରଚାର ଜୋରସୋର କରୁଛନ୍ତି। କରଦାତାଙ୍କ ଅର୍ଥକୁ ବ୍ୟବହାର କରି କେନ୍ଦ୍ର ଯୋଜନାର ପ୍ରଚାର ପାଇଁ ବ୍ୟାପକ...

ଶ୍ରୀକ୍ଷେତ୍ର ବିକାଶର ମାଷ୍ଟର ପ୍ଲାନ: ରାଜ୍ୟବାସୀଙ୍କୁ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ ବିଶ୍ୱ ଐତିହ୍ୟରେ ପରିଣତ କରିବାକୁ ରାଜ୍ୟ ସରକାର ଆଉ ଦୁଇ ପାଦ ଆଗକୁ ବଢିଛନ୍ତି। ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ଚିଠା (ଡ୍ରାଫ୍ଟ) ସ୍ଥାପତ୍ୟ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କୁ...

ସହର ପ୍ରଦୂଷଣ: କଠୋର ହେଲେ ଏନ୍‌ଜିଟି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଦେଶର ବଡ଼ ବଡ଼ ସହରରେ ମାତ୍ରାଧିକ ପ୍ରଦୂଷଣ ଚିନ୍ତା ବଢ଼ାଇଲାଣି। ବାୟୁ, ଜଳ, ମାଟି ଭୟଙ୍କର ଭାବେ ପ୍ରଦୂଷିତ ହେବାରେ ଲାଗିଛି। ଯାନବାହନ ବୃଦ୍ଧି ସାଙ୍ଗକୁ ସବୁଜ ବଳୟ ନଷ୍ଟ ଯୋଗୁ ପରିବେଶ ବିଗିଡିବାରେ ଲାଗିଛି। ନିକଟରେ ଦିଲ୍ଲୀରେ...

ପୁରୀ ଉନ୍ନତୀକରଣ ପଛର କାହାଣୀ କହିଲେ ପାଣ୍ଡିଆନ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ପୁରୀ ଜଗନ୍ନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାର ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ମନ୍ଦିର ଚତୁର୍ପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଘର ଏବଂ ଦୋକାନ ଉଚ୍ଛେଦ କରାଯାଉଛି। ତେବେ ହଠାତ୍‌ କାହିଁକି ପୁରୀ ପାଇଁ ଏତେ ବଡ...

ମୁଖ୍ୟମନ୍ତ୍ରୀଙ୍କ ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଲେଖିକା ଗୀତା ମେହେଟ୍ଟାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୬ ବର୍ଷ ହୋଇଥିଲା। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭିଣୋଇଙ୍କ ମୃତ୍ୟୁରେ ସେ ଗଭୀର...

ଜାନୁୟାରୀ ୫ରେ କାଦମ୍ବିନୀ ସାହିତ୍ୟ ଉତ୍ସବ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଆସନ୍ତା ୫ ଜାନୁୟାରୀରେ କିଟ୍‌ କନଭେନସନ ସେଣ୍ଟରଠାରେ ମାସିକ ପାରିବାରିକ ପତ୍ରିକା କାଦମ୍ବିନୀ ପକ୍ଷରୁ ଆୟୋଜନ ହେଉଛି କାଦମ୍ବିନୀ ସାହିତ୍ୟ ଉତ୍ସବ, କାଦମ୍ବିନୀ ପତ୍ରିକା ହାଟ ଓ କୁନାକୁନି ମେଳା। ମୁଖ୍ୟ ଅତିଥି ତଥା ଉଦ୍‌ଘାଟକ ଭାବେ...

ରାଜ୍ୟରେ ଅସହ୍ୟ ଶୀତ, ଅନୁଗୋଳ ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ମଙ୍ଗଳବାର ରାଜ୍ୟର ୧୪ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଏହା ସହିତ ଅନୁଗୋଳ ସବୁଠୁ ଥଣ୍ଡା ସହରରେ ପରିଣତ...

ନୂଆବର୍ଷରେ ରାତି ୧ଟା ପର୍ଯ୍ୟନ୍ତ ଖୋଲା ରହିବ ମଦଦୋକାନ: ମଦ ପିଇ ଗାଡ଼ି ଚଲାଇଲେ ଫାଇନ୍‌ କାଟିବ ପୋଲିସ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ନୂଆବର୍ଷକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ନୂଆବର୍ଷ ରାତି ଗୋଟାଏ ପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳ, ଭୁବନେଶ୍ୱର ଏବଂ ପୁରୀ ପୌରାଞ୍ଚଳରେ ମଦ ଦୋକାନ ଖୋଲା ରହିବ। ଅବକାରୀ...

୮ରେ ‘ଅଶୀରେ ବସନ୍ତ ଉତ୍ସବ’

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ): ଖବରଦାତା, ସ୍ତମ୍ଭକାର ଏବଂ ‘ଓଡ଼ିଶା ସାହିତ୍ୟ ଏକାଡ଼େମୀ’ ପୁରସ୍କାରପ୍ରାପ୍ତ ସାହିତି୍ୟକ ବସନ୍ତ ଦାସଙ୍କ ଅଶୀ ବର୍ଷ ଜନ୍ମଦିନ ଉପଲକ୍ଷେ ‘ଅଶୀରେ ବସନ୍ତ ଉତ୍ସବ’ ଆୟୋଜନ ହେଉଛି। ଜାନୁୟାରୀ ୮ରେ ସ୍ଥାନୀୟ ଇଡ୍‌କଲ ଅଡିଟୋରିୟମରେ ହେବାକୁ ଥିବା...

ରାଜ୍ୟରେ ବୃଦ୍ଧି ପାଇଛି ହେନ୍ତାଳ ବନ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଗତ ଦୁଇବର୍ଷରେ ରାଜ୍ୟରେ ୮ କିଲୋମିଟର ହେନ୍ତାଳ ବନ ବୃଦ୍ଧି ପାଇଛି। ‘ଇଣ୍ଡିଆ ଷ୍ଟେଟ୍‌ ଅଫ୍‌ ଫରେଷ୍ଟ ରିପୋର୍ଟ-୨୦୧୯’ରୁ ଏହି ସୂଚନା ମିଳିଛି। ରିପୋର୍ଟ ଅନୁସାରେ, ଦେଶରେ ହେନ୍ତାଳ ବନ ବୃଦ୍ଧି କରିଥିବା ରାଜ୍ୟ ମଧ୍ୟରେ ଓଡ଼ିଶା...

ପ୍ରିୟଦର୍ଶୀ ନାୟକ ଆଇସିଏସ୍‌ଆଇ ଚେୟାରମ୍ୟାନ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): କମ୍ପାନୀ ସେକ୍ରେଟାରୀ ପ୍ରିୟଦର୍ଶୀ ନାୟକ ୨୦୨୦ ବର୍ଷ ପାଇଁ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ କମ୍ପାନୀ ସେକ୍ରେଟାରିିଜ୍‌ ଅଫ୍‌ ଇଣ୍ଡିଆ (ଆଇସିଏସ୍‌ଆଇ)ର ପୂର୍ବ ଭାରତ ଆଞ୍ଚଳିକ ପରିଷଦର ଚେୟାରମ୍ୟାନ ଭାବେ ନିର୍ବାଚିତ ହୋଇଛନ୍ତି। ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri