ମେଟ୍ରୋ

ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନକୁ ସିଏମ୍‌ଓର ପରାମର୍ଶ: ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’ ହ୍ରାସ/ସ୍ଥଗିତ ରଖାଯାଉ

ଭୁବନେଶ୍ୱର,୧୦।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟରେ ଏବେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାଫଳରେ ଆର୍ଥିକ ବୋଝ ବଢ଼ିଛି। ଏପରି କରିବା ଦ୍ୱାରା ଅଭିଭାବକମାନଙ୍କ ରୋଜଗାର ଉପରେ ପ୍ରଭାବ ପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’…

ଗାଡ଼ିମାଲିକଙ୍କୁ ମୋଟର ଯାନ କର ପ୍ରଦାନ କ୍ଷେତ୍ରରେ ଆଶ୍ୱସ୍ତି: ଏପ୍ରିଲ ୧୫ ସୁଦ୍ଧା ଦେଇ ନ ଥିବା କର ଜୁନ୍‌ ୩୦ ସୁଦ୍ଧା ଦେଇପାରିବେ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ତଥା ରାଜ୍ୟ ସରକାର ଦେଶରେ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରଖିଛନ୍ତି। ଏହି ଲକ୍‌ଡାଉନ ଅବଧି ଆସନ୍ତା ୧୪ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଏହାକୁ ଗୁରୁବାର ଆହୁରି…

ହେବନାହିଁ ୯ମ ଶ୍ରେଣୀ ଇତିହାସ-ଭୂଗୋଳ ପରୀକ୍ଷା

ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନାର ପ୍ରଭାବ ପଡ଼ିଛି ରାଜ୍ୟର ଶିକ୍ଷା ବ୍ୟବସ୍ଥା ଉପରେ। ଚଳିତ ୧୪ରେ ଶେଷ ହେବାକୁ ଥିବା ଲକ୍‌ଡାଉନ୍‌ ଅବଧି ୩୦କୁ ବୃଦ୍ଧି ପାଇବା ପରେ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ନେଇ ଚିନ୍ତା ବଢ଼ିଛି। ଏ ପର୍ଯ୍ୟନ୍ତ ଅଧିକାଂଶ ଶ୍ରେଣୀର ପରୀକ୍ଷା ସରି…

୩ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ମେଘୁଆ ପାଗ ସାଙ୍ଗକୁ ଝଡ଼ବର୍ଷା ଲାଗି ରହୁଛି। ଏଥିଯୋଗୁ ତାତି କମିଛି। ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିଯାଇଛି। ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଭାଗରେ ପାଗ ମେଘୁଆ ରହିବା ସହ…

କରୋନା ମୁକାବିଲା: ଗବେଷଣା ଟିମ୍‌ରେ ଓଡ଼ିଆ ଡାକ୍ତର ଦିଗମ୍ବର ବେହେରା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନା ମୁକାବିଲାରେ ସାରା ମାନବ ସମାଜ ଅହରହ ଉଦ୍ୟମ ଜାରି ରଖିଛି। ଭାରତ ସମେତ ବିଶ୍ୱର ଅନ୍ୟାନ୍ୟ ଦେଶ ନିଜ ନିଜର ସାମର୍ଥ୍ୟ ଅନୁସାରେ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି କ୍ରମରେ ଇଣ୍ଡିଆନ୍‌ କାଉନସିଲ ଅଫ୍‌ ମେଡିକାଲ…

‘କୋଭିଡ୍‌-୧୯ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ ନୁହେଁ’: ଗଣମାଧ୍ୟମକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି। କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେବା ସମୟରେ ଜନସାଧାରଣଙ୍କୁ କିଛି ନା କିଛି ନୂଆ ପରାମର୍ଶ ଦେଉଛନ୍ତି। ଏହିକ୍ରମରେ…

ଦୁଇ ଚକିଆ ଗାଡ଼ି କଟକଣା କୋହଳ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୧୦ା୪: କରୋନା ଭୂତାଣୁର ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଗାଡ଼ି ଚଳାଚଳ ଉପରେ ଅନେକ ପ୍ରକାର କଟକଣା ରହିଛି। ଫଳରେ ପରିବା ଏବଂ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ଲୋକମାନେ ହଇରାଣ ହେଉଛନ୍ତି। ଦୁଇ…

ପୁଣି ୪ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୪୮

ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଗୁରୁବାର ଦିନରେ…

 କଡ଼ାକଡ଼ି ହେବ ଯାଞ୍ଚ: ପ୍ରଥମ ଦିନରେ ମାସ୍କ ବାଣ୍ଟିଲା, ବୁଝାଇଲା ପୋଲିସ

ଭୁବନେଶ୍ୱର,୯ା୪(ବ୍ୟୁରୋ)- ବାୟୁ ଦ୍ୱାରା ମଧ୍ୟ ଘାତକ ଭୂତାଣୁ କୋଭିଡ୍‌-୧୯ ଅନ୍ୟକୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ଗୁରୁବାରଠାରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଏହାକୁ କଡାକଡି ପାଳନ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପ୍ରଥମ…

କଣ୍ଟାକ୍ଟ ଟ୍ରେସିଂ ପରେ ସିଲ୍‌ ହୋଇପାରେ ଝାରପଡ଼ା, ମଧୁସୂଦନ ନଗର

ଭୁବନେଶ୍ୱର, ୮ା୪(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ମୋଟ ୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରେ ୩୫ଜଣ ରହିଛନ୍ତି। ତେଣୁ ସଂକ୍ରମଣ ରୋକିବାକୁ ଆକ୍ରାନ୍ତ ରହୁଥିବା ଅଞ୍ଚଳ ଓ ସଂସ୍ପର୍ଶରେ ଆସିଥିବା…

କରୋନା ମୁକାବିଲା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଝାରପଡ଼ା ବଣିକ ସଂଘ ପକ୍ଷରୁ ୫୧ ହଜାର ଟଙ୍କା ପ୍ରଦାନ

କଟକ ରୋଡ୍‌,୯।୪(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ପାଇଁ ଭୁବନେଶ୍ୱର ଝାରପଡ଼ା ହାଟ ବଣିକ ସଂଘ ପକ୍ଷରୁ ଗୁରୁବାର ୫୧,୫୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏହା ପ୍ରଦାନ କରାଯାଇଥିବା ସୂଚନା ମିଳିଛି। ବଣିକ ସଂଘ…

ରାଜ୍ୟର ଆଉ ୩ ମେଡିକାଲରେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ଆଉ ୩ଟି ହସ୍ପିଟାଲରେ କରୋନା ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ବ୍ରହ୍ମପୁର ମେଡିକାଲ କଲେଜ, ଭିମ୍‌ସାର ଓ ଆଇଜିଏଚ୍‌ରେ ଟେଷ୍ଟ କରାଯିବ। ଓଡ଼ିଶାରେ ଦିନକୁ ୧୦୦୦ କରୋନା ନମୂନା ପରୀକ୍ଷଣ କରାଯିବ। ରାଜ୍ୟ ମନ୍ତ୍ରୀସ୍ତରୀୟ ବୈଠକରେ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?